Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜୟଙ୍କ ଜନ୍ମଦିନରେ ବିଗିଲ୍‌ର ପୋଷ୍ଟର ରିଲିଜ୍‌
ଆଜିର ଖବର

ବିଜୟଙ୍କ ଜନ୍ମଦିନରେ ବିଗିଲ୍‌ର ପୋଷ୍ଟର ରିଲିଜ୍‌

June 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
bigil poster realeser on vijays birthday
bigil poster realeser on vijays birthday

ତାମିଲ୍‌ ସୁପରଷ୍ଟାର ବିଜୟଙ୍କ ଜନ୍ମଦିନରେ ରିଲିଜ୍‌ ହୋଇଛି ବିଜୟଙ୍କ ୬୩ ତମ ଚଳଚିତ୍ର ବିଗିଲ୍‌ର ପୋଷ୍ଟର। ବିଜୟଙ୍କ ଜନ୍ମଦିନ ଅବସରରେ ଫିଲ୍ମର ନିର୍ଦ୍ଦେଶକ ଅଟ୍‌ଲୀ ଫିଲ୍ମର ପୋଷ୍ଟର ରିଲିଜ୍‌ କରାଇଛନ୍ତି। ଏହି ଫିଲ୍ମରେ ବିଜୟଙ୍କୁ ତିନୋଟି ଭିନ୍ନ ଭିନ୍ନ ରୂପରେ ଦେଖିବାକୁ ମିଳିଛି। ପ୍ରଥମଟିରେ ଜଣେ ମାଞ୍ଚେଷ୍ଟର ୟୁନାଇଟେଡ ଫୁଟବଲର ଭୂମିକାରେ ନଜର ଆସିଥିବା ବେଳେ ଅନ୍ୟଟିରେ କୋଟ ସୁ୍‌ଟ ପିନ୍ଧିଛନ୍ତି ଏବଂ ଅନ୍ୟ ଏକ ଭୂମିକାରେ ଲୁଙ୍ଗି ପିନ୍ଧିଥିବା ଜଣେ ବୟସ୍କ ଚରିତ୍ରରେ ନଜର ଆସିଛନ୍ତି। ଥେରୀ ଏବଂ ମର୍ଶାଲ୍‌ ପରେ ଏହା ଅଟ୍‌ଲୀଙ୍କ ସହିତ ବିଜୟଙ୍କ ତୃତୀୟ ଫିଲ୍ମ। ଏହି ଫିଲ୍ମର ପୋଷ୍ଟରକୁ ବିଜୟଙ୍କର ଜନ୍ମଦିନ ଭେଟି ବୋଲି କହିଛନ୍ତି ଅଟ୍‌ଲୀ।

movie poster release thesamikhsya vijay
Share. Facebook Twitter LinkedIn Email WhatsApp Copy Link

Related Posts

Netflixରେ ଛଟେଇ ଝଡ଼! ୧୦୦୦ କର୍ମଚାରୀଙ୍କ ଚାକିରି ଉପରେ ବିପଦ

October 14, 2026

ସାମ୍ବାଦିକ ଅଧିକୃତୀକରଣ କମିଟି ଗଠନ ପାଇଁ ପ୍ରେସ୍ କାଉନସିଲ୍‌ର ନିର୍ଦ୍ଦେଶ

October 14, 2026

ଓଡ଼ିଶା ପୋଲିସ ଚାକିରି ଆଶାୟୀଙ୍କ ପାଇଁ ଖବର, ୨୯ ତାରିଖ ସୁଦ୍ଧା ଶେଷ କରନ୍ତୁ ଏହି କାମ

October 14, 2026

ଜ୍ଞାନେଶ କୁମାରଙ୍କୁ ଟାର୍ଗେଟ୍ କଲେ ପ୍ରଶାନ୍ତ କିଶୋର, ନିର୍ବାଚନ କମିଶନଙ୍କ ଭୂମିକା ଉପରେ ପ୍ରଶ୍ନ

October 14, 2026
Latest News

ଏନ୍‌ଏସ୍‌ଏପି ଅବଧି ୫ ବର୍ଷ ବୃଦ୍ଧି

October 14, 2026

Netflixରେ ଛଟେଇ ଝଡ଼! ୧୦୦୦ କର୍ମଚାରୀଙ୍କ ଚାକିରି ଉପରେ ବିପଦ

October 14, 2026

ସାମ୍ବାଦିକ ଅଧିକୃତୀକରଣ କମିଟି ଗଠନ ପାଇଁ ପ୍ରେସ୍ କାଉନସିଲ୍‌ର ନିର୍ଦ୍ଦେଶ

October 14, 2026

ଓଡ଼ିଶା ପୋଲିସ ଚାକିରି ଆଶାୟୀଙ୍କ ପାଇଁ ଖବର, ୨୯ ତାରିଖ ସୁଦ୍ଧା ଶେଷ କରନ୍ତୁ ଏହି କାମ

October 14, 2026

ଜ୍ଞାନେଶ କୁମାରଙ୍କୁ ଟାର୍ଗେଟ୍ କଲେ ପ୍ରଶାନ୍ତ କିଶୋର, ନିର୍ବାଚନ କମିଶନଙ୍କ ଭୂମିକା ଉପରେ ପ୍ରଶ୍ନ

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.