Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗାନ୍ଧିନଗର ଲୋକସଭା ଆସନରୁ ନାମାଙ୍କନପତ୍ର ଦାଖଲ କଲେ ଅମିତ ଶାହ
ଆଜିର ଖବର

ଗାନ୍ଧିନଗର ଲୋକସଭା ଆସନରୁ ନାମାଙ୍କନପତ୍ର ଦାଖଲ କଲେ ଅମିତ ଶାହ

April 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଜି ଗୁଜୁରାଟର ଗାନ୍ଧିନଗର ଲୋକସଭା ଆସନରୁ ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ଅମିତ ଶାହା କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ଏହା ତାଙ୍କ ପାଇଁ ଗର୍ବର ବିଷୟ ଯେ ନରେନ୍ଦ୍ର ମୋଦୀ ନିଜେ ଗାନ୍ଧିନଗର ଆସନରୁ ଭୋଟର ଅଟନ୍ତି। ଅମିତ ଶାହାଙ୍କ ନାମାଙ୍କନ ପତ୍ରରେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲଙ୍କ ସମେତ ବହୁ ବିଜେପି ନେତା ଉପସ୍ଥିତ ଥିଲେ।

ନାମାଙ୍କନ ପରେ ଗଣମାଧ୍ୟମକୁ ସମ୍ବୋଧିତ କରି ଅମିତ ଶାହା କହିଛନ୍ତି ଯେ, “ଆଜି ମୁଁ ଗାନ୍ଧିନଗର ଆସନରୁ ମୋର ନାମାଙ୍କନପତ୍ର ଦାଖଲ କରିଛି। ଏହା ମୋ ପାଇଁ ଗର୍ବର ବିଷୟ। କାରଣ ଏହି ଆସନକୁ ଏଲ.କେ ଆଡଭାନୀ, ଅଟଲ ଜୀ (ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବିଜେପି ନେତା ଅଟଳ ବିହାରୀ ବାଜପେୟୀ) ପ୍ରତିନିଧିତ୍ୱ କରୁଛନ୍ତି। ଏବଂ ମୁଁ ୩୦ ବର୍ଷ ଧରି ଏହି ଆସନରୁ ଜଣେ ବିଧାୟକ ଏବଂ ସାଂସଦ ରହିଛି। ଏହି ଅଞ୍ଚଳର ଲୋକମାନେ ମୋତେ ବହୁତ ଭଲ ପାଇବା ଦେଇଛନ୍ତି।

amit shah Indian General Election 2024 Lok Sabha Elections Lok Sabha Elections 2024 Lok Sabha Elections 2024 Date
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.