Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଣ୍ଡିଆନ, ଧର୍ମେନ୍ଦ୍ର ଓ ବୈଜୟନ୍ତଙ୍କୁ ମିଳିବ Z, ଆଉ ୩ ନେତାଙ୍କୁ Y ସୁରକ୍ଷା, ରାଜ୍ୟ ସରକାର ନେଲେ ନିଷ୍ପତି
ଆଜିର ଖବର

ପାଣ୍ଡିଆନ, ଧର୍ମେନ୍ଦ୍ର ଓ ବୈଜୟନ୍ତଙ୍କୁ ମିଳିବ Z, ଆଉ ୩ ନେତାଙ୍କୁ Y ସୁରକ୍ଷା, ରାଜ୍ୟ ସରକାର ନେଲେ ନିଷ୍ପତି

April 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ପାଣ୍ଡିଆନ, ଧର୍ମେନ୍ଦ୍ର ଓ ବୈଜୟନ୍ତଙ୍କୁ ମିଳିବ Z, ଆଉ ୩ ନେତାଙ୍କୁ Y ସୁରକ୍ଷା, ରାଜ୍ୟ ସରକାର ନେଲେ ନିଷ୍ପତି

ଭୁବନେଶ୍ଵର: ନିର୍ବାଚନ ସମୟରେ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନେଇଛନ୍ତି ବିହିତ ପଦକ୍ଷେପ। ସେହି ଅନୁସାରେ ଆଜି ରାଜ୍ୟ ସରକାର ଜାରୀ କରିଛନ୍ତି ଏକ ବିଜ୍ଞପ୍ତି। ଏତିରେ   ଓଡ଼ିଶାର ୬ ନେତାଙ୍କୁ ଯୋଗାଇ ଦିଆଯିବ ସ୍ଵତନ୍ତ୍ର ସୁରକ୍ଷା ବ୍ୟବସ୍ଥା। ୩ ନେତାଙ୍କୁ Z ସୁରକ୍ଷା ଏବଂ ଅନ୍ୟ ୩ ନେତାଙ୍କୁ Y ଶ୍ରେଣୀର ସୁରକ୍ଷା ଯୋଗାଇ ଦିଆଯିବ ବୋଲି ରାଜ୍ୟ ସିକ୍ୟୁରିଟି ଓ୍ଵିଙ୍ଗ୍, ସ୍ପେଶାଲ ବ୍ରାଞ୍ଚ ପକ୍ଷରୁ କୁହାଯାଇଛି।

ବିଜ୍ଞପ୍ତି ଅନୁସାରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପ ସଭାପତି ବୈଜୟନ୍ତ ପଣ୍ଡା ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କୁ ସ୍ଵତନ୍ତ୍ର Z ସୁରକ୍ଷା ଯୋଗାଇ ଦିଆଯିବ। ସେହିପରି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ପିସିସି ସଭାପତି ଶରତ ପଟ୍ଟନାୟକ ଏବଂ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ Y ଶ୍ରେଣୀ ସୁରକ୍ଷା ଦିଆଯିବ।

କାର୍ତ୍ତିକ ପାଣ୍ଡିଆନ ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026

ଚିଲିକା ପୁସ୍ତକ ମେଳାର ତୃତୀୟ ଦିବସ: ପୁସ୍ତକପ୍ରେମୀଙ୍କ ଭରପୁର ଉତ୍ସାହ

April 27, 2026

କିସ୍ ରେ ରାଜ୍ୟସ୍ତରୀୟ ଆଦିବାସୀ ସ୍ୱେଚ୍ଛାସେବୀ ସଶକ୍ତିକରଣ କାର୍ଯ୍ୟକ୍ରମ ଉଦଯାପିତ

April 27, 2026

କଣ ଗରମ ଯୋଗୁଁ ଆପଣଙ୍କ ପେଟ ବାରମ୍ବାର ଖରାପ ହେଉଛି କି ? ଜାଣନ୍ତୁ କାରଣ କଣ ?

April 27, 2026
Latest News

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026

ଚିଲିକା ପୁସ୍ତକ ମେଳାର ତୃତୀୟ ଦିବସ: ପୁସ୍ତକପ୍ରେମୀଙ୍କ ଭରପୁର ଉତ୍ସାହ

April 27, 2026

କିସ୍ ରେ ରାଜ୍ୟସ୍ତରୀୟ ଆଦିବାସୀ ସ୍ୱେଚ୍ଛାସେବୀ ସଶକ୍ତିକରଣ କାର୍ଯ୍ୟକ୍ରମ ଉଦଯାପିତ

April 27, 2026

କଣ ଗରମ ଯୋଗୁଁ ଆପଣଙ୍କ ପେଟ ବାରମ୍ବାର ଖରାପ ହେଉଛି କି ? ଜାଣନ୍ତୁ କାରଣ କଣ ?

April 27, 2026

ରାଶିଫଳ: ଆଜି ଏପ୍ରିଲ ୨୭ ତାରିଖ ସୋମବାରରେ ଏହି ରାଶିର ବ୍ୟକ୍ତମାନେ ରୁହନ୍ତୁ ସାବଧାନ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.