Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପି ଟିକେଟ ନ ଦେବାରୁ ରାଗିଲେ ସୌମ୍ୟରଂଜନ, ଘସିପୁରାରୁ ହେବେ ସ୍ବାଧୀନ ପ୍ରାର୍ଥୀ
ଆଜିର ଖବର

ବିଜେପି ଟିକେଟ ନ ଦେବାରୁ ରାଗିଲେ ସୌମ୍ୟରଂଜନ, ଘସିପୁରାରୁ ହେବେ ସ୍ବାଧୀନ ପ୍ରାର୍ଥୀ

May 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗୋଟିଏ ଦିନ ପୂର୍ବରୁ ସୌମ୍ୟରଂଜନ ପଟ୍ଟନାୟକ ମା ତାରେଣୀଙ୍କୁ ଦର୍ଶନ କରି କହିଲେ ବିଜେପିରୁ ଟିକେଟ ଅଫର ଅଛି। ହେଲେ ତା ପରଦିନ ବିଜେପିର ତାଲିକା ବାହାରିଲା ବେଳକୁ ଘସିପୁରାରେ ପ୍ରାର୍ଥୀ ହେଲେ ଶମ୍ବୁନାଥ ରାଉତ। ଯାହାକୁ ନେଇ ଖୋଦ ସୌମ୍ୟରଂଜନ ପଟ୍ଟନାୟକ ଆଶ୍ଚର୍ଯ୍ୟ ହୋଇଯାଇଥିଲା।

ବର୍ତ୍ତମାନ କୌଣସି ଦଳ ଟିକେଟ ନ ଦେବାରୁ ସୌମ୍ୟରଂଜନ ସ୍ବାଧୀନ ପ୍ରାର୍ଥୀ ହେବେ ବୋଲି ଘୋଷଣା କରିଛନ୍ତି। କାରଣ ତାଙ୍କର ବଡ ଆଶା ଥିଲା ବିଜେପିରୁ ଟିକେଟ ନିଶ୍ଚିତ ମିଳିବ। ତାହା ନ ହେବାରୁ ସେ ବର୍ତ୍ତମାନ ସ୍ବାଧୀନ ପ୍ରାର୍ଥୀ ହେବେ।

Share. Facebook Twitter LinkedIn Email WhatsApp Copy Link

Related Posts

ସେକ୍ସ ରାକେଟ ଠାବ: ୫ ଯୁବକ ଓ ଯୁବତୀ ଅଟକ

March 26, 2026

ସହକାରୀ ଯନ୍ତ୍ରୀଙ୍କୁ ଭିଜିଲାନ୍ସ ଚାବୁକ: ୫ ଟି ସ୍ଥାନରେ ଚଢାଉ ଜାରି

March 26, 2026

ଆଜି ଲିଙ୍ଗରାଜ ମହାପ୍ରଭୁଙ୍କ ରୂକୁଣା ରଥଯାତ୍ରା: ଜାଣନ୍ତୁ ଏହାର ପ୍ରଥା ଓ ପରମ୍ପରା

March 26, 2026

ରାମ ନବମୀରେ ପ୍ରଭୃ ଶ୍ରୀରାମଙ୍କୁ ଅର୍ପଣ କରନ୍ତୁ ଏହି ପାରଂପାରିକ ଭୋଗ

March 26, 2026
Latest News

ସେହି ପାଞ୍ଚ “ବନ୍ଧୁ” ଦେଶ କିଏ?: ଯାହାଙ୍କ ପାଇଁ ଖୋଲାଅଛି ହରମୁଜ୍

March 26, 2026

ସେକ୍ସ ରାକେଟ ଠାବ: ୫ ଯୁବକ ଓ ଯୁବତୀ ଅଟକ

March 26, 2026

ସହକାରୀ ଯନ୍ତ୍ରୀଙ୍କୁ ଭିଜିଲାନ୍ସ ଚାବୁକ: ୫ ଟି ସ୍ଥାନରେ ଚଢାଉ ଜାରି

March 26, 2026

ଆଜି ଲିଙ୍ଗରାଜ ମହାପ୍ରଭୁଙ୍କ ରୂକୁଣା ରଥଯାତ୍ରା: ଜାଣନ୍ତୁ ଏହାର ପ୍ରଥା ଓ ପରମ୍ପରା

March 26, 2026

ରାମ ନବମୀରେ ପ୍ରଭୃ ଶ୍ରୀରାମଙ୍କୁ ଅର୍ପଣ କରନ୍ତୁ ଏହି ପାରଂପାରିକ ଭୋଗ

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.