Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସ୍କା ଲୋକସଭା କ୍ଷେତ୍ରରେ ବିଜେଡିର ସର୍ବାଧିକ ମହିଳା ପ୍ରାର୍ଥୀ, ଜିତାଇବା ପାଇଁ ପାଣ୍ଡିଆନଙ୍କ ନିବେଦନ
ଆଜିର ଖବର

ଆସ୍କା ଲୋକସଭା କ୍ଷେତ୍ରରେ ବିଜେଡିର ସର୍ବାଧିକ ମହିଳା ପ୍ରାର୍ଥୀ, ଜିତାଇବା ପାଇଁ ପାଣ୍ଡିଆନଙ୍କ ନିବେଦନ

May 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସ୍କା ଲୋକସଭା କ୍ଷେତ୍ରରେ ବିଜେଡିର ସର୍ବାଧିକ ମହିଳା ପ୍ରାର୍ଥୀ, ଜିତାଇବା ପାଇଁ ପାଣ୍ଡିଆନଙ୍କ ନିବେଦନ

ଭୁବନେଶ୍ବର: ବିଜୁ ଜନତା ଦଳ ଏଥର ଆସ୍କା ଲୋକସଭା କ୍ଷେତ୍ରରେ ସର୍ବାଧିକ ମହିଳା ପ୍ରାର୍ଥୀ ଛିଡା କରିଛି। ଦଳର ଯେଉଁ ନାରା ରହିଛି ମହିଳା ଶସକ୍ତିକରଣ ଏବଂ ମହିଳା ସଂରକ୍ଷଣ, ସେ ନେଇ ଦଳ ମାପିଚୁପି କାର୍ଯ୍ୟ କରିଛି। ଯାହାର ପ୍ରମାଣ ମିଳିଛି ଆସ୍କା ଲୋକସଭା କ୍ଷେତ୍ରରେ ବିଜେଡିର ମହିଳା ପ୍ରାର୍ଥୀ। ଏଥର ବିଜେଡି ଏହି ଲୋକସଭା କ୍ଷେତ୍ରରେ ଅଧିକରୁ ଅଧିର ମହିଳାଙ୍କୁ ନିର୍ବାଚନ ମଇଦାନରେ ଛିଡା କରିଛି।

ଆସ୍କା ଲୋକସଭାପ ସାତଟି ବିଧାନସଭା ମଧ୍ୟରେ କେବଳ ହିଞ୍ଜିଳିରୁ ନବୀନ ପଟ୍ଟନାୟକ ଏବଂ ଛତ୍ରପୁରରୁ ଶ୍ରୀକାନ୍ତ ସାହୁଙ୍କୁ ଛାଡିଦେଲେ ଅନ୍ୟ ଆସନରେ ମହିଳା ପ୍ରାର୍ଥୀ। କବିସୂର୍ଯ୍ୟ ନିଗରରେ ଲତିକା ପ୍ରଧାନ, ଖଲ୍ଲିକୋଟରୁ ସୂର୍ଯ୍ୟମଣି ବୈଦ, ଆସ୍କାରୁ ମଂଜୁଳା ସ୍ବାଇଁ, ସୋରଡାରୁ ସଂଘମିତ୍ରା ସ୍ବାଇଁ, ସାନକ୍ଷେମୁଣ୍ଡିରୁ ଗୀତାଞ୍ଜଳି ସୁଲକ୍ଷଣା ଦେବୀ।

ସେହିପରି ଆସ୍କା ଲୋକସଭା ପାଇଁ ବିଜେଡି ମଧ୍ୟ ଜଣେ ମହିଳାଙ୍କୁ ପ୍ରାର୍ଥୀ କରିଛି। ସେ ହେଉଛନ୍ତି ରଂଜିତା ସାହୁ। ଏହି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ପ୍ରଚାରରେ ଯୋଗଦେଇ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।

odishaelection2024
Share. Facebook Twitter LinkedIn Email WhatsApp Copy Link

Related Posts

ସୁନା କିଣିବାକୁ ଯୋଜନା କରୁଛନ୍ତି କି?: ଜାଣନ୍ତୁ ଆଜିର ମୂଲ୍ୟ

July 21, 2026

ଏବେ ଦିଲ୍ଲୀ ନିକଟରେ ପହଞ୍ଚିଲେ ଚାଷୀ: ବନ୍ଦ ହେଲା ଶମ୍ଭୁ ସୀମା, ହାଇ ଆଲର୍ଟ ଜାରି

July 21, 2026

ଶାମି ଏବଂ ସିରାଜଙ୍କ ସମର୍ଥନରେ ଆସିଲେ ଏହି ଅଭିଜ୍ଞ କ୍ରିକେଟର: ଗମ୍ଭୀର କଲେ ସମାଲୋଚନା

July 21, 2026

୬୬ତମ ଓଡ଼ିଶା ରାଜ୍ୟ ଜୁନିୟର ଓ ସବ୍-ଜୁନିୟର ସନ୍ତରଣ ପ୍ରତିଯୋଗିତା ଆରମ୍ଭ

July 21, 2026
Latest News

ସୁନା କିଣିବାକୁ ଯୋଜନା କରୁଛନ୍ତି କି?: ଜାଣନ୍ତୁ ଆଜିର ମୂଲ୍ୟ

July 21, 2026

ଏବେ ଦିଲ୍ଲୀ ନିକଟରେ ପହଞ୍ଚିଲେ ଚାଷୀ: ବନ୍ଦ ହେଲା ଶମ୍ଭୁ ସୀମା, ହାଇ ଆଲର୍ଟ ଜାରି

July 21, 2026

ଶାମି ଏବଂ ସିରାଜଙ୍କ ସମର୍ଥନରେ ଆସିଲେ ଏହି ଅଭିଜ୍ଞ କ୍ରିକେଟର: ଗମ୍ଭୀର କଲେ ସମାଲୋଚନା

July 21, 2026

୬୬ତମ ଓଡ଼ିଶା ରାଜ୍ୟ ଜୁନିୟର ଓ ସବ୍-ଜୁନିୟର ସନ୍ତରଣ ପ୍ରତିଯୋଗିତା ଆରମ୍ଭ

July 21, 2026

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.