Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡ଼ିରେ ଯୋଗ ଦେଲେ ସମ୍ବଲପୁର ମ୍ୟୁନିସିପାଲିଟିର ୪ଜଣ ପୂର୍ବତନ ବିଜେପି କାଉନସିଲର
ଆଜିର ଖବର

ବିଜେଡ଼ିରେ ଯୋଗ ଦେଲେ ସମ୍ବଲପୁର ମ୍ୟୁନିସିପାଲିଟିର ୪ଜଣ ପୂର୍ବତନ ବିଜେପି କାଉନସିଲର

April 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେଡ଼ିରେ ଯୋଗ ଦେଲେ ସମ୍ବଲପୁର ମ୍ୟୁନିସିପାଲିଟିର ୪ଜଣ ପୂର୍ବତନ ବିଜେପି କାଉନସିଲର

ଭୁବନେଶ୍ୱର: ସମ୍ବଲପୁର ମ୍ୟୁନିସିପାଲିଟିର ୪ଜଣ ପୂର୍ବତନ ବିଜେପି କାଉନସିଲର ରତନ ସୁନା, ଗଙ୍ଗାଧର ଷଣ୍ଢ, ବିରେନ୍ଦ୍ର ରାୟ ଓ ଜୟକିଷୋର ଜାଲ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ ସାମିଲ୍ ହୋଇଥିବା ୪ଜଣ ବିଜେପି କାଉନସିଲରଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ଏହି ବିଜେପି ନେତାଙ୍କ ଯୋଗଦାନ ଫଳରେ ବିଶେଷକରି ସମ୍ବଲପୁରରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର, କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ୪ଜଣ କାଉନସିଲର ନିଜ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ।

ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ। ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

BJDJoining ବିଜେଡି ମିଶ୍ରଣ ପର୍ବ ସମ୍ବଲପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବିସ୍ତୃତ ରାଶିଫଳ: ଜୁନ ୩୦ ତାରିଖ ମଙ୍ଗଳବାରରେ ଏହି ସାତୋଟି ରାଶିର ବ୍ୟକ୍ତି ହେବେ ମାଲେମାଲ

June 30, 2026

ପେଟ୍ରୋଲ ଓ ଡିଜେଲ ବିକ୍ରି ଏବଂ ବଣ୍ଟନ ଉପରେ ଅସ୍ଥାୟୀ କଟକଣା ପ୍ରତ୍ୟାହୃତ

June 30, 2026

ସଂଶୋଧିତ ପୁସ୍ତକ ଯୋଗାଇ ଦିଆଯିବ – ମନ୍ତ୍ରୀ

June 29, 2026

ବାଣପୁରରେ ଯୁବକଙ୍କ ମୃତ୍ୟୁ ମାମଲା: ହେପାଜତ ହିଂସା ଅଭିଯୋଗକୁ ଖଣ୍ଡନ କଲା ପୋଲିସ, ପୋଷ୍ଟମର୍ଟମ ରିପୋର୍ଟକୁ ଅପେକ୍ଷା

June 29, 2026
Latest News

ବିସ୍ତୃତ ରାଶିଫଳ: ଜୁନ ୩୦ ତାରିଖ ମଙ୍ଗଳବାରରେ ଏହି ସାତୋଟି ରାଶିର ବ୍ୟକ୍ତି ହେବେ ମାଲେମାଲ

June 30, 2026

ପେଟ୍ରୋଲ ଓ ଡିଜେଲ ବିକ୍ରି ଏବଂ ବଣ୍ଟନ ଉପରେ ଅସ୍ଥାୟୀ କଟକଣା ପ୍ରତ୍ୟାହୃତ

June 30, 2026

ସଂଶୋଧିତ ପୁସ୍ତକ ଯୋଗାଇ ଦିଆଯିବ – ମନ୍ତ୍ରୀ

June 29, 2026

ବାଣପୁରରେ ଯୁବକଙ୍କ ମୃତ୍ୟୁ ମାମଲା: ହେପାଜତ ହିଂସା ଅଭିଯୋଗକୁ ଖଣ୍ଡନ କଲା ପୋଲିସ, ପୋଷ୍ଟମର୍ଟମ ରିପୋର୍ଟକୁ ଅପେକ୍ଷା

June 29, 2026

Puri News: ମହାପ୍ରଭୁଙ୍କ ଗଜାନନ ବେଶ ଦେଖି ଭକ୍ତ ବିଭୋର, ମଙ୍ଗଳବାରଠାରୁ ପଟ୍ଟିଦିଅଁ ଦର୍ଶନ

June 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.