Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ପ୍ରଚାରରେ ଓଡିଶା ଆସିବେ ରାହୁଳ ଗାନ୍ଧୀ, ଏଥର ରାୟଗଡାରେ କରିବେ ଗର୍ଜ୍ଜନ
ଆଜିର ଖବର

ପୁଣି ପ୍ରଚାରରେ ଓଡିଶା ଆସିବେ ରାହୁଳ ଗାନ୍ଧୀ, ଏଥର ରାୟଗଡାରେ କରିବେ ଗର୍ଜ୍ଜନ

April 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ପୁଣି ଥରେ ଓଡିଶା ଆସିବେ କଂଗ୍ରେସ ନେତା ରାହୁଳ ଗାନ୍ଧୀ। ନିକଟରେ ରାହୁଳ ଓଡିଶା ଆସି ସାଲେପୁର ଜନସମାବେଶରେ ଯୋଗଦେଇଥିଲେ। ଏଥିରେ କଂଗ୍ରେସ ନେତା ଓ କର୍ମି ବେଶ ଉତ୍ସାହିତ ହୋଇପଡିଥିଲେ। ତାହାକୁ ଲକ୍ଷ୍ୟ ରଖି ରାହୁଳଙ୍କ ଓଡିଶା ଗସ୍ତକୁ ପୁଣି ଥରେ ନିର୍ଦ୍ଧାରିତ କରାଯାଇଛି।

କଂଗ୍ରେସ ପ୍ରଭାରୀ ଅଜୟ କୁମାରଙ୍କ ଅନୁସାରେ ରାହୁଳ ଆସନ୍ତା 3 ତାରିଖରେ ଓଡିଶା ଆସିବେ। ସେ ଏଥର ରାୟଗଡା ସମାବେଶରେ ଯୋଗଦେବେ। ଏଥିପାଇଁ କଂଗ୍ରେସ ଶିବିର ପୁଣି ଥରେ ଚଳଚଞ୍ଚଳ ହୋଇ ଉଠିଛି। ସେତିକି ନୁହେଁ ଆସନ୍ତା 5 କିମ୍ବା 9 ତାରିଖରେ ପ୍ରିୟଙ୍କା ଗାନ୍ଧୀ ମଧ୍ୟ ଓଡିଶା ଆସିବାର ସମ୍ଭାବନା ରହିଛି ବୋଲି ଜଣାପଡିଛି।

odishaelection2024 rahulgandhi ଓଡିଶା ନିର୍ବାଚନ 2024 ଓଡିଶାରେ ରାହୁଳ ଗାନ୍ଧୀ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ରେକର୍ଡ କଲା ଟିମ୍ ଇଣ୍ଡିଆ: ଟି-୨୦ ବିଶ୍ୱକପ୍ ରେ କଲା ଏହି କୀର୍ତ୍ତିମାନ

February 8, 2026

କାର ଧକ୍କାରେ ଅଜା ମୃତ, ନାତି ଆହତ

February 8, 2026

ଟ୍ରାଇ ପରୀକ୍ଷଣରେ ଓଡିଶାର ବ୍ରହ୍ମପୁର ସହରରେ ଜିଓର ସର୍ବାଧିକ ୫ଜି ଡାଉନଲୋଡ୍ ସ୍ପିଡ୍ ହାସଲ

February 8, 2026

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି, ବୟନ ଶିଳ୍ପ ପାଇଁ ପ୍ରମୁଖ ପ୍ରୋତ୍ସାହନ

February 8, 2026
Latest News

ବିଶ୍ୱ ରେକର୍ଡ କଲା ଟିମ୍ ଇଣ୍ଡିଆ: ଟି-୨୦ ବିଶ୍ୱକପ୍ ରେ କଲା ଏହି କୀର୍ତ୍ତିମାନ

February 8, 2026

କାର ଧକ୍କାରେ ଅଜା ମୃତ, ନାତି ଆହତ

February 8, 2026

ଟ୍ରାଇ ପରୀକ୍ଷଣରେ ଓଡିଶାର ବ୍ରହ୍ମପୁର ସହରରେ ଜିଓର ସର୍ବାଧିକ ୫ଜି ଡାଉନଲୋଡ୍ ସ୍ପିଡ୍ ହାସଲ

February 8, 2026

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି, ବୟନ ଶିଳ୍ପ ପାଇଁ ପ୍ରମୁଖ ପ୍ରୋତ୍ସାହନ

February 8, 2026

Odisha AI Park: ଓଡ଼ିଶା ଏଆଇ ପାର୍କ ବିକାଶ ପାଇଁ ୨୦ ହଜାର କୋଟିର ନିବେଶ ପ୍ରସ୍ତାବ

February 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.