Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମର୍ମନ୍ତୁଦ ସଡକ ଦୁର୍ଘଟଣା: ଭ୍ୟାନକୁ ଧକ୍କା ଦେଲା ଟ୍ରଲର, ୯ ମୃତ
ଆଜିର ଖବର

ମର୍ମନ୍ତୁଦ ସଡକ ଦୁର୍ଘଟଣା: ଭ୍ୟାନକୁ ଧକ୍କା ଦେଲା ଟ୍ରଲର, ୯ ମୃତ

April 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଡ଼କ ଦୁର୍ଘଟଣା
ସାଉଦି ଆରବରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୪୨ ଭାରତୀୟଙ୍କ ମୃତ୍ୟୁ ଆଶଙ୍କା

ନୂଆଦିଲ୍ଲୀ: ରାଜସ୍ଥାନର ଝାଲାୱାଡ ଜିଲ୍ଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ଅନିୟନ୍ତ୍ରିତ ଟ୍ରଲର ଭ୍ୟାନକୁ ଧକ୍କା ଦେଇଛି। ଭ୍ୟାନରେ ୧୦ ଜଣ ଲୋକ ଥିଲେ, ଯେଉଁମାନେ ଏକ ବିବାହ ସମାରୋହରୁ ଫେରୁଥିଲେ, ସେଥିମଧ୍ୟରୁ ୯ ଜଣଙ୍କର ମୃତ୍ୟୁ ହୋଇଛି। କୁହାଯାଉଛି ଯେ ବାଗ୍ରି ସମ୍ପ୍ରଦାୟର ୧୦ ଜଣ ଯୁବକ ଭ୍ୟାନ୍‌ରେ ଯାତ୍ରା କରୁଥିଲେ, ସେଥିମଧ୍ୟରୁ ତିନିଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଡାକ୍ତରଖାନାରେ ମୃତ୍ୟୁ ବରଣ କରିଛନ୍ତି। ଜଣଙ୍କର ଅବସ୍ଥା ଗୁରୁତର ବୋଲି କୁହାଯାଉଛି।

ଭ୍ୟାନରେ ଯାତ୍ରା କରୁଥିବା ଲୋକମାନେ ଏକ ବିବାହ ଉତ୍ସବରେ ଯୋଗଦେବା ପରେ ମଧ୍ୟପ୍ରଦେଶର ଖିଲଚିପୁରରୁ ଫେରୁଥିଲେ। ଦୁର୍ଘଟଣା ପରେ ଟ୍ରର ଡ୍ରାଇଭର ଫେରାର ହୋଇଯାଇଥିଲା। କିନ୍ତୁ ପରେ ତାଙ୍କୁ ଗିରଫ କରାଯାଇଥିଲା। କୁହାଯାଉଛି ଯେ, ଟ୍ରଲର ଗତି ବହୁତ ଅଧିକ ଥିଲା, ଯେଉଁ କାରଣରୁ ଡ୍ରାଇଭର ନିୟନ୍ତ୍ରଣ ହରାଇଥିଲେ। ପୋଲିସ ମାମଲା ରୁଜୁ କରି ଟ୍ରଲର ଡ୍ରାଇଭରଙ୍କୁ ପଚରାଉଚରା ଆରମ୍ଭ କରିଛି। ଏହି ଟ୍ରଲର ହରିୟାଣା ନମ୍ବର ବୋଲି କୁହାଯାଉଛି।

rajasthan road accident
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୨୪ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 24, 2026

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026
Latest News

ଇରାନ ଯୁଦ୍ଧ କେବେ ଶେଷ ହେବ?: ଦିନ ଧାର୍ଯ୍ୟ କଲା ଆମେରିକା, ମଧ୍ୟସ୍ଥତା କରିବ ପାକିସ୍ତାନ

March 24, 2026

ଆଜି ମାର୍ଚ୍ଚ ୨୪ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 24, 2026

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.