Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଂରକ୍ଷଣକୁ ବିରୋଧ କରେ ଆରଏସଏସ?: ସ୍ପଷ୍ଟ କଲେ ମୋହନ ଭାଗବତ
ଆଜିର ଖବର

ସଂରକ୍ଷଣକୁ ବିରୋଧ କରେ ଆରଏସଏସ?: ସ୍ପଷ୍ଟ କଲେ ମୋହନ ଭାଗବତ

April 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
MohanBhagabat
"ଭାରତକୁ ହିନ୍ଦୁ ରାଷ୍ଟ୍ର ଘୋଷଣା କରିବା ଜରୁରୀ ନୁହେଁ,": RSS ମୁଖ୍ୟ ମୋହନ ଭାଗବତଙ୍କ ବଡ ବକ୍ତବ୍ୟ

ନୂଆଦିଲ୍ଲୀ: ରାଷ୍ଟ୍ରିୟ ସ୍ଵୟଂ ସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ଆଜି ସଂରକ୍ଷଣ ସମ୍ବନ୍ଧରେ ଏକ ବଡ ବୟାନ ଦେଇଛନ୍ତି। ସଂରକ୍ଷଣକୁ ନେଇ ଆରଏସଏସ ର ଆଭିମୁଖ୍ୟ କ’ଣ ରହିଛି, ତାହା ସ୍ପଷ୍ଟ କରିଛନ୍ତି। ମୋହନ କହିଛନ୍ତି ଯେ, କେତେକ ବର୍ଗକୁ ସଂରକ୍ଷଣ ଦେବା ପାଇଁ ସଂଘ କେବେ ବି ବିରୋଧ କରି ନାହିଁ। ଏକ ଶିକ୍ଷାନୁଷ୍ଠାନରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଭାଗବତ କହିଛନ୍ତି ଯେ, ସଂରକ୍ଷଣ ସେପର୍ଯ୍ୟନ୍ତ ଦିଆଯିବା ଉଚିତ, ଯେତେ ଦିନ ପର୍ଯ୍ୟନ୍ତ ଏହାର ଆବଶ୍ୟକତା ରହିଛି।

ଭାରତୀୟ ଜନତା ପାର୍ଟି (ବିଜେପି) ଏବଂ ସଂରକ୍ଷଣ ସମ୍ପର୍କରେ କଂଗ୍ରେସ ମଧ୍ୟରେ ଶବ୍ଦ ଯୁଦ୍ଧ ପରେ ଭାଗବତ ଏହି ମନ୍ତବ୍ୟ ଦେଇଛନ୍ତି। ଗତ ବର୍ଷ ନାଗପୁରରେ ଆରଏସଏସ ମୁଖ୍ୟ ଭାଗବତ କହିଥିଲେ ଯେ, ଯେପର୍ଯ୍ୟନ୍ତ ସମାଜରେ ଭେଦଭାବ ଅଛି ସେ ପର୍ଯ୍ୟନ୍ତ ସଂରକ୍ଷଣ ଦିଆଯାଉ।

ସେ କହିଛନ୍ତି ଯେ, ଦୃଶ୍ୟମାନ ନଥିଲେ ମଧ୍ୟ ସମାଜରେ ଭେଦଭାବ ହେଉଛି।

Mohan Bhagwat reservation RSS
Share. Facebook Twitter LinkedIn Email WhatsApp Copy Link

Related Posts

ଆଥଲେଟିକ୍ସ ଫେଡେରେସନ କପରେ ଓଡ଼ିଶାର ଆନିମେଶ କୁଜୁରଙ୍କ ସଫଳତା: ଉପ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

May 24, 2026

ଭାରତ ବିଶ୍ୱର ସବୁଠାରୁ ବଡ଼ ଅସ୍ତ୍ରଶସ୍ତ୍ର ଯୋଗାଣକାରୀ ହେବ – ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

May 24, 2026

‘ଦି ଭଏସ୍: କନକ୍ଲେଭ୍ ଅଫ୍ ଆଇଡିଆଜ୍’ ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

May 24, 2026

“ଭାରତ ନେଟ୍ ପରିଯୋଜନା” ଫେଜ୍-୩ ର ପ୍ରଗତି ଏବଂ ଆଗାମୀ କାର୍ଯ୍ୟପନ୍ଥା ସମ୍ପର୍କରେ ସମୀକ୍ଷା

May 24, 2026
Latest News

ଆଥଲେଟିକ୍ସ ଫେଡେରେସନ କପରେ ଓଡ଼ିଶାର ଆନିମେଶ କୁଜୁରଙ୍କ ସଫଳତା: ଉପ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

May 24, 2026

ଭାରତ ବିଶ୍ୱର ସବୁଠାରୁ ବଡ଼ ଅସ୍ତ୍ରଶସ୍ତ୍ର ଯୋଗାଣକାରୀ ହେବ – ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

May 24, 2026

‘ଦି ଭଏସ୍: କନକ୍ଲେଭ୍ ଅଫ୍ ଆଇଡିଆଜ୍’ ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

May 24, 2026

“ଭାରତ ନେଟ୍ ପରିଯୋଜନା” ଫେଜ୍-୩ ର ପ୍ରଗତି ଏବଂ ଆଗାମୀ କାର୍ଯ୍ୟପନ୍ଥା ସମ୍ପର୍କରେ ସମୀକ୍ଷା

May 24, 2026

ବାଧାମୁକ୍ତ ବିଦ୍ୟୁତ ଯୋଗାଣ ପାଇଁ ଓପିଟିସିଏଲ ସବୁ କର୍ମଚାରୀଙ୍କ ଛୁଟି ବାତିଲ

May 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.