Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧୀମା ଅର୍ଥନୀତିକୁ ନେଇ ଅର୍ଥନୀତିଜ୍ଞଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଧୀମା ଅର୍ଥନୀତିକୁ ନେଇ ଅର୍ଥନୀତିଜ୍ଞଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ

June 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦେଶର ଅର୍ଥନୀତି ଧୀମା ହେଉଥିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ଥନୀତିଜ୍ଞଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। କିଛି ଦିନ ତଳେ ବିଶ୍ବବ୍ୟାଙ୍କ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଭାରତକୁ ବିକାଶଶୀଳ ରାଷ୍ଟ୍ର ତାଲିକାରୁ ବାଦ ଦିଆଯାଇଥିଲା। ଏହି ବୈଠକରେ କିଭଳି ଦେଶର ଅର୍ଥନୈତିକ ଅଭିବୃଦ୍ଧିକୁ ଗତିଶୀଳ କରାଯାଇ ପାରିବ ତା ଉପରେ ଆଲୋଚନା କରାଯିବ ବୋଲି ଜଣାପଡିଛି। ଜୁଲାଇ ୫ରେ ବଜେଟ ଉପସ୍ଥାପନ ପୂର୍ବରୁ ଏହି ଅର୍ଥନୀତିଜ୍ଞ ମାନଙ୍କ ସହିତ ଆଲୋଚନା କରିବେ ନିର୍ମଳା ସୀତାରମଣ। ନିତି ଆୟୋଗ ପକ୍ଷରୁ ବିଭିନ୍ନ ଅର୍ଥନୀତିଜ୍ଞ ମାନଙ୍କୁ ଅଲଗା ଅଲଗା ବିଭାଗ ପାଇଁ ଚୟନ କରାଯାଇଛି ଏବଂ ସମାନ ବିଷୟରେ ଉପସ୍ଥାପନା କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି। ଗତ ମାସ ୩୧ ତାରିଖରେ ମୋଦି ସରକାର ଶପଥ ଗ୍ରହଣ କରିବା ପରେ ଘରୋଇ ଅଭିବୃଦ୍ଧି ହାର ୫.୮କୁ ହ୍ରାସ ପାଇଥିଲା। ଯାହାକି ବିଗତ ୫ ବର୍ଷ ମଧ୍ୟରେ ସର୍ବନିମ୍ନ ସ୍ତରକୁ ଆସିଥିଲା। ସେହିପରି ବିକାଶଶୀଳ ରାଷ୍ଟ୍ରଙ୍କ ମଧ୍ୟରେ ଭାରତୀୟ ଅର୍ଥନୀତି ବିଗତ ଦୁଇ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚୀନ୍‌ ପଛରେ ପଡି ଯାଇଥିଲ । ଏହି ସମୟରେ ଚୀନ୍‌ର ଅଭିବୃଦ୍ଧି ହାର ୬.୪ ପ୍ରତିଶତ ରହିଥିଲା।

discuss pm thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.