Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ବାଚନର ପ୍ରବଳ ଚାପ ସତ୍ବେ ରକ୍ତଦାନ କଲେ ସମ୍ବଲପୁର ଲୋକସଭାର ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ
ଆଜିର ଖବର

ନିର୍ବାଚନର ପ୍ରବଳ ଚାପ ସତ୍ବେ ରକ୍ତଦାନ କଲେ ସମ୍ବଲପୁର ଲୋକସଭାର ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ

April 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ନିର୍ବାଚନର ପ୍ରବଳ ଚାପ ସତ୍ବେ ରକ୍ତଦାନ କଲେ ସମ୍ବଲପୁର ଲୋକସଭା ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ

ଭୁବନେଶ୍ବର: ଚଳିତ ଗ୍ରୀଷ୍ମ ଋତୁ ତଥା ବର୍ତ୍ତମାନର ନିର୍ବାଚନୀ ମାହୋଲରେ ସବୁ ଦଳ ବ୍ୟସ୍ତ ଥିବା ବେଳେ ସମ୍ବଲପୁରରେ ଉତ୍କଟ ରକ୍ତାଭାବକୁ ଲକ୍ଷ୍ୟ କରି ସମ୍ବଲପୁର ବିଜୁ ଜନତା ଦଳ ପକ୍ଷରୁ ଓଡ଼ିଶା ମୋ ପରିବାର ସୌଜନ୍ୟରୁ ଏକ ଜରୁରୀକାଳୀନ ରକ୍ତଦାନ ଶିବିରର ଆୟୋଜନ କରାଯାଇଛି ।

ଏହି ଶିବିରରେ ନିଜେ ରାଜ୍ୟ ସାଂଗଠନିକ ସମ୍ପାଦକ ତଥା ସମ୍ବଲପୁର ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ରକ୍ତଦାନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ “ପ୍ରତିଟି ଜୀବନ ମୁଲ୍ୟବାନ” ଉକ୍ତିକୁ ସାର୍ଥକ କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜୁ ଜନତା ଦଳ ସବୁ ସମୟ ଅସମୟରେ ଲୋକଙ୍କ ସହ ରହେ ଏହା ଶ୍ରେଷ୍ଠ ପ୍ରମାଣ।

ଏହି ଶିବିରରେ ଅତିଥି ଭାବେ ଅନ୍ୟ ମାନଙ୍କ ମଧ୍ୟରେ ସମ୍ବଲପୁର ବିଧାନସଭା ପ୍ରାର୍ଥୀ ରୋହିତ ପୂଜାରୀ, ଜିଲ୍ଲା ଯୁବ ସଭାପତି ଲକ୍ଷ୍ମୀ ପ୍ରସାଦ ମହାପାତ୍ର, ଜିଲ୍ଲା ଛାତ୍ର ସଭାପତି ସୁଭ୍ରାଶୁଂ ପାଢ଼ୀ, ଓଡିଶା ମୋ ପରିବାର ଜିଲ୍ଲା ସଂଯୋଜିକା କବିତା ପୁରୋହିତ, ରାଜ୍ୟ ଛାତ୍ର କାର୍ଯ୍ୟକାରୀ ସଭାପତି ରାଜେଶରାଜ ସ୍ବାଇଁ, ସମ୍ବଲପୁର ଜୋନ୍ ସାଧାରଣ ସଂପାଦକ ସୁଧିର ପଣ୍ଡା, ସମ୍ବଲପୁର ନିର୍ବାଚନୀ କୋଅର୍ଡିନେଟର ଦେବୀ ଲେଙ୍କା, ଜିଲ୍ଲା ଯୁବ ଉପସଭାପତି ମଞ୍ଜୁ ଓରାମ, ଜିଲ୍ଲା ଯୁବ ସମ୍ପାଦକ ଉତ୍ତମ ବାଗଙ୍କ ସହ ଅନ୍ୟ ସମସ୍ତ ନେତୃ ବୃନ୍ଦ ସହଯୋଗ କରିଥିଲେ।

odishaelection2024 ଓଡିଶାନିର୍ବାଚନ2024 ପ୍ରଣବ ପ୍ରକାଶ ଦାସ ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ ସମ୍ବଲପୁର ଲୋକସଭା
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026
Latest News

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.