Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା ରାଜନୀତି ହଲଚଲ, ବିଜେପିରୁ ଇସ୍ତଫା ଦେଲେ କାଳୁ ଖଣ୍ଡାୟତରାୟ
ଆଜିର ଖବର

ଖୋର୍ଦ୍ଧା ରାଜନୀତି ହଲଚଲ, ବିଜେପିରୁ ଇସ୍ତଫା ଦେଲେ କାଳୁ ଖଣ୍ଡାୟତରାୟ

April 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧା ରାଜନୀତି ହଲଚଲ, ବିଜେପିରୁ ଇସ୍ତଫା ଦେଲେ କାଳୁ ଖଣ୍ଡାୟତରାୟ

ଭୁବନେଶ୍ବର: ଶେଷରେ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ଖୋର୍ଦ୍ଧାର ନେତା କାଳୁ ଖଣ୍ଡାୟତ ରାୟ। ଆଜି ସେ ତାଙ୍କର ଇସ୍ତଫା ପତ୍ର ବିଜେପି ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇଦେଇଛନ୍ତି। ହେଲେ ଏହାପରେ କାଳୁ କେଉଁ ଦଳକୁ ଯିବେ ନା ସ୍ବାଧୀନ ପ୍ରାର୍ଥୀ ଭାବେ ଲଢେଇ କରିବେ ସେ ନେଇ କିଛି ଜଣାପଡି ନାହିଁ।

ଖୋର୍ଦ୍ଧା ବିଧାନସଭା ଆସନ ପାଇଁ ଗତଥର କାଳୁ ଖଣ୍ଡାୟତରାୟ ବିଜେପି ପ୍ରାର୍ଥୀ ହୋଇ କମ ଭୋଟରେ ହାରିଥିଲେ। ଏଥର ସେ ଟିକେଟ ପାଇ ବିଜୟୀ ହେବେ ବୋଲି ଆଶା ରଖିଥିଲେ। ହେଲେ ଅପରାଜିତା ଷଡଙ୍ଗୀ ତାଙ୍କର ସବୁ ଗଣିତ ଓଲଟପାଲଟ କରିଦେଲେ। କାଳୁଙ୍କୁ ଟିକେଟ ନ ଦେଇ ଦଳ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଟିକେଟ ଦେଲା। ଯାହାକୁ ନେଇ କାଳୁ ତିବ୍ର ପ୍ରତିକ୍ରିୟା ପ୍ରକାଶ କରି ଆଜି ଦଳ ଛାଡିଛନ୍ତି।

odishaelection2024 ଓଡିଶାନିର୍ବାଚନ2024 କାଳୁ ଖଣ୍ଡାୟତରାୟ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳି ଖୋର୍ଦ୍ଧା ବିଧାନସଭା ପ୍ରଶାନ୍ତ ଜଗଦ୍ଦେବ
Share. Facebook Twitter LinkedIn Email WhatsApp Copy Link

Related Posts

ଇଥାନଲ୍ ଉପରେ ନିୟମ ପରିବର୍ତ୍ତନ କଲେ ସରକାର, ମହଙ୍ଗା ବିମାନ ଯାତ୍ରା ହେବ ଶସ୍ତା !

April 22, 2026

ଟ୍ରମ୍ପ ଦେଲେ ଖୁସି ଖବର: ଇରାନ ସହିତ ହୋଇପାରେ ଶାନ୍ତି ଆଲୋଚନା

April 22, 2026

ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟଙ୍କ କଡା ଭର୍ତ୍ସନା: ବଙ୍ଗଳାରେ ବିଚାରପତିମାନେ ମଧ୍ୟ ସୁରକ୍ଷିତ ନୁହଁନ୍ତି

April 22, 2026

ପ୍ରଥମ ଚିଲିକା ପୁସ୍ତକ ମେଳା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

April 22, 2026
Latest News

ଇଥାନଲ୍ ଉପରେ ନିୟମ ପରିବର୍ତ୍ତନ କଲେ ସରକାର, ମହଙ୍ଗା ବିମାନ ଯାତ୍ରା ହେବ ଶସ୍ତା !

April 22, 2026

ଟ୍ରମ୍ପ ଦେଲେ ଖୁସି ଖବର: ଇରାନ ସହିତ ହୋଇପାରେ ଶାନ୍ତି ଆଲୋଚନା

April 22, 2026

ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟଙ୍କ କଡା ଭର୍ତ୍ସନା: ବଙ୍ଗଳାରେ ବିଚାରପତିମାନେ ମଧ୍ୟ ସୁରକ୍ଷିତ ନୁହଁନ୍ତି

April 22, 2026

ପ୍ରଥମ ଚିଲିକା ପୁସ୍ତକ ମେଳା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

April 22, 2026

ବ୍ରହ୍ମପୁର ରେଳ ଷ୍ଟେସନର ହେବ ଆଧୁନିକୀକରଣ; ୩ଟି ନୂଆ ଲାଇନ ସହ ଦକ୍ଷିଣ ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତିଫଳନ

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.