Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡିର ୬ ନେତାଙ୍କୁ ଦିଆଗଲା ବିଭିନ୍ନ ଦଳୀୟ ପଦପଦବୀ, ୧୩ ଜଣଙ୍କୁ ନିର୍ବାଚନ ଦାୟିତ୍ବ
ଆଜିର ଖବର

ବିଜେଡିର ୬ ନେତାଙ୍କୁ ଦିଆଗଲା ବିଭିନ୍ନ ଦଳୀୟ ପଦପଦବୀ, ୧୩ ଜଣଙ୍କୁ ନିର୍ବାଚନ ଦାୟିତ୍ବ

April 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେଡିର ୬ ନେତାଙ୍କୁ ଦିଆଗଲା ବିଭିନ୍ନ ଦଳୀୟ ପଦପଦବୀ, ୧୩ ଜଣଙ୍କୁ ନିର୍ବାଚନ ଦାୟିତ୍ବ

ଭୁବନେଶ୍ବର: ବିଜୁ ଜନତା ଦଳ ବିଭିନ୍ନ ଦଳୀୟ ନେତାଙ୍କୁ ଥଇଥାନ କରିବାରେ ଲାଗିଛି। ଗୋଟିଏ ପଟେ ଦଳର ବିଭିନ୍ନ ନିର୍ବାଚନ କାମ ପାଇଁ ନେତାଙ୍କ ଆବଶ୍ୟକ ଥିବା ବେଳେ ଅନ୍ୟପଟେ ସେମାନଙ୍କୁ ବିଭିନ୍ନ ପଦପଦବୀ ଦିଆଯାଇ ଦାୟିତ୍ବ ପ୍ରଦାନ କରାଯାଉଛି। ସେହି ପରିପ୍ରେକ୍ଷୀରେ ଦଳ ୬ ଜଣ ନେତା ବିଭିନ୍ନ ଦଳୀୟ ପଦପଦବୀରେ ନିଯୁକ୍ତି ଦେଇଛି। ସେମାନେ ହେଲେ

ସେହିପରି ବିଜେଡି ୧୩ ଜଣଙ୍କୁ ବିଭିନ୍ନ ବିଧାନସଭା ନିର୍ବାଚନ ମଣ୍ଡଳିର ନିର୍ବାଚନ ପରିଚାଳନା ପାଇଁ ସଂଯୋଜକ ତଥା ନିର୍ବାଚନ ଇନଚାର୍ଯ୍ୟ ଭାବେ ମଧ୍ୟ ନିଯୁକ୍ତି ଦେଇଛି। ସେମାନେ ହେଲେ

ଏ ନେଇ ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ଦସ୍ତଖତରେ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାକୁ ତୁରନ୍ତ ଲାଗୁ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

BJD odishaelection2024 ଓଡିଶାନିର୍ବାଚନ2024 ବିଜେଡି ବିଜେଡି ନିଯୁକ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ବଢିଲା ସୁନା ଏବଂ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ ଆଜିର ଦର

February 4, 2026

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026
Latest News

ବଢିଲା ସୁନା ଏବଂ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ ଆଜିର ଦର

February 4, 2026

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026

‘ଆମ ନିଷ୍ପତ୍ତିରେ ଆମେରିକାର କ’ଣ ଅଧିକାର?’: ବାଣିଜ୍ୟ ଚୁକ୍ତି ଉପରେ ସଚିନ ପାଇଲଟ୍ ଙ୍କ ଟାର୍ଗେଟ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.