Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବାହାରିଲା ବିଜ୍ଞପ୍ତି, ମୁଖ୍ୟ ନିର୍ବାଚନ ଅଧିକାରୀ କହିଲେ ଏପରି କଥା
ଆଜିର ଖବର

ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବାହାରିଲା ବିଜ୍ଞପ୍ତି, ମୁଖ୍ୟ ନିର୍ବାଚନ ଅଧିକାରୀ କହିଲେ ଏପରି କଥା

April 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବାହାରିଲା ବିଜ୍ଞପ୍ତି, ମୁଖ୍ୟ ନିର୍ବାଚନ ଅଧିକାରୀ କହିଲେ ଏପରି କଥା

ଭୁବନେଶ୍ୱର: ରାଜ୍ୟରେ ବିଧିବଦ୍ଧ ଭାବରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ (ସାମଗ୍ରିକ ଭାବରେ ଦେଶରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ) ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ଅବସରରେ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ ପ୍ରେସ୍‌ବାର୍ତ୍ତା ଦେଇଥିଲେ।

ଏହି ଅବସରେ ସେ ଗଣମାଧ୍ୟମ ସମ୍ମୁଖରେ ନର୍ବାଚନର ସାମଗ୍ରିକ ପ୍ରସ୍ତୁତି, ନାମାଙ୍କନ ପ୍ରକ୍ରିୟା ଓ ତାରିଖ, ନିର୍ବାଚନ ତାରିଖ ଓ ସମୟ, ସୁରକ୍ଷା ବ୍ୟବସ୍ଥା, ଜବତ ହୋଇଥିବା ସାମଗ୍ରୀର ଆର୍ଥିକ ମୂଲ୍ୟ, ଭୋଟର ତାଲିକା, ମହିଳା ଭୋଟର, ଭିନ୍ନକ୍ଷମ ଭୋଟରମାନଙ୍କ ପାଇଁ ପ୍ରତିଟି ବୁଥ୍‌ରେ କରାଯାଉଥିବା ଆନୁଷଙ୍ଗିକ ବ୍ୟବସ୍ଥା ଓ ତା’ର କ୍ରିୟାନ୍ୱୟନ ବିଷୟରେ ସବିଶେଷ ତଥ୍ୟ ରଖିଥିଲେ।

ଏହି ଅବସରରେ ଗଣମାଧ୍ୟମ ପ୍ରତିନିଧିଙ୍କ ଦ୍ୱାରା ଉତ୍‌ଥାପିତ ବିଭିନ୍ନ ପ୍ରଶ୍ନର ଉତ୍ତର ରଖି ଶ୍ରୀ ଧଳ ପ୍ରଚଣ୍ଡ ରୌଦ୍ରତାପରେ ହତାହତଶୂନ୍ୟ ଓ ତ୍ରୁଟିଶୂନ୍ୟ ନିର୍ବାଚନ ହିଁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ମୂଳଲକ୍ଷ୍ୟ ବୋଲି ମତପ୍ରକାଶ କରିଥିଲେ।

ଓଡିଶାର ପ୍ରଥମ ନିର୍ବାଚନ ମେ ୧୩ ତାରିଖରେ କରାଯିବ। ଏଥିରେ ବ୍ରହ୍ମପୁର, କଳାହାଣ୍ଡି, ନବରଂଗପୁର ଏବଂ ଆସ୍କା ଲୋକସଭା ଏବଂ ଏହା ଅଧିନରେ ଥିବା ବିଧାନସଭାରେ ନିର୍ବାଚନ ହେବ।

ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ- ୧୮ ଏପ୍ରିଲ
ପ୍ରାର୍ଥୀପତ୍ର ଶେଷ ତାରିଖ- ୨୫ ଏପ୍ରିଲ
ପ୍ରାର୍ଥୀ ପତ୍ର ଯାଞ୍ଚ- ୨୬ ଏପ୍ରିଲ
ପ୍ରାର୍ଥୀ ପତ୍ର ପ୍ରତ୍ୟାହାର- ୨୯ ଏପ୍ରିଲ
ଭୋଟ ଗ୍ରହଣ- ୧୩ ମେ
ଭୋଟ ଗଣିତ- ୪ ଜୁନ

ceo odisha odishaelection2024 ଓଡିଶା ନିର୍ବାଚନ ଅଧିକାରୀ ଓଡିଶାନିର୍ବାଚନ2024
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୨୪ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 24, 2026

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026
Latest News

ଆଜି ମାର୍ଚ୍ଚ ୨୪ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 24, 2026

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.