Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରାର୍ଥୀତ୍ବକୁ ନେଇ ଅଡୁଆରେ ବିଜେପି, ବଢୁଛି ଗୋଷ୍ଠୀ କନ୍ଦଳ
ଆଜିର ଖବର

ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରାର୍ଥୀତ୍ବକୁ ନେଇ ଅଡୁଆରେ ବିଜେପି, ବଢୁଛି ଗୋଷ୍ଠୀ କନ୍ଦଳ

April 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରାର୍ଥୀତ୍ବକୁ ନେଇ ଅଡୁଆରେ ବିଜେପି, ବଢୁଛି ଗୋଷ୍ଠୀ କନ୍ଦଳ

ଭୁବନେଶ୍ବର: ଦିଗପହଣ୍ଡି ନିର୍ବାଚନ ମଣ୍ଡଳିରେ ଅଭିନେତା ତଥା ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ରଙ୍କୁ ପ୍ରାର୍ଥୀତ୍ବକୁ ନେଇ ବଢୁଛି ଅଡୁଆ। ସେଠାରେ ବିଜେପି ନେତା ଥିବା ବେଳେ ସିଦ୍ଧାନ୍ତ ମହାପାତ୍ରଙ୍କୁ କଣ ପାଇଁ ବିଜେପି ପ୍ରାର୍ଥୀ କଲା ତାହାକୁ ବିରୋଧ କରାଯାଉଛି। ଫଳରେ ସିଦ୍ଧାନ୍ତ ମହାପାତ୍ର ବହୁ ଅସୁବିଧାର ସମ୍ମୁଖୀନ ହେବାରେ ଲାଗିଛନ୍ତି। ଏ ପର୍ଯ୍ୟନ୍ତ ପ୍ରଚାର ମଇଦାନକୁ ଓହ୍ଲାଇ ପାରୁ ନାହାଁନ୍ତି।

ଦିଗପହଣ୍ଡି ହେଉଛି ସ୍ବର୍ଗତ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଦବଦବା ଥିବା ନିର୍ବାଚନ ମଣ୍ଡଳି। ତାଙ୍କ ପରଲୋକରେ ବିଜେଡି ସେଠାରେ ତାଙ୍କ ପୁତ୍ର ବିପ୍ଲବ ପାତ୍ରଙ୍କୁ ପ୍ରାର୍ଥୀ କରିଛି। ପୂର୍ବରୁ ସେଠାରେ ଦବଦବା ରଖିଥିବା ନେତା ବିପିନ ପ୍ରଧାନ ବିଜେଡି ଛାଡି ବିଜେପିରେ ସାମିଲ ହୋଇଛନ୍ତି। ଆଶା ଥିଲା ତାଙ୍କୁ ବିଜେପି ଟିକେଟ ଦେବ।

ହେଲେ ତାହା ନ ହେବାରୁ ସେ ଏବଂ ତାଙ୍କ କର୍ମି ଉତକ୍ଷିପ୍ତ ହୋଇପଡିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ସିଦ୍ଧାନ୍ତ ମହାପାତ୍ରଙ୍କୁ କେହି ସହଯୋଗ କରୁ ନାହାଁନ୍ତି। ଫଳରେ ବର୍ତ୍ତମାନ ସେଠାରେ ଅଡୁଆ ପରିସ୍ଥିତିରେ ପଡିଯାଇଛି ବିଜେପିଷ

odishaelection2024 siddhant mahapatra ଓଡିଶାନିର୍ବାଚନ2024 ନିର୍ବାଚନ2024 ସିଦ୍ଧାନ୍ତ ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026
Latest News

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.