Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଟ୍ୟକାର ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଭେଟିଲେ ପ୍ରଣବ ପ୍ରକାଶ ଦାସ
ଆଜିର ଖବର

ନାଟ୍ୟକାର ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଭେଟିଲେ ପ୍ରଣବ ପ୍ରକାଶ ଦାସ

April 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ନାଟ୍ୟକାର ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଭେଟିଲେ ପ୍ରଣବ ପ୍ରକାଶ ଦାସ

ସମ୍ବଲପୁର: ଗତକାଲି ଓଡିଶାର ପ୍ରତିଷ୍ଠିତ ନାଟ୍ୟକାର ବିନୋଦ ପଶାୟତଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଛନ୍ତି। ଆଜି ତାଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କରିଛନ୍ତି ସମ୍ବଲପୁର ଲୋକସଭାର ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ। ଏ ନେଇ ସେ ନିଜ ସାମାଜିକ ଗଣମାଧ୍ୟମରେ ମଧ୍ୟ ସେ ସୂଚନା ପ୍ରଦାନ କରିଛନ୍ତି।

ସେ ଲେଖିଛନ୍ତି ଯେ, ” ସମ୍ବଲପୁର ମାଟିର ବିଶିଷ୍ଟ ନାଟ୍ୟକାର ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ଶ୍ରୀ ବିନୋଦ କୁମାର ପଶାୟତଙ୍କୁ ଭେଟି ସମ୍ବର୍ଦ୍ଧିତ କରିବାର ସୌଭାଗ୍ୟ ମିଳିଲା। ଶ୍ରୀ ପଶାୟତଙ୍କ ଓଜସ୍ବୀ ସାହିତ୍ୟ ସର୍ଜନା ସାରା ଦେଶରେ ଆମ ମାଟିର ଯଶକୁ ବଢ଼ାଇଛି। ସେ ସବୁବେଳେ ସୁସ୍ଥ ରୁହନ୍ତୁ ଏବଂ ତାଙ୍କ ରଚନା ଆମ ସମାଜକୁ ଆହୁରି ପ୍ରେରଣା ଯୋଗାଉ, ମା’ ସମଲେଶ୍ୱରୀଙ୍କ ନିକଟରେ ଏତିକି ପ୍ରାର୍ଥନା।’

odishaelection odishaelection2024 ଓଡିଶାନିର୍ବାଚନ2024 ପ୍ରଣବ ପ୍ରକାଶ ଦାସ ସମ୍ବଲପୁର ଲୋକସଭା
Share. Facebook Twitter LinkedIn Email WhatsApp Copy Link

Related Posts

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026
Latest News

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026

ଷ୍ଟ୍ରୋକ୍ ସଚେତନତା ଅଭିଯାନ – ଆଇଏଫଆଇ ଫାଉଣ୍ଡେସନକୁ ଅନ୍ତର୍ଜାତୀୟ ସମ୍ମାନ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.