Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୌମ୍ୟରଂଜନ ପଟ୍ଟନାୟକଙ୍କୁ ନେଇ ଆସିଲା ବଡ ଖବର, ଏଥର ସେ ଲଢିବେ ନିର୍ବାଚନ, ଜାଣନ୍ତୁ କେଉଁ ଦଳ
ଆଜିର ଖବର

ସୌମ୍ୟରଂଜନ ପଟ୍ଟନାୟକଙ୍କୁ ନେଇ ଆସିଲା ବଡ ଖବର, ଏଥର ସେ ଲଢିବେ ନିର୍ବାଚନ, ଜାଣନ୍ତୁ କେଉଁ ଦଳ

May 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୌମ୍ୟରଂଜନ ପଟ୍ଟନାୟକଙ୍କୁ ନେଇ ଆସିଲା ବଡ ଖବର, ଏଥର ସେ ଲଢିବେ ନିର୍ବାଚନ, ଜାଣନ୍ତୁ କେଉଁ ଦଳ

ଭୁବନେଶ୍ବର: ବରିଷ୍ଠ ନେତା ସୌମ୍ୟରଂଜନ ପଟ୍ଟନାୟକଙ୍କୁ ନେଇ ଆସିଛି ବଡ ଖବର। ସେ ଖୁବ ଶିଘ୍ର ନିର୍ବାଚନ ମଇଦାନକୁ ଓହ୍ଲାଇବେ। ଆଉ ପ୍ରାର୍ଥୀ ହୋଇ ଭୋଟ ଭିକ୍ଷା କରିବେ। ତେବେ ତା ପୂର୍ବରୁ ସେ ବହୁ ସମର୍ଥକଙ୍କ ଗହଣରେ ଘଟଗାଁ ମା ତାରିଣୀଙ୍କୁ ଦର୍ଶନ କରି ଆର୍ଶିବାଦ ନେଇଛନ୍ତି। ସମର୍ଥକଙ୍କ ସହିତ ମାଙ୍କ ଦର୍ଶନ କରିବା ନେଇ ରାଜନୈତିକ ମହଲରେ ବେଶ ଚର୍ଚ୍ଚା ଚାଲିଛି। ଏଥର ସୌମ୍ୟରଂଜନ ପ୍ରାର୍ଥୀ ହେବେ ବୋଲି ସ୍ପଷ୍ଟ ହୋଇଛି।

ତେବେ ଦର୍ଶନ ସାରି ସେ ଗଣମାଧ୍ୟମକୁ କହିଛନ୍ତି ଯେ, ମୁଁ ବର୍ତ୍ତମାନ କୌଣସି ଦଳରେ ନାହିଁ। ବିଜେଡି ମୋତେ ବହିସ୍କାର କରିଛି। ତେବେ ଇତି ମଧ୍ୟରେ ବିଜେପି ତରଫରୁ ମୋ ସହିତ ଯୋଗାଯୋଗ କରାଯାଇଛି। ମୋତେ ପ୍ରାର୍ଥୀ କରିବା ପାଇଁ ସେମାନେ ଆଲୋଚନା କରିଛନ୍ତି। ମୁଖ୍ୟତଃ ଘଷିପୁରାରୁ ପ୍ରାର୍ଥୀ ହେବା ପାଇଁ ଏଠାକାର ଲୋକେ ମୋ ଉପରେ ଚାପ ପକାଉଛନ୍ତି। ତେବେ ବିଜେପିର ନିଷ୍ପତିକୁ ଅପେକ୍ଷା କରିଛି। ଏହା ଉପରେ ଖୁବ ଶିଘ୍ର ନିଷ୍ପତି ନେବି ବୋଲି ସୌମ୍ୟ ଗଣମାଧ୍ୟମକୁ କହିଛନ୍ତି।

odishaelection2024 ଓଡିଶାନିର୍ବାଚନ2024 ଘଷିପୁରା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ ସୌମ୍ୟରଞ୍ଜନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

କବାଡିରେ ଭାରତର ଚମତ୍କାର ଆରମ୍ଭ: ଜାପାନକୁ ପରାସ୍ତ କଲା ଟିମ ଇଣ୍ଡିଆ

September 21, 2026

Online Betting App Fraud: ଗଞ୍ଜାମରେ ସାଇବର ପୁଲିସର ବଡ଼ ଚଢ଼ଉ, ୩ ଗିରଫ

September 21, 2026

ଭାରତ ଠାରୁ ପାକିସ୍ତାନର ଶୋଚନୀୟ ପରାଜୟ: ଧୂଳି ଚଟାଇଲେ ଦେଶର ଝିଅ

September 21, 2026

କଣ୍ଟା ଭିତରେ ଲୁଚିଛି ବ୍ୟବସାୟ! କାକ୍ଟସ୍ ଚାଷରୁ ଆୟର ଅନେକ ରାସ୍ତା

September 21, 2026
Latest News

କବାଡିରେ ଭାରତର ଚମତ୍କାର ଆରମ୍ଭ: ଜାପାନକୁ ପରାସ୍ତ କଲା ଟିମ ଇଣ୍ଡିଆ

September 21, 2026

Online Betting App Fraud: ଗଞ୍ଜାମରେ ସାଇବର ପୁଲିସର ବଡ଼ ଚଢ଼ଉ, ୩ ଗିରଫ

September 21, 2026

ଭାରତ ଠାରୁ ପାକିସ୍ତାନର ଶୋଚନୀୟ ପରାଜୟ: ଧୂଳି ଚଟାଇଲେ ଦେଶର ଝିଅ

September 21, 2026

କଣ୍ଟା ଭିତରେ ଲୁଚିଛି ବ୍ୟବସାୟ! କାକ୍ଟସ୍ ଚାଷରୁ ଆୟର ଅନେକ ରାସ୍ତା

September 21, 2026

ନନ୍ଦନକାନନରେ ଓରାଙ୍ଗଉଟାନ୍ ଶାବକଙ୍କ ସ୍ୱାସ୍ଥ୍ୟ ସ୍ଥିର: ସିଝା ଗାଜର ଓ ବିନ୍ସ ଡାଏଟ୍‌ରେ ସାମିଲ

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.