Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ବାଚନ ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ହିଞ୍ଜିଳିରେ କରିବେ ପ୍ରଚାର
ଆଜିର ଖବର

ନିର୍ବାଚନ ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ହିଞ୍ଜିଳିରେ କରିବେ ପ୍ରଚାର

April 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ନିର୍ବାଚନ ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ହିଞ୍ଜିଳିରେ କରିବେ ପ୍ରଚାର

ଭୁବନେଶ୍ବର: ଶେଷ ପର୍ଯ୍ୟାୟରେ ପହଞ୍ଚିଲା ପ୍ରାର୍ଥୀ ଘୋଷଣା, ଆରମ୍ଭ ହେବ ପ୍ରଚାର। ସେଥିପାଇଁ ସବୁ ଦଳ ବର୍ତ୍ତମାନ ପ୍ରଚାର ମଇଦାନକୁ ଓହ୍ଲାଇବେ। ସେଥିପାଇଁ ବିଜୁ ଜନତା ଦଳ ବର୍ତ୍ତମାନ ପ୍ରସ୍ତୁତି ଆରମ୍ଭ କରିଦେଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓହ୍ଲାଇବେ  ମଇଦାନକୁ। ଆସନ୍ତା 24 ତାରିଖରେ ନବୀନ ନିଜ ନିର୍ବାଚନ ମଣ୍ଡଳି ହିଞ୍ଜିଳିରେ ପ୍ରଚାର କରିବେ।

ଏହି ପ୍ରଚାର ବେଳେ ନବୀନ ଆସ୍କା ଲୋକସଭା ଏବଂ ଏହାର ଅଧିନରେ ଥିବା ବିଧାନସଭା ନିର୍ବାଚନ ମଣ୍ଡଳିର ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ। ଏହାପରେ ନବୀନ 25 ତାରିଖରେ ରାୟଗଡାରେ ପ୍ରଚାର କରିବେ। କୋରାପୁଟ ଲୋକସଭା ନିର୍ବାଚନ ମଣ୍ଡଳି ଏବଂ ଏହା ଅଧିନରେ ଥିବା ବିଧାନସଭା ପ୍ରାର୍ଥୀଙ୍କ ପାଇଁ ନବୀନ ପ୍ରଚାର କରିବେ। ଏଥିପାଇଁ ଦଳ ତରଫରୁ ବଡ ପ୍ରସ୍ତୁତି କରାଯାଇଛି।

odishaelection2024 ଓଡିଶାନିର୍ବାଚନ2024 ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ପୋଲ ତଳୁ ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

February 11, 2026

‘ଆମକୁ ଟଏଲେଟ୍ ପେପର୍ ପରି ବ୍ୟବହାର କଲା ଆମେରିକା’: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ

February 11, 2026

ଆଇଆଇଟି ଭୁବନେଶ୍ୱରରେ କେନ୍ଦ୍ରୀୟ ତଦାରଖ ବ୍ୟବସ୍ଥା ସହିତ ସ୍ୱଦେଶୀ ଡିଜିଟାଲ୍ ସବଷ୍ଟେସନ ସ୍ଥାପନ

February 11, 2026

କୋଟ୍ଟାୟମ ରବର ବୋର୍ଡ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

February 11, 2026
Latest News

ପୋଲ ତଳୁ ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

February 11, 2026

‘ଆମକୁ ଟଏଲେଟ୍ ପେପର୍ ପରି ବ୍ୟବହାର କଲା ଆମେରିକା’: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ

February 11, 2026

ଆଇଆଇଟି ଭୁବନେଶ୍ୱରରେ କେନ୍ଦ୍ରୀୟ ତଦାରଖ ବ୍ୟବସ୍ଥା ସହିତ ସ୍ୱଦେଶୀ ଡିଜିଟାଲ୍ ସବଷ୍ଟେସନ ସ୍ଥାପନ

February 11, 2026

କୋଟ୍ଟାୟମ ରବର ବୋର୍ଡ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

February 11, 2026

ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟସ୍ ପକ୍ଷରୁ ଦକ୍ଷିଣ ଭାରତୀୟ ସ୍ୱାସ୍ଥ୍ୟ ଖାଦ୍ୟ ବ୍ରାଣ୍ଡ ‘ମାନ୍ନା’ ଅଧିଗ୍ରହଣ

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.