Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘୋଷଣା ହେଲା ଗ୍ରୀଷ୍ଣ ଛୁଟି ତାରିଖ, ଆସନ୍ତାକାଲିଠାରୁ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ କ୍ଲାସ
ଆଜିର ଖବର

ଘୋଷଣା ହେଲା ଗ୍ରୀଷ୍ଣ ଛୁଟି ତାରିଖ, ଆସନ୍ତାକାଲିଠାରୁ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ କ୍ଲାସ

April 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଘୋଷଣା ହେଲା ଗ୍ରୀଷ୍ଣ ଛୁଟି ତାରିଖ, ଆସନ୍ତାକାଲିଠାରୁ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ କ୍ଲାସ

ଭୁବନେଶ୍ବର: ଆଜି ରାଜ୍ୟ ସରକାର ଗ୍ରୀଷ୍ଣ ଛୁଟି ଘୋଷଣା କରିଛନ୍ତି। ସେହି ଅନୁସାରେ ଏପ୍ରିଲ ୨୫ ତାରିଖ ଠାରୁ ରାଜ୍ୟ ସରକାର ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି। ତେବେ ସମ୍ଭାବ୍ଯ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖି ଚଳିତ ଏପ୍ରିଲ ୨୨ ରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ସକାଳ ୬.୩୦ ରୁ ୧୦.୩୦ ପର୍ଯ୍ୟନ୍ତ ବିଦ୍ୟାଳୟ ଖୋଲା ରହିବ।

ତେବେ ଗ୍ରୀଷ୍ମ ଛୁଟିରେ ଶିକ୍ଷକ ଓ ଅଧିକାରୀମାନେ ଆସିବା ପାଇଁ କୁହାଯାଇଛି। ବର୍ତ୍ତମାନ ସାରା ରାଜ୍ୟରେ ଯେପରି ଗ୍ରୀଷ୍ମ ପ୍ରବାହ ହେଉଛି ସେଥିରେ ସକାଳୁ ଘରୁ ବାହାରିବା କଷ୍ଟକର ହୋଇପଡୁଛି। ଗତକାଲି ତାପମାତ୍ରା ୪୫ ଡିଗ୍ରୀ ପାର ହୋଇଯାଇଛି। ତାହାକୁ ଦୃଷ୍ଟିରେ ରକି ରାଜ୍ୟ ସରକାର ଏହି ନିଷ୍ପତି ଗ୍ରହଣ କରିଛନ୍ତି।

ସ୍କୁଲ
Share. Facebook Twitter LinkedIn Email WhatsApp Copy Link

Related Posts

ସୁପ୍ରିମକୋର୍ଟରେ ଜ୍ଞାନେଶ କୁମାରଙ୍କ ବିରୋଧରେ ଆବେଦନ ଦାଖଲ କରିବେ ରାହୁଲ ଗାନ୍ଧୀ

October 12, 2026

ଦିଲ୍ଲୀ ପ୍ରତିବାଦ: ଧାରା ୨୧ କ’ଣ କହୁଛି? ଗୋପାଳନରୁ ମାନେକା ଗାନ୍ଧୀ ଯାଏଁ ବଦଳିଛି ନ୍ୟାୟର ପରିଭାଷା

October 12, 2026

ହାଇୱା ଗାଡ଼ି ଧକ୍କାରେ ସାଇକେଲ ଚାଳକଙ୍କ ମୃତ୍ୟୁ

October 12, 2026

ସୁନା ଖଣିରେ ଏୟାରଷ୍ଟ୍ରାଇକ: ୭୨ ଶ୍ରମିକ ନିହତ

October 12, 2026
Latest News

ସୁପ୍ରିମକୋର୍ଟରେ ଜ୍ଞାନେଶ କୁମାରଙ୍କ ବିରୋଧରେ ଆବେଦନ ଦାଖଲ କରିବେ ରାହୁଲ ଗାନ୍ଧୀ

October 12, 2026

ଦିଲ୍ଲୀ ପ୍ରତିବାଦ: ଧାରା ୨୧ କ’ଣ କହୁଛି? ଗୋପାଳନରୁ ମାନେକା ଗାନ୍ଧୀ ଯାଏଁ ବଦଳିଛି ନ୍ୟାୟର ପରିଭାଷା

October 12, 2026

ହାଇୱା ଗାଡ଼ି ଧକ୍କାରେ ସାଇକେଲ ଚାଳକଙ୍କ ମୃତ୍ୟୁ

October 12, 2026

ସୁନା ଖଣିରେ ଏୟାରଷ୍ଟ୍ରାଇକ: ୭୨ ଶ୍ରମିକ ନିହତ

October 12, 2026

‘ବିରାଟଙ୍କୁ ଅବସର ପାଇଁ ବାଧ୍ୟ କରାଯାଇଥିଲା’: ଗୁରୁତର ଅଭିଯୋଗ ଆଣିଲେ ପୂର୍ବତନ ଖେଳାଳି

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.