Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ଉପକୂଳ ଅଂଚଳ ରେ ଗ୍ରୀଷ୍ମ ପ୍ରବାହ ହ୍ରାସ
ଆଜିର ଖବର

ଓଡିଶା ଉପକୂଳ ଅଂଚଳ ରେ ଗ୍ରୀଷ୍ମ ପ୍ରବାହ ହ୍ରାସ

May 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଉତ୍ତର ପଶ୍ଚିମ ଦିଗରୁ ହେଉଥିବା ବାୟୁ ପ୍ରବାହରେ ପରିବର୍ତ୍ତନ ଯୋଗୁଁ ଓଡିଶାର ଉପକୂଳ ଅଂଚଳରେ ପ୍ରବଳ ଗ୍ରୀଷ୍ମ ଉତାପ ହ୍ରାସ ପାଇଛି।

ଏଥିପାଇଁ ମେ ୧୨ ତାରିଖ ପର୍ଯ୍ୟନ୍ତ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା କମ୍ ରହିଥିବା ବେଳେ ଆଭ୍ୟନ୍ତରୀଣ ଓଡିଶାରେ ଗ୍ରୀଷ୍ମ ପ୍ରବାହ ମେ ୬ ପର୍ଯ୍ୟନ୍ତ ଜାରି ରହିବ ବୋଲି ସୋଆ ବିଶ୍ୱବିଦ୍ୟାଳୟ ପରିଚାଳିତ ସେଂଟର ଫର ଏନ୍‌ଭାଇରନମେଂଟ ଆଣ୍ଡ କ୍ଳାଇମେଟ (ସିଇସି) ପକ୍ଷରୁ କୁହାଯାଇଛି।

ଏହି ସମୟରେ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ଦିନର ତାପମାତ୍ରା ୪୦ରୁ ୪୩ ଡିଗ୍ରୀ ସେଲସିଅସ ରହିବା ସମ୍ଭାବନା ଥିବାବେଳେ ଉପକୂଳ ଓଡିଶାରେ ତାପମାତ୍ରା ୩୮ରୁ ୪୧ ଡିଗ୍ରୀ ସେଲସିଅସ ରହିବ ବୋଲି ସିଇସିର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି।
ଆଭ୍ୟନ୍ତରୀଣ ଓଡିଶାରେ ମେ ୭ରୁ ୧୨ ମଧ୍ୟରେ ଦିନର ତାପମାତ୍ରା ୩୬ ରୁ ୪୦ ଡିଗ୍ରୀ ସେଲସିଅସ ରହିବ।

ଉପକୂଳ ଓଡିଶାରେ ଏହି ସମୟରେ ଦିନର ତାପମାତ୍ରା ୩୫ ରୁ ୩୯ ଡିଗ୍ରୀ ସେଲସିଅସ ରହିବାର ସମ୍ଭାବନା ଅଛି ଏବଂ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ମେ ୬ ରୁ ୧୦ ମଧ୍ୟରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଡ. ସାହୁ କହିଛନ୍ତି।

ଓଡ଼ିଶା ଉପକୂଳ ଗ୍ରୀଷ୍ମ ପ୍ରବାହ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ ପାଇଁ ବିଜେପିରୁ ନାମାଙ୍କନ ଭରିଲେ ଦେବାଶିଷ ସାମନ୍ତରାୟ

June 5, 2026

ଦୁଇ-ତୃତୀୟାଂଶ ଲକ୍ଷ୍ୟରେ ଏନଡ଼ିଏ : ୨୪ ଆସନ ନିର୍ବାଚନରେ ବଦଳିବ କି ସଂସଦୀୟ ସମୀକରଣ?

June 5, 2026

RBI Repo Rate: ଅପରିବର୍ତ୍ତିତ ରହିଲା ଚଳିତ ଆର୍ଥିକ ବର୍ଷର ରେପୋ ରେଟ, ଆରବିଆଇର ଘୋଷଣା

June 5, 2026

ଉଚ୍ଚ ଯୋଗ୍ୟତା ଲୁଚାଇ ଚାକିରି ପାଇବା ଅନ୍ୟାୟ: ସୁପ୍ରିମକୋର୍ଟ

June 5, 2026
Latest News

ରାଜ୍ୟସଭା ନିର୍ବାଚନ ପାଇଁ ବିଜେପିରୁ ନାମାଙ୍କନ ଭରିଲେ ଦେବାଶିଷ ସାମନ୍ତରାୟ

June 5, 2026

ଦୁଇ-ତୃତୀୟାଂଶ ଲକ୍ଷ୍ୟରେ ଏନଡ଼ିଏ : ୨୪ ଆସନ ନିର୍ବାଚନରେ ବଦଳିବ କି ସଂସଦୀୟ ସମୀକରଣ?

June 5, 2026

UP CM Birthday: ଯୋଗୀ ଆଦିତ୍ୟନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 5, 2026

ବିଜେପିକୁ ବଡ଼ ଝଟକା! ଦଳ ଛାଡ଼ି ନୂଆ ରାଜନୈତିକ ଆନ୍ଦୋଳନର ଆରମ୍ଭ କଲେ ଅନ୍ନାମଲାଇ

June 5, 2026

RBI Repo Rate: ଅପରିବର୍ତ୍ତିତ ରହିଲା ଚଳିତ ଆର୍ଥିକ ବର୍ଷର ରେପୋ ରେଟ, ଆରବିଆଇର ଘୋଷଣା

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.