Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକମାନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ
ଆଜିର ଖବର

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକମାନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

April 23, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟ ନିର୍ବାଚନ ଅଧିକାରୀ, ଭୁବନେଶ୍ୱରଙ୍କ କାର୍ଯ୍ୟାଳୟରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକମାନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ସାଧାରଣ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଯୋଗେନ୍ଦ୍ର ତି୍ରପାଠୀ (ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ), ପୋଲିସ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ରଜନୀକାନ୍ତ ମିଶ୍ର (ଅବସରପ୍ରାପ୍ତ ଭାରତୀୟ ପୁଲିସ ସେବା ଅଧିକାରୀ), ସ୍ୱତନ୍ତ୍ର ବ୍ୟୟ ପର୍ଯ୍ୟବେକ୍ଷକ ହିମାଲିନୀ କାଶ୍ୟପ (ଅବସରପ୍ରାପ୍ତ ଭାରତୀୟ ରାଜସ୍ୱ ସେବା ଅଧିକାରୀ) ଯୋଗଦେଇଥିଲେ।

ବୈଠକରେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ପ୍ରାରମ୍ଭିକ ବକ୍ତବ୍ୟ ରଖି ସମସ୍ତ ପର୍ଯ୍ୟବେକ୍ଷକଙ୍କୁ ସ୍ୱାଗତ କରିଥିଲେ। ଏହି ଅବସରରେ ଶ୍ରୀ ଧଳ ଓଡ଼ିଶାରେ ନିର୍ବାଚନ ପ୍ରସ୍ତୁତି ସଂପର୍କରେ ସବିଶେଷ ତଥ୍ୟ ରଖିଥିଲେ। ପିପିଟି ପ୍ରେଜେଣ୍ଟେସନ୍‌ ମାଧ୍ୟମରେ ରାଜ୍ୟ ପୋଲିସ ନୋଡ଼ାଲ ଅଧିକାରୀ ତଥା ଅତିରିକ୍ତ ଡିଜି ସଞ୍ଜୟ କୁମାର, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡକଫର ଏନ୍‌. ତିରୁମାଲା ନାୟକ ପର୍ଯ୍ୟବେକ୍ଷକମାନଙ୍କୁ ସମସ୍ତ ତଥ୍ୟ ବିଷୟରେ ସୂଚନା ଦେଇଥିଲେ। ପର୍ଯ୍ୟବେକ୍ଷକମାନେ ବିଭିନ୍ନ ପ୍ରସଙ୍ଗରେ ନିଜ ନିଜର ମତ ରଖିବା ସହ ଅନେକ ପ୍ରସ୍ତାବ ମଧ୍ୟ ଦେଇଥିଲେ।

ଏହି ବୈଠକରେ ପ୍ରଚଣ୍ଡ ରୌଦ୍ରତାପରେ ନିର୍ବାଚନ ପରିଚାଳନାର ଆହ୍ୱାନ ଓ ସାମାଜିକ ଗଣମାଧ୍ୟମ ବିଷୟରେ ବିଶେଷ ଆଲୋଚନା ହୋଇଥିଲା। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ମିହିର ମହାନ୍ତି ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

election 2024 ନିକୁଞ୍ଜ ବିହାରୀ ଧଳ ମୁଖ୍ୟ ନିର୍ବାଚନ ଅଧିକାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାମ ମନ୍ଦିର ଦାନ ଦୁର୍ନୀତି ମାମଲା: ଅଯୋଧ୍ୟାରେ ପହଞ୍ଚିବ SIT ଦଳ, ୧୫ ଦିନ ମଧ୍ୟରେ ଚୂଡ଼ାନ୍ତ ରିପୋର୍ଟ

June 15, 2026

ପୁଣି ବୈଭବ ସୂର୍ଯ୍ୟବଂଶୀ ଫ୍ଲପ୍: ଶ୍ରୀଲଙ୍କା ଏ ବିପକ୍ଷରେ ଶାନ୍ତ ରହିଲା ବ୍ୟାଟ

June 15, 2026

ନିର୍ମାଣାଧୀନ ପୋଲ ତଳକୁ ଖସି ୨ ଯୁବକଙ୍କ ମୃତ୍ୟୁ

June 15, 2026

ହର୍ମୁଜ୍‌ରୁ ହଟିବ ଅବରୋଧ!, ଆମେରିକା–ଇରାନ ଶାନ୍ତି ଚୁକ୍ତି ଘୋଷଣା କଲେ ଟ୍ରମ୍ପ

June 15, 2026
Latest News

ରାମ ମନ୍ଦିର ଦାନ ଦୁର୍ନୀତି ମାମଲା: ଅଯୋଧ୍ୟାରେ ପହଞ୍ଚିବ SIT ଦଳ, ୧୫ ଦିନ ମଧ୍ୟରେ ଚୂଡ଼ାନ୍ତ ରିପୋର୍ଟ

June 15, 2026

ହରମୁଜ୍ ମୁକ୍ତ ହେବ!: ଆମେରିକା-ଇରାନ ଶାନ୍ତି ଚୁକ୍ତିର ପଢନ୍ତୁ ଗୁରୁତ୍ୱପୂର୍ଣ୍ଣ ବିନ୍ଦୁ

June 15, 2026

ପୁଣି ବୈଭବ ସୂର୍ଯ୍ୟବଂଶୀ ଫ୍ଲପ୍: ଶ୍ରୀଲଙ୍କା ଏ ବିପକ୍ଷରେ ଶାନ୍ତ ରହିଲା ବ୍ୟାଟ

June 15, 2026

ନିର୍ମାଣାଧୀନ ପୋଲ ତଳକୁ ଖସି ୨ ଯୁବକଙ୍କ ମୃତ୍ୟୁ

June 15, 2026

ହର୍ମୁଜ୍‌ରୁ ହଟିବ ଅବରୋଧ!, ଆମେରିକା–ଇରାନ ଶାନ୍ତି ଚୁକ୍ତି ଘୋଷଣା କଲେ ଟ୍ରମ୍ପ

June 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.