Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡକାୟତି ଯୋଜନା ପଣ୍ଡ, ୪ ଗିରଫ
ଆଜିର ଖବର

ଡକାୟତି ଯୋଜନା ପଣ୍ଡ, ୪ ଗିରଫ

April 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ନିମଖଣ୍ଡି ଥାନା ପୋଲିସ୍ କୁ ବଡ ସଫଳତା ମିଳିଛି। ଡକାୟତି ଯୋଜନା କରୁଥିବା ଦୁର୍ବୃତ୍ତମାନଙ୍କୁ ପୋଲିସ ଧରିବାରେ ସଫଳ ହୋଇଛି।

ବିଶ୍ଵସ୍ତ ସୁତ୍ରରୁ ସୂଚନା ପାଇ ପୋଲିସ ଶ୍ରୀକ୍ଷେତ୍ର ବିହାର ଠାରେ ଚଢ଼ାଉ କରି ଡକାୟତି ଯୋଜନା କରୁଥିବା ୪ ଜଣ ଯୁବକଙ୍କୁ କାବୁ କରିଥିଲା। ଏବଂ ଘଟଣାସ୍ଥଳରୁ ପୋଲିସ ଗୋଟିଏ ବନ୍ଧୁକ, ୫ ଟି ଗୁଳି ସହ କିଛି ମାରଣାସ୍ତ୍ର ଜବତ କରିଥିଲା। ଗିରଫ ହୋଇଥିବା ଯୁବକ ହେଉଛନ୍ତି ତୋଫାନ ସାହୁ, ନିମାଇଁ ଚରଣ ନାୟକ, ଦେବାନନ୍ଦ ଗୌଡ଼ ଓ କେ ସୁରିୟା ରାଓ ବୋଲି ଜଣାପଡିଛି।

ଡକାୟତି ଯୋଜନା ନିମଖଣ୍ଡି ଥାନା ଶ୍ରୀକ୍ଷେତ୍ର ବିହାର
Share. Facebook Twitter LinkedIn Email WhatsApp Copy Link

Related Posts

‘ନାବାଳିକାଙ୍କୁ ଯୌନ ଶୋଷଣ ମାମଲା’: ଅଭିଯୁକ୍ତଙ୍କୁ ୨୧ ବର୍ଷ ଲେଖାଏଁ କଠୋର କାରାଦଣ୍ଡାଦେଶ

February 17, 2026

ରେକର୍ଡ ଉଚ୍ଚତା ଛୁଇଁବା ପରେ ବଡ଼ ହ୍ରାସ: ଖୁବ୍ ଶୀଘ୍ର ୧ ଲକ୍ଷ ତଳକୁ ଖସିଯିବ କି ସୁନା ମୂଲ୍ୟ?

February 17, 2026

ଇଣ୍ଡୋନେସିଆକୁ ଶସ୍ତା ଏବଂ ଭାରତକୁ ମହଙ୍ଗା ରାଫେଲ ବିକ୍ରି କରୁଛି ଫ୍ରାନ୍ସ: ଜାଣନ୍ତୁ କାରଣ

February 17, 2026

‘ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ – ୨୦୨୬’ରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ

February 17, 2026
Latest News

‘ନାବାଳିକାଙ୍କୁ ଯୌନ ଶୋଷଣ ମାମଲା’: ଅଭିଯୁକ୍ତଙ୍କୁ ୨୧ ବର୍ଷ ଲେଖାଏଁ କଠୋର କାରାଦଣ୍ଡାଦେଶ

February 17, 2026

ରେକର୍ଡ ଉଚ୍ଚତା ଛୁଇଁବା ପରେ ବଡ଼ ହ୍ରାସ: ଖୁବ୍ ଶୀଘ୍ର ୧ ଲକ୍ଷ ତଳକୁ ଖସିଯିବ କି ସୁନା ମୂଲ୍ୟ?

February 17, 2026

ବନ୍ଧୁତାର ହାତ ବଢାଇଲା ଭାରତ: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀଙ୍କୁ ଦିଲ୍ଲୀ ଗସ୍ତ ପାଇଁ କଲା ନିମନ୍ତ୍ରଣ

February 17, 2026

ଇଣ୍ଡୋନେସିଆକୁ ଶସ୍ତା ଏବଂ ଭାରତକୁ ମହଙ୍ଗା ରାଫେଲ ବିକ୍ରି କରୁଛି ଫ୍ରାନ୍ସ: ଜାଣନ୍ତୁ କାରଣ

February 17, 2026

ଟି-୨୦ ବିଶ୍ୱକପରେ ବଡ଼ ବିପର୍ଯ୍ୟୟ: ସୁପର ୮ କୁ ଗଲା ଜିମ୍ବାୱେ, ବାଦ୍ ପଡ଼ିଲା ଅଷ୍ଟ୍ରେଲିଆ 

February 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.