Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ବର ପାଣିଗ୍ରାହୀ
ଆଜିର ଖବର

ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ବର ପାଣିଗ୍ରାହୀ

April 23, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ବର ପାଣିଗ୍ରାହୀ

ଭୁବନେଶ୍ବର: ଆଜି ବିଜେଡି ଛାଡିଛନ୍ତି ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ବରୀ ପାଣିଗ୍ରାହୀ। ସେ ଆଜି ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ତାଙ୍କର ଇସ୍ତଫା ପତ୍ର ପଠାଇ ଦେଇଛନ୍ତି। ସେଥିରେ ସେ ଦଳର ପ୍ରାଥମିକ ସଦସ୍ୟ ସହିତ ସମସ୍ତ ପଦପଦବୀରୁ ଇସ୍ତଫା ଦେଲି ବୋଲି ଉଲ୍ଲେଖ କରିଛନ୍ତି।

ରାସେଶ୍ବରୀ ସମ୍ବଲପୁରର ଏଥର ଟିକେଟ ପାଇବେ ବୋଲି ଆଶା ରଖିଥିଲେ। ହେଲେ ତାହାକୁ ଦଳ ଗ୍ରହଣ କଲା ନାହିଁ। ତାଙ୍କ ବଦଳରେ ପ୍ରସନ୍ନ ଆଚାର୍ଯ୍ୟା ଏବଂ ପରବର୍ତ୍ତି ସମୟରେ ପ୍ରାର୍ଥୀ ବଦଳାଇ ରୋହିତ ପୂଜାରୀଙ୍କୁ ପ୍ରାର୍ଥୀ କରାଯାଇଛି। ଯାହାକୁ ନେଇ ସେ ଅସନ୍ତୁଷ୍ଠ ବୋଲି ଜଣାପଡିଛି।

ରାସେଶ୍ବରୀ 2014 ରୁ 2019 ପର୍ଯ୍ୟନ୍ତ ସମ୍ବଲପୁରର ବିଜେଡି ବିଧାୟିକା ଥିଲେ। ହେଲେ 2019 ରେ ସେ ବିଜେପିର ଜୟନାରାୟଣ ମିଶ୍ରଙ୍କଠାରୁ ହାରିଯାଇଥିଲେ। ଏଥର ସେ ଜୟନାରାୟଣଙ୍କୁ ପୁଣି ଟକ୍କର ଦେଇଥାଆନ୍ତେ ବୋଲି ଭାବି ଥିଲେ। ହେଲେ ବିଜେଡି ତାଙ୍କୁ ଟିକେଟ ନ ଦେଇ ରୋହିତଙ୍କୁ ପ୍ରାର୍ଥୀ କରିଛି।

odishaelection2024 ଓଡିଶାନିର୍ବାଚନ2024
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026
Latest News

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.