Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ବଲପୁର ଲୋକସଭା ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ପ୍ରଣବ ପ୍ରକାଶ ଦାସ, ମୁଖ୍ୟମନ୍ତ୍ରୀ କହିଲେ ବିଜୟୀ ଭବ
ଆଜିର ଖବର

ସମ୍ବଲପୁର ଲୋକସଭା ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ପ୍ରଣବ ପ୍ରକାଶ ଦାସ, ମୁଖ୍ୟମନ୍ତ୍ରୀ କହିଲେ ବିଜୟୀ ଭବ

April 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସମ୍ବଲପୁର ଲୋକସଭା ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ପ୍ରଣବ ପ୍ରକାଶ ଦାସ, ମୁଖ୍ୟମନ୍ତ୍ରୀ କହିଲେ ବିଜୟ ନିଶ୍ଚିତ

ଭୁବନେଶ୍ବର: ଆଜି ନିଜ ସମର୍ଥକଙ୍କ ସହିତ ସମ୍ବଲପୁର ଲୋକସଭା ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ବିଜେଡିର ପ୍ରଣବ ପ୍ରକାଶ ଦାସ। ସେ ଏକ ବିରାଟ ଶୋଭାଯାତ୍ରାରେ ଯାଇ ସମ୍ବଲପୁର ଜିଲ୍ଲାପାଳ ଅଫିସରେ ନାମାଙ୍କନ ଦାଖଲ କରିଥିଲେ। ସେ ଚାରିସେଟ ନାମାଙ୍କନ ଦାଖଲ କରିଥିବାର ଜଣାପଡିଛି। ତାଙ୍କ ସହିତ ସମ୍ବଲପୁର ଲୋକସଭା ଅଧିନରେ ଥିବା ବିଧାନସଭା ପ୍ରାର୍ଥୀମାନେ ମଧ୍ୟ ଉପସ୍ଥିତ ଥିଲେ।

ତେବେ ନାମାଙ୍କନ ଦାଖଲ ପୂର୍ବରୁ ପ୍ରଣବ ମା ସମଲେଶ୍ବରୀ ମନ୍ଦିର ଯାଇ ଦର୍ଶନ କରି ପୂଜାପାଠ କରିଥିଲେ। ଏହାପରେ ସେ ନାମାଙ୍କନ ଦାଖଲ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜାରୀ କରି ତାଙ୍କର ମଙ୍ଗଳ କାମନା କରିଛନ୍ତି। ସେ କହିଛନ୍ତି ଅଲ ଦ ବେଷ୍ଟ ବବି, ଆଇ ଆମ ସିଓର ୟୁ ଉଇଲ ୟୁଇନ୍।

PranabPrakashDas ଓଡିଶାନିର୍ବାଚନ2024 ନିର୍ବାଚନ2024 ପ୍ରଣବ ପ୍ରକାଶ ଦାସ ବିଧାୟକ ପ୍ରଣବ ପ୍ରକାଶ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ଓ ଖୋର୍ଦ୍ଧାର ପିଆଜ ଗୋଦାମ ଉପରେ ଯୋଗାଣ ବିଭାଗ ତରଫରୁ ଚଢାଉ

August 21, 2026

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭାରତ ସରକାରଙ୍କ ସଚିବମାନଙ୍କ ତୃତୀୟ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ

August 21, 2026

କ୍ରମାଗତ ପଞ୍ଚମ ଦିନ ପାଇଁ ଖୋଲା ଆକାଶତଳେ ଶିକ୍ଷକ, ଅଧ୍ୟାପକ ଓ ଶିକ୍ଷାକର୍ମଚାରୀ

August 21, 2026

ଦକ୍ଷିଣ କ୍ଷେତ୍ରୀୟ ପରିଷଦର ୩୧ତମ ବୈଠକରେ ଅଧ୍ୟକ୍ଷତା କଲେ ଅମିତ ଶାହ

August 21, 2026
Latest News

ଭୁବନେଶ୍ୱର ଓ ଖୋର୍ଦ୍ଧାର ପିଆଜ ଗୋଦାମ ଉପରେ ଯୋଗାଣ ବିଭାଗ ତରଫରୁ ଚଢାଉ

August 21, 2026

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭାରତ ସରକାରଙ୍କ ସଚିବମାନଙ୍କ ତୃତୀୟ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ

August 21, 2026

କ୍ରମାଗତ ପଞ୍ଚମ ଦିନ ପାଇଁ ଖୋଲା ଆକାଶତଳେ ଶିକ୍ଷକ, ଅଧ୍ୟାପକ ଓ ଶିକ୍ଷାକର୍ମଚାରୀ

August 21, 2026

ଦକ୍ଷିଣ କ୍ଷେତ୍ରୀୟ ପରିଷଦର ୩୧ତମ ବୈଠକରେ ଅଧ୍ୟକ୍ଷତା କଲେ ଅମିତ ଶାହ

August 21, 2026

ରାଶିଫଳ: ଅଗଷ୍ଟ ୨୧ ତାରିଖ ଶୁକ୍ରବାରରେ ଏହି ପାଞ୍ଚୋଟି ରାଶି ଉପରେ ଲାଗିରହିବ ସମସ୍ୟା

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.