Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆଦିଲ୍ଲୀରେ ସୋଆକୁ ୩ଟି ସିଏସ୍‌ଆର୍ ସମ୍ମାନ
ଆଜିର ଖବର

ନୂଆଦିଲ୍ଲୀରେ ସୋଆକୁ ୩ଟି ସିଏସ୍‌ଆର୍ ସମ୍ମାନ

April 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଇଂରାଜୀ ପତ୍ରିକା ‘କମ୍ପିଟିସନ୍ ସକ୍‌ସେସ୍  ରିଭ୍ୟୁ’ ପକ୍ଷରୁ ୩ ଟି ସିଏସ୍‌ଆର୍ ସମ୍ମାନ ପ୍ରଦାନ କରାଯାଇଛି। ଗତ ରବିବାର ଦିନ ନୁଆଦିଲ୍ଲୀ ଠାରେ ଆୟୋଜିତ ସିଏସ୍‌ଆର୍ ସମ୍ମାନ ଉତ୍ସବରେ ଏହି ସମ୍ବର୍ଦ୍ଧନା ଦିଆଯାଇଛି।

ସୋଆ ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟକୁ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ନେଇ ୨୦୨୪ ନିମନ୍ତେ ‘ସିଏସ୍‌ଆର୍‌ ଏକ୍ସିଲେନ୍ସ ଇନ୍ ଏଜୁକେସନ୍‌’ ସ୧ାନ ପ୍ରଦାନ କରାଯାଇଥିବା ବେଳେ ସୋଆର ଫ୍ୟାକଲ୍ଟି ଅଫ୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି – ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)କୁ ଭାରତର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ଭାବେ ‘ସିଏସ୍‌ଆର୍ ଟପ୍ ଲିଡିଂ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ’ ସ୧ାନରେ ଭୂଷିତ କରାଯାଇଛି।

ସେହିପରି ସୋଆର ଫ୍ୟାକଲ୍ଟି ଅଫ୍ ହସ୍ପିଟାଲିଟି ଆଣ୍ଡ ଟୁରିଜିମ୍ ମ୍ୟାନେଜମେଂଟ – ସ୍କୁଲ ଅଫ୍ ହୋଟେଲ ମ୍ୟାନେଜମେଂଟକୁ ‘ସିଏସ୍‌ଆର ଟପ୍ ହୋଟେଲ ମ୍ୟାନେଜମେଂଟ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ’ ସମ୍ମାନ ପ୍ରଦାନ କରାଯାଇଛି।

ନୂଆଦିଲ୍ଲୀର ହୋଟେଲ୍ ଲି ମେରିଡିଏନ୍ ଠାରେ ଆୟୋଜିତ ଏହି ଉତ୍ସବରେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କ ଅଫିସର-ଅନ୍‌-ସ୍ପେଶାଲ ଡ୍ୟୁଟି ପ୍ରୀତମ ନାୟକ ସିଏସ୍‌ଆର୍‌ର ଅଧ୍ୟକ୍ଷ ଡକ୍ଟର ଏସ୍‌.କେ ସଚଦେବଙ୍କ ଠାରୁ ଏହି ୩ଟି ସମ୍ମାନ ଗ୍ରହଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୧୦୦ଟି ଶିକ୍ଷାନୁଷ୍ଠାନ ସାମିଲ ହୋଇଥିଲା।

Siksha ‘O’ Anusandhan
Share. Facebook Twitter LinkedIn Email WhatsApp Copy Link

Related Posts

ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ: ଓଡିଶାରେ କେବେ ପହଞ୍ଚିବ?

June 9, 2026

ଭୁବନେଶ୍ବରରେ କେନ୍ଦ୍ର ଆଇନ ମନ୍ତ୍ରୀ; ମୋଦି ସରକାରର ୧୨ ବର୍ଷ ପୂର୍ତ୍ତି ଉପରେ ରଖିଲେ ହିସାବ

June 9, 2026

ରାଜ୍ୟ ପାଇଁ ଗୌରବ ଆଣିଲେ ବାଣପୁରର କୁନି ଝିଅ: ଗୁଜୁରାଟରେ ଜିତିଲେ “ଦି ଆଇଏଫଏ ୱାର୍ଲ୍ଡ ୨୦୨୬”

June 9, 2026

ପିଓକେରେ ଶାହବାଜ-ମୁନିରଙ୍କ ବିରୋଧରେ ବିଦ୍ରୋହ: ପାକ୍ ସେନାର ଗୁଳି ମାଡ଼

June 9, 2026
Latest News

ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ: ଓଡିଶାରେ କେବେ ପହଞ୍ଚିବ?

June 9, 2026

ଭୁବନେଶ୍ବରରେ କେନ୍ଦ୍ର ଆଇନ ମନ୍ତ୍ରୀ; ମୋଦି ସରକାରର ୧୨ ବର୍ଷ ପୂର୍ତ୍ତି ଉପରେ ରଖିଲେ ହିସାବ

June 9, 2026

ରାଜ୍ୟ ପାଇଁ ଗୌରବ ଆଣିଲେ ବାଣପୁରର କୁନି ଝିଅ: ଗୁଜୁରାଟରେ ଜିତିଲେ “ଦି ଆଇଏଫଏ ୱାର୍ଲ୍ଡ ୨୦୨୬”

June 9, 2026

ପିଓକେରେ ଶାହବାଜ-ମୁନିରଙ୍କ ବିରୋଧରେ ବିଦ୍ରୋହ: ପାକ୍ ସେନାର ଗୁଳି ମାଡ଼

June 9, 2026

୧୨ଟି ପରମାଣୁ ଅସ୍ତ୍ର ନିୟୋଜନ କରିଛି ଭାରତ!: ଶତ୍ରୁ ଦେଶକୁ ଲାଗିବ ୪୪୦ ଭୋଲ୍ଟର ଝଟକା

June 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.