Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସନ୍ଦେଶଖାଲୀରେ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ: ବୋମା ନିଷ୍କ୍ରିୟ କରିବା ପାଇଁ ପହଞ୍ଚିଲା ଏନଏସଜି
ଆଜିର ଖବର

ସନ୍ଦେଶଖାଲୀରେ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ: ବୋମା ନିଷ୍କ୍ରିୟ କରିବା ପାଇଁ ପହଞ୍ଚିଲା ଏନଏସଜି

April 26, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ମହିଳାଙ୍କ ପ୍ରତି ଯୌନ ଉତ୍ପୀଡ଼ନ ଏବଂ ହିଂସା ପାଇଁ ସମ୍ବାଦରେ ଥିବା ସନ୍ଦେଶଖାଲୀ ପୁଣିଥରେ ଚର୍ଚ୍ଚାକୁ ଆସିଛି। ଆଜି କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) ଶେଖ ଶାହାଜାହାନଙ୍କ ସହାୟକଙ୍କ ବାସଭବନରେ ଚଢାଉ କରି ସେଠାରୁ ବହୁ ପରିମାଣର ବନ୍ଧୁକ ଓ ଗୁଳି ଜବତ କରିଛି। ସେଠାରୁ ଜବତ ହୋଇଥିବା ବୋମାକୁ ନିଷ୍କ୍ରିୟ କରିବା ପାଇଁ ନ୍ୟାସନାଲ ସିକ୍ୟୁରିଟି ଗାର୍ଡ (ଏନଏସଜି) ର ବୋମା ସ୍କ୍ବାଡ ଦଳ ନିୟୋଜିତ ହୋଇଛନ୍ତି।

ସନ୍ଦେଶଖାଲୀରେ ହୋଇଥିବା ଏହି ସଦ୍ୟତମ ଘଟଣା ସମ୍ପର୍କରେ ଭାରତୀୟ ଜନତା ପାର୍ଟି ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛି। ବିଜେପିର ଆଇଟି ସେଲ୍ ମୁଖ୍ୟ ଅମିତ ମାଲଭିଆ କହିଛନ୍ତି ଯେ, ବଙ୍ଗଳା ସିଏମ୍ ମଧ୍ୟ ରାଜ୍ୟର ଗୃହମନ୍ତ୍ରୀ ଏବଂ ଯେଉଁଭଳି ଭାବରେ ଏତେ ପରିମାଣରେ ଅବୈଧ ଅସ୍ତ୍ରଶସ୍ତ୍ର ମିଳିଛି, ଏହା ଦେଶ ବିରୋଧରେ ଷଡଯନ୍ତ୍ର ଭଳି।

ସନ୍ଦେଶଖାଲୀର ବିଭିନ୍ନ ସ୍ଥାନରେ ସର୍ଚ୍ଚ ଅପରେସନ୍ ବେଳେ ସିବିଆଇ ବିଦେଶୀ ପିସ୍ତଲ ସମେତ ଅନେକ ଅସ୍ତ୍ରଶସ୍ତ୍ର ଏବଂ ଗୁଳି ଜବତ କରିଛି। ଅତିକମରେ ୧୨ ବନ୍ଧୁକ ଜବତ କରାଯାଇଛି। ଅଧିକାରୀ କହିଛନ୍ତି ଯେ, ଏହି ସର୍ଚ୍ଚ ଅପରେସନ ତୃଣମୁଲ କଂଗ୍ରେସ ନେତା ଶାହାଜାହାନ ଶେଖଙ୍କ ସମର୍ଥକଙ୍କ ଦ୍ଵାରା ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ଦଳ ଉପରେ ଆକ୍ରମଣ ଘଟଣା ସହ ଜଡିତ।

BJP cbi Mamata Banerjee Sandeshkhali Sheikh Shahjahan West Bengal
Share. Facebook Twitter LinkedIn Email WhatsApp Copy Link

Related Posts

ଷ୍ଟାର୍ଟଅପ୍ ଇଣ୍ଡିଆ ଫଣ୍ଡ ଅଫ୍ ଫଣ୍ଡସ୍‌ 2.0 କୁ କ୍ୟାବିନେଟ ଅନୁମୋଦନ

February 14, 2026

‘ସେବା ତୀର୍ଥ’ ଏବଂ ‘କର୍ତ୍ତବ୍ୟ ଭବନ’କୁ ପ୍ରଶାସନିକ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରି

February 14, 2026

ଜିଓ ସମେତ ୧୦ଟି ଦେଶର ୧୫ଟି ପ୍ରମୁଖ ଟେକ୍ କମ୍ପାନୀ ଗଠନ କଲେ “ଟ୍ରଷ୍ଟେଡ୍ ଟେକ୍ ଆଲାଏନ୍ସ”

February 14, 2026

ଅଭିଷେକ ଶର୍ମା ଖେଳିବେ କି?: IND vs PAK ମ୍ୟାଚ୍ ପୂର୍ବରୁ ସୂର୍ଯ୍ୟକୁମାର ଯାଦବ ଦେଲେ ସ୍ପଷ୍ଟ ଉତ୍ତର

February 14, 2026
Latest News

ଷ୍ଟାର୍ଟଅପ୍ ଇଣ୍ଡିଆ ଫଣ୍ଡ ଅଫ୍ ଫଣ୍ଡସ୍‌ 2.0 କୁ କ୍ୟାବିନେଟ ଅନୁମୋଦନ

February 14, 2026

‘ସେବା ତୀର୍ଥ’ ଏବଂ ‘କର୍ତ୍ତବ୍ୟ ଭବନ’କୁ ପ୍ରଶାସନିକ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରି

February 14, 2026

ଜିଓ ସମେତ ୧୦ଟି ଦେଶର ୧୫ଟି ପ୍ରମୁଖ ଟେକ୍ କମ୍ପାନୀ ଗଠନ କଲେ “ଟ୍ରଷ୍ଟେଡ୍ ଟେକ୍ ଆଲାଏନ୍ସ”

February 14, 2026

ଅଭିଷେକ ଶର୍ମା ଖେଳିବେ କି?: IND vs PAK ମ୍ୟାଚ୍ ପୂର୍ବରୁ ସୂର୍ଯ୍ୟକୁମାର ଯାଦବ ଦେଲେ ସ୍ପଷ୍ଟ ଉତ୍ତର

February 14, 2026

ପ୍ରସିଦ୍ଧ ଶୈବପୀଠ ଶ୍ରୀଦକ୍ଷେଶ୍ଵରଦେବ ମନ୍ଦିରରେ ଜାଗର ଯାତ୍ରା: ଜାଣନ୍ତୁ କେବେ ଉଠିବ ମହାଦୀପ?

February 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.