Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘୋଷଣା ହେଲା ବିଜେଡିର ବିଧାନସଭା ପ୍ରାର୍ଥୀ ତାଲିକା, କାକଟପୁରରୁ ତୁଷାର, ହିନ୍ଦୋଳରୁ ମହେଶ
ଆଜିର ଖବର

ଘୋଷଣା ହେଲା ବିଜେଡିର ବିଧାନସଭା ପ୍ରାର୍ଥୀ ତାଲିକା, କାକଟପୁରରୁ ତୁଷାର, ହିନ୍ଦୋଳରୁ ମହେଶ

April 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଘୋଷଣା ହେଲା ବିଜେଡିର ବିଧାନସଭା ପ୍ରାର୍ଥୀ ତାଲିକା, କାକଟପୁରରୁ ତୁଷାର, ହିନ୍ଦୋଳରୁ ମହେଶ

ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ତରଫରୁ ସପ୍ତମ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ତାଲିକା ଘୋଷଣା କରିଛନ୍ତି। ସେହି ଅନୁସାରେ ନବୀନ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଉପରେ ଭରସା କରି କାକଟପୁରରୁ ପ୍ରାର୍ଥୀ କରିଛନ୍ତିଯ ଏଥର ମାତ୍ର ଛଅଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। ସେମାନେ ହେଲେ

ହିନ୍ଦୋଳ- ମହେଶ ସାହୁ

ରଘୁନାଥପଲ୍ଲୀ- ଅର୍ଚ୍ଚନା ବେହେରା

ବାଲିକୁଦା ଏରସମା- ସାରଦା ପ୍ରସନ୍ନ ଜେନା

କାକଟପୁର- ତୁଷାରକାନ୍ତି ବେହେରା

ବାଙ୍ଗିରପୋଷି- ରଂଜିତା ମାରାଣ୍ଡି

ବରୀ- ବିଶ୍ବରଂଜନ ମଲ୍ଲିକ

odishaelection2024 ଓଡିଶାନିର୍ବାଚନ2024 ବିଜେଡି ପ୍ରାର୍ଥୀ ତାଲିକା
Share. Facebook Twitter LinkedIn Email WhatsApp Copy Link

Related Posts

ମାଛ ଚାଷରେ ୮୦% ପର୍ଯ୍ୟନ୍ତ ସବସିଡି ଦେଉଛନ୍ତି ସରକାର; ଜାଣନ୍ତୁ କିଏ ପାଇବେ ଲାଭ ଓ କିପରି କରିବେ ଆବେଦନ

July 5, 2026

ଅଣସର ନୀତି : ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେଲା ଫୁଲୁରୀ ତେଲ

July 5, 2026

ଇ-୨୦ ଏକ ସ୍ୱଚ୍ଛ ଓ ଉଚ୍ଚ-କାର୍ଯ୍ୟଦକ୍ଷତା ସମ୍ପନ୍ନ ଇନ୍ଧନ: ସ୍ପଷ୍ଟ କଲେ ଶିଳ୍ପ ବିଶେଷଜ୍ଞ

July 5, 2026

ପ୍ରାୟ ୧.୦୬ ଲକ୍ଷ କୋଟି ମୂଲ୍ୟର ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

July 5, 2026
Latest News

ମାଛ ଚାଷରେ ୮୦% ପର୍ଯ୍ୟନ୍ତ ସବସିଡି ଦେଉଛନ୍ତି ସରକାର; ଜାଣନ୍ତୁ କିଏ ପାଇବେ ଲାଭ ଓ କିପରି କରିବେ ଆବେଦନ

July 5, 2026

ଅଣସର ନୀତି : ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେଲା ଫୁଲୁରୀ ତେଲ

July 5, 2026

ଇ-୨୦ ଏକ ସ୍ୱଚ୍ଛ ଓ ଉଚ୍ଚ-କାର୍ଯ୍ୟଦକ୍ଷତା ସମ୍ପନ୍ନ ଇନ୍ଧନ: ସ୍ପଷ୍ଟ କଲେ ଶିଳ୍ପ ବିଶେଷଜ୍ଞ

July 5, 2026

୩୦ ଦିନ ଜେଲରେ ରହିଲେ ପଦରୁ ହଟିବେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ: ହଇଚଇ ସୃଷ୍ଟି କରିବ ଏହି ବିଲ

July 5, 2026

ପ୍ରାୟ ୧.୦୬ ଲକ୍ଷ କୋଟି ମୂଲ୍ୟର ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

July 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.