Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରବଳ ଗ୍ରୀଷ୍ମ ପ୍ରବାହ ଭିତରେ ଆସିଲା ଖୁସି ଖବର, ଆଠଟି ଜିଲ୍ଲାରେ ହେବ କାଳବୈଶାଖୀ ବର୍ଷା
ଆଜିର ଖବର

ପ୍ରବଳ ଗ୍ରୀଷ୍ମ ପ୍ରବାହ ଭିତରେ ଆସିଲା ଖୁସି ଖବର, ଆଠଟି ଜିଲ୍ଲାରେ ହେବ କାଳବୈଶାଖୀ ବର୍ଷା

April 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରବଳ ଗ୍ରୀଷ୍ମ ପ୍ରବାହ ଭିତରେ ଆସିଲା ଖୁସି ଖବର, ଆଠଟି ଜିଲ୍ଲାରେ ହେବ କାଳବୈଶାଖୀ ବର୍ଷା

ଭୁବନେଶ୍ବର: ବର୍ତ୍ତମାନ ସାରା ଓଡିଶା ତତଲା ହାଣ୍ଡିରେ ଭାଜି ହେବା ପରି ସ୍ଥିତି ଦେଖାଦେଇଛି। ଜନସାଧାରଣ ଡହଳବିକଳ ହେବାରେ ଲାଗିଛନ୍ତି। କାରଣ ଦୀର୍ଘଦିନ ଧରି ରାଜ୍ୟରେ ଯେପରି ତାପମାତ୍ର ପ୍ରବାହିତ ହେଉଛି ସେଥିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଲାଣି। ଏପରି ପରିସ୍ଥିତିରେ ପାଣିପାଗ ନେଇ ଆସିଛି ଏକ ଖୁସି ଖବର। ତାହା ହେଲେ ରାଜ୍ୟର ଆଠଟି ଜିଲ୍ଲାରେ ହେବ କାଳବୈଶାଖୀ ବର୍ଷା।

ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ଅନୁସାରେ ରାଜ୍ୟର ବଲାଙ୍ଗୀର, କଳାହାଣ୍ଡି, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ନୂଆପଡା, ଏବଂ ନବରଙ୍ଗପୁର ଜିଲ୍ଲାରେ  କାଳବୈଶାଖୀ ପ୍ରଭାବ ଅନୁଭୂତ ହେବାରେ ଲାଗିଛି। ଫଳରେ କିଛି ଅଂଚଳରେ ପବନ ୫୦ ରୁ ୬୦ କିମି ପ୍ରବାହିତ ହେବା ସହ ବିଜୁଳି ଘଡଘଡି ଏବଂ କୁଆପଥର ବର୍ଷା ସମ୍ଭାବନା ରହିଛି ବୋଲି କୁହାଯାଇଛି।

temp କାଳବୈଶାଖୀ ତାପମାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026

ଅଳଙ୍କାର କିଣିବାର ଭଲ ସୁଯୋଗ!: ଆଜି ପୁଣି ଶସ୍ତା ହେଲା ସୁନା

July 17, 2026
Latest News

ରାଜ୍ୟସଭାରେ ପ୍ରଥମେ ବନ୍ଦେ ମାତରମ୍ ବିଲ୍ ଆଗତ କରିବେ ଗୃହମନ୍ତ୍ରୀ: ଅପମାନ କଲେ ମିଳିବ କଠୋର ଦଣ୍ଡ 

July 17, 2026

ଭାରତରେ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ପାଇଁ ପ୍ରସ୍ତୁତି ଶେଷ: RBI ନେଲା ବଡ଼ ପଦକ୍ଷେପ

July 17, 2026

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.