Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀଙ୍କ ପାଇଁ ଦୁଃଖ ଖବର, ଚାଲିଗଲେ ତାଙ୍କ ମାତା ନଳିନୀ ପ୍ରଭା
ଆଜିର ଖବର

ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀଙ୍କ ପାଇଁ ଦୁଃଖ ଖବର, ଚାଲିଗଲେ ତାଙ୍କ ମାତା ନଳିନୀ ପ୍ରଭା

April 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀଙ୍କ ପାଇଁ ଦୁଃଖ ଖବର, ଚାଲିଗଲେ ତାଙ୍କ ମାତା ନଳିନୀ ପ୍ରଭା

ଭୁବନେଶ୍ୱର: ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀଙ୍କ ମାତା ଶ୍ରୀମତୀ ନଳିନୀ ପ୍ରଭା ଷଡଙ୍ଗୀଙ୍କ ଗତକାଲି ରାତ୍ରିରେ ୮୪ ବର୍ଷ ବୟସରେ ଦେହାନ୍ତ ଘଟିଛି । ସ୍ୱର୍ଗତଃ ନଳିନୀ ପ୍ରଭା ଷଡଙ୍ଗୀ ଜଣେ ସରଳ, ମେଳାପୀ ଓ ଧର୍ମ ପରାୟଣ ମହିଳା ଥିଲେ । ତାଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ବିରୋଧୀ ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ରଙ୍କ ସମେତ ଅନେକ ବରିଷ୍ଠ ନେତୃବୃନ୍ଦ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ସ୍ୱର୍ଗତଃ ନଳିନୀ ପ୍ରଭା ଷଡଙ୍ଗୀଙ୍କ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହିତ ତାଙ୍କର ଶୋକ ସନ୍ତପ୍ତ ପରିବାରବର୍ଗ ଓ ବନ୍ଧୁଜନଙ୍କୁ ସମବେଦନା ଜଣାଇ ଅସୀମ ଧର୍ଯ୍ୟ ପ୍ରଦାନ କରିବାକୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ଏବଂ ବିରୋଧୀ ଦଳ ନେତା ଶ୍ରୀ ମିଶ୍ର ପ୍ରାର୍ଥନା କରିଛନ୍ତି ।

ଜୟନ୍ତ ଷଡଙ୍ଗୀ
Share. Facebook Twitter LinkedIn Email WhatsApp Copy Link

Related Posts

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.