Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୈଷ୍ଣବଙ୍କୁ ନେଇ କଂଗ୍ରେସର ଆକ୍ରମଣ : ଉଭୟ ଦଳଙ୍କ ମଧ୍ୟରେ ଅଘୋଷିତ ମେଣ୍ଟ ଚାଲିଛି
ଆଜିର ଖବର

ବୈଷ୍ଣବଙ୍କୁ ନେଇ କଂଗ୍ରେସର ଆକ୍ରମଣ : ଉଭୟ ଦଳଙ୍କ ମଧ୍ୟରେ ଅଘୋଷିତ ମେଣ୍ଟ ଚାଲିଛି

June 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୂର୍ବତନ ଆଇଏଏସ ଅଫିସର୍‌ ଅଶ୍ବିନୀ ବୈଷ୍ଣବଙ୍କ ପ୍ରାର୍ଥୀତ୍ବକୁ ନେଇ ଏବେ ଓଡ଼ିଶା ରାଜନୀତି ବେଶ୍‌ ସରଗରମ। ବିଜେପି ତରଫରୁ ରାଜ୍ୟସଭା ପ୍ରାର୍ଥୀ ହୋଇଥିବା ବୈଷ୍ଣବଙ୍କୁ ବିଜେଡ଼ି ସମର୍ଥନ କରୁଥିବାବେଳେ ଏବେ ଏହାକୁ ନେଇ କଂଗ୍ରେସ ଆକ୍ରମଣ କରିଛି। ଉଭୟ ବିଜେପି ଓ ବିଜେଡ଼ିକୁ ସମାଲୋଚନା କରିଛନ୍ତି କଂଗ୍ରେସ ନେତା ସତ୍ୟ ନାୟକ। ଅଶ୍ବିନୀଙ୍କୁ ବିଜେଡ଼ିର ସମର୍ଥନ ଦ୍ବାରା ଓଡ଼ିଶାର କ’ଣ ସ୍ବାର୍ଥ ହାସଲ ହେଲା ବୋଲି ପ୍ରଶ୍ନ କରିଛନ୍ତି ସତ୍ୟ  ନାୟକ। ବିରୋଧୀ ଦଳ ଭାବେ ବିଜେପିର ନୈତିକତା ହରାଇଛି ବୋଲି କହିଛନ୍ତି ସତ୍ୟ ନାୟକ। ସେହିପରି ଅଶ୍ବିନୀଙ୍କ ଓଡ଼ିଶା ପ୍ରତି କ’ଣ ଅବଦାନ ଅଛି, ତା’ର ଉତ୍ତର ନବୀନ ଦେବେ କି ବୋଲି ପ୍ରଶ୍ନ କରିଛି କଂଗ୍ରେସ। ଉଭୟ ଦଳକୁ କଟାକ୍ଷ କରି ପୋଡ଼ା ଟ୍ରାନ୍ସଫର୍ମର ଓ ଡବଲ୍‌ ଇଞ୍ଜିନ୍‌ ଏକାଠି ହେବାର କାରଣ କ’ଣ ବୋଲି ପ୍ରଶ୍ନ କରିଛି କଂଗ୍ରେସ। ତେବେ ଚିଟ୍‌ଫଣ୍ଡରେ ଟଣାହେବା ଆଶଙ୍କାରେ ବିଜେପି କଥାକୁ ବିଜେଡ଼ି ମାନିନେଇଛୁ ଓ ଉଭୟ ଦଳଙ୍କ ମଧ୍ୟରେ ଅଘୋଷିତ ମେଣ୍ଟ ଚାଲିଛି ବୋଲି କହିଛନ୍ତି କଂଗ୍ରେସ ନେତା ସତ୍ୟ ନାୟକ।

aswini attack BJD BJP Congress thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026

ଆମ ଆଦମୀ ପାର୍ଟିର ଆଶାକୁ ଝଟକା!: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ସ୍ଥଳରେ ପହଞ୍ଚିଲେ ଅଖିଳେଶ ଯାଦବ

July 21, 2026

“ଲଢ଼େଇ ଏକପାଖିଆ ହେବ ନାହିଁ”: ଭାରତକୁ ଚେତାବନୀ ଦେଲେ  ଜିମ୍ବାୱେ ଅଧିନାୟକ

July 21, 2026
Latest News

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.