Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଇକ୍ ଦୁର୍ଘଟଣାରେ ଜଣେ ମୃତ, ଅନ୍ୟ ଜଣେ ଗୁରୁତର
ଆଜିର ଖବର

ବାଇକ୍ ଦୁର୍ଘଟଣାରେ ଜଣେ ମୃତ, ଅନ୍ୟ ଜଣେ ଗୁରୁତର

April 26, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢ଼ାଖୋଲ (କନ୍ଦର୍ପ ବେହେରା): ନାକଟିଦେଉଳ ବ୍ଲକ କିସିଣ୍ଡା ଥାନା ଅନ୍ତର୍ଗତ କୁସୁମ ପଡା ଛକରେ ଆଜି ଅପରାହ୍ନରେ ବାଇକ୍ ଦୁର୍ଘଟଣାରେ ଜଣେ ଯୁବକର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ମୃତ ଯୁବକ ଜଣକ ହେଲେ ଖନ୍ଦିବାହାଲ ଗ୍ରାମର ଦିବ୍ୟସିଂହ ରାଉଳ ଓ ଆହତ ଜଣକ ହେଲେ ଦୁର୍ବାଦଳ ମଲ୍ଲିକ।

ସୂଚନାଯୋଗ୍ୟ ଯେ, ଖନ୍ଦିବାହାଲ ଗ୍ରାମର ଦୁଇ ଯୁବକ କିସିଣ୍ଡାରୁ ବାଇକ୍ ଯୋଗେ ଖନ୍ଦିବାହାଲ ନିଜ ଘରକୁ ଆସୁଥିବା ବେଳେ ବାଇକଟି ଦ୍ରୁତ ଗତିରେ ଥିବାରୁ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ଵରେ ଥିବା ଏକ ଘର କାନ୍ଥରେ ଧକ୍କା ହୋଇଥିଲା। ଫଳରେ ଘଟଣା ସ୍ଥଳରେ ଦିବ୍ୟସିଂହ ରାଉଳ ଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁର୍ବାଦଳ ମଲ୍ଲିକ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ଉଦ୍ଧାର କରି ରେଢ଼ାଖୋଲ ଡାକ୍ତରଖାନା ପଠାଇ ଥିବାବେଳେ ଅବସ୍ଥା ଗୁରୁତର ଥିବାରୁ ବୁର୍ଲା ସ୍ଥାନାନ୍ତରିତ କରାଯାଇଛି।

ତେବେ କିସିଣ୍ଡା ପୋଲିସ କେସ ନ -୩୩/୨୪, ୟୁ/ଏସ ୨୭୯/୩୨୩/୩୦୪(ଏ)ଆଇ ପି ସି ଆକ୍ଟ ରେ ମାମଲା ରୁଜୁ କରି ଶବ ବ୍ୟବଛେଦ ପାଇଁ ରେଢ଼ାଖୋଲ ପଠାଇଥିବା ଜଣା ପଡିଛି।

କିସିଣ୍ଡା ଥାନା ନାକଟିଦେଉଳ ବ୍ଲକ ବାଇକ୍ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026
Latest News

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.