Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଶ୍ବିନୀ ବୈଷ୍ଣବଙ୍କ ପ୍ରାର୍ଥୀତ୍ବକୁ ନେଇ ସ୍ପଷ୍ଟୀକରଣ ଦେଲେ ନବୀନ
ଆଜିର ଖବର

ଅଶ୍ବିନୀ ବୈଷ୍ଣବଙ୍କ ପ୍ରାର୍ଥୀତ୍ବକୁ ନେଇ ସ୍ପଷ୍ଟୀକରଣ ଦେଲେ ନବୀନ

June 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଜେଡ଼ିର ରାଜ୍ୟସଭା ପ୍ରାର୍ଥୀ ଅଶ୍ବିନୀଙ୍କୁ ନେଇ ଦ୍ବନ୍ଦ୍ବ ଉପୁଜିଥିଲା। ଉଭୟ ବିଜେଡ଼ି ଓ ବିଜେପି ତରଫରୁ ପ୍ରାର୍ଥୀ ରୂପେ ଅଶ୍ବିନୀଙ୍କ ନାମ ଘୋଷଣା ପରେ ରାଜନୈତିକ ହଟଚମଟ ବେଶ୍‌ ବଢିଯାଇଥିଲା। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘାେଷଣା କରିଥିଲେ। ଅମର ପଟ୍ଟନାୟକ, ସସ୍ମିତ ପାତ୍ର ଓ ଅଶ୍ବିନୀ ବୈଷ୍ଣବଙ୍କ ନାମ ଘୋଷଣା କରିଥିବାବେଳେ ବିଜେପି ମଧ୍ୟ ତା’ ଅଫିସିଆଲ୍‌ ଟୁଇଟର୍‌ ପେଜ୍‌ରେ ଅଶ୍ବିନୀଙ୍କୁ ପ୍ରାର୍ଥୀ ବୋଲି ଘୋଷଣା କରିଥିଲା। ତେବେ ଗଣମାଧ୍ୟମରେ ଏନେଇ ଚର୍ଚ୍ଚା ହେବା ପରେ ନବୀନ ପଟ୍ଟନାୟକ ଅଶ୍ବିନୀଙ୍କ ପ୍ରାର୍ଥୀତ୍ବକୁ ନେଇ ସ୍ପଷ୍ଟୀକରଣ ଦେଇଛନ୍ତି। ଅଶ୍ବିନୀ ବିଜେପି ପ୍ରାର୍ଥୀ ଏବଂ ତାଙ୍କୁ ଆମେ ସମର୍ଥନ କରିବୁ ବୋଲି ନବୀନ ପଟ୍ଟନାୟକ କହିଛନ୍ତି। ଏନେଇ ଉଭୟ ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀଙ୍କ ସହ କଥା ହୋଇଥିବାର କହିଛନ୍ତି ନବୀନ। ପୂର୍ବତନ ଆଇଏଏସ୍‌ ଅଫିସର ଅଶ୍ବିନୀ ବୈଷ୍ଣବୀ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ବ୍ୟକ୍ତିଗତ ସଚିବ ରୂପେ କାର୍ଯ୍ୟ କରିଛନ୍ତି। ବିଜେପି ନିଜ ଅଫିସିଆଲ୍‌ ଟୁଇଟର୍‌ ପେଜ୍‌ରେ ଅଶ୍ବିନୀଙ୍କୁ ପ୍ରାର୍ଥୀ କରିଛି ବୋଲି ଟୁଇଟ୍‌ କରିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 13, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.