Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ବଲପୁରରେ ପ୍ରଣବ ପ୍ରକାଶଙ୍କ ଜୋରଦାର ପ୍ରଚାର, ଖଣିଜ ସଂପଦକୁ ନେଇ କେନ୍ଦ୍ରକୁ କଲେ ଟାର୍ଗେଟ
ଆଜିର ଖବର

ସମ୍ବଲପୁରରେ ପ୍ରଣବ ପ୍ରକାଶଙ୍କ ଜୋରଦାର ପ୍ରଚାର, ଖଣିଜ ସଂପଦକୁ ନେଇ କେନ୍ଦ୍ରକୁ କଲେ ଟାର୍ଗେଟ

April 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସମ୍ବଲପୁରରେ ପ୍ରଣବ ପ୍ରକାଶଙ୍କ ଜୋରଦାର ପ୍ରଚାର, ଖଣିଜ ସଂପଦକୁ ନେଇ କେନ୍ଦ୍ରକୁ କଲେ ଟାର୍ଗେଟ

ଭୁବନେଶ୍ବର: ସମ୍ବଲପୁର ଲୋକସଭା ଆସନର ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ବର୍ତ୍ତମାନ ପ୍ରଚାର ଜୋରଦାର କରିବାରେ ଲାଗିଛନ୍ତି। ସେ ଏହି ଅଧିନରେ ଥିବା ସବୁ ବିଧାନସଭା ନିର୍ବାଚନ ମଣ୍ଡଳୀର ପଞ୍ଚାୟତ ସ୍ତରରେ ପ୍ରଚାର କରିବାରେ ଲାଗିଛନ୍ତି। ବିଭିନ୍ନ ସ୍ଥାନରେ ତାଙ୍କୁ ବେଶ ଜନ ସମର୍ଥନ ମିଳିବାରେ ଲାଗିଛି। ବିଭିନ୍ନ ସ୍ଥାନରେ ଥିବା ମତଭେଦକୁ ଦୂର କରି ସେ ସଂଗଠନକୁ ସୁଦୃଢ କରିବାରେ ଲାଗିଛନ୍ତି।

କୁଚିଣ୍ଡାର ଏକ ସଭାରେ ପ୍ରଣବ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ କୁଚିଣ୍ଡା ଖଣିଜ ସଂପଦରେ ଭରପୁର। କେନ୍ଦ୍ର ସରକାରଙ୍କ ନାଲକୋ, ଏସିଏଲ ପରି ବଡବଡ ସଂସ୍ଥା ଏଠାରୁ ଖଣିଜ ନେଉଛନ୍ତି। ହେଲେ ତା ପ୍ରତିବଦଳରେ ସେମାନେ ଦେଉଛନ୍ତି କଣ ବୋଲି ପ୍ରଣବ ପ୍ରଶ୍ନ କରିଛନ୍ତି। ସେମାନେ କେବଳ ପାଉଁଶ ଓ ଧୂଆଁ ଦେଉଛନ୍ତି ବୋଲି ସେ ଜନସଭାକୁ କହିଥିଲେ।

odishaelection2024 Sambalpur Loksabha ଓଡିଶାନିର୍ବାଚନ2024 ପ୍ରଣବ ପ୍ରକାଶ ଦାସ ବବି ଦାସ ସମ୍ବଲପୁର ଲୋକସଭା
Share. Facebook Twitter LinkedIn Email WhatsApp Copy Link

Related Posts

ରାମ ମନ୍ଦିର ଦାନ ଚୋରି ମାମଲାରେ VHP କ୍ଷୁବ୍ଧ: ସରକାରଙ୍କ ନିକଟରେ କଲା ବଡ଼ ଦାବି

June 21, 2026

ତ୍ରିରାଷ୍ଟ୍ରୀୟ ସିରିଜ ଜିତିଲା ଭାରତ: ୬୬ ରନରେ ହାରିଲା ଶ୍ରୀଲଙ୍କା

June 21, 2026

ଜନ ବିଶ୍ୱାସ ଅଧିନିୟମ ଅନ୍ତର୍ଗତ ରେଳବାଇ ଅଧିନିୟମ, ୧୯୮୯ ର ବିଭିନ୍ନ ଧାରାରେ ସଂଶୋଧନ

June 21, 2026

ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ, ବୟସ ନିର୍ବିଶେଷରେ ଯୋଗ ସମସ୍ତଙ୍କ “ଧ୍ୟାନ” ହେଉ: ଆଇନ ମନ୍ତ୍ରୀ

June 21, 2026
Latest News

ରାମ ମନ୍ଦିର ଦାନ ଚୋରି ମାମଲାରେ VHP କ୍ଷୁବ୍ଧ: ସରକାରଙ୍କ ନିକଟରେ କଲା ବଡ଼ ଦାବି

June 21, 2026

ତ୍ରିରାଷ୍ଟ୍ରୀୟ ସିରିଜ ଜିତିଲା ଭାରତ: ୬୬ ରନରେ ହାରିଲା ଶ୍ରୀଲଙ୍କା

June 21, 2026

ଜନ ବିଶ୍ୱାସ ଅଧିନିୟମ ଅନ୍ତର୍ଗତ ରେଳବାଇ ଅଧିନିୟମ, ୧୯୮୯ ର ବିଭିନ୍ନ ଧାରାରେ ସଂଶୋଧନ

June 21, 2026

ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ, ବୟସ ନିର୍ବିଶେଷରେ ଯୋଗ ସମସ୍ତଙ୍କ “ଧ୍ୟାନ” ହେଉ: ଆଇନ ମନ୍ତ୍ରୀ

June 21, 2026

ପୂର୍ବତଟ ରେଳପଥ ପକ୍ଷରୁ ଉତ୍ସାହର ସହ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.