Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମିଶନ ଶକ୍ତି ସଚିବ ପଦରୁ ହଟିଲେ ସୁଜାତା କାର୍ତ୍ତିକେୟନ, ଶାଳିନୀ ପଣ୍ଡିତଙ୍କୁ ଅତିରିକ୍ତ ଦାୟିତ୍ବ
ଆଜିର ଖବର

ମିଶନ ଶକ୍ତି ସଚିବ ପଦରୁ ହଟିଲେ ସୁଜାତା କାର୍ତ୍ତିକେୟନ, ଶାଳିନୀ ପଣ୍ଡିତଙ୍କୁ ଅତିରିକ୍ତ ଦାୟିତ୍ବ

May 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ମିଶନ ଶକ୍ତି ସଚିବ ପଦରୁ ହଟିଲେ ସୁଜାତା କାର୍ତ୍ତିକେୟନ, ଶାଳିନୀ ପଣ୍ଡିତଙ୍କୁ ଅତିରିକ୍ତ ଦାୟିତ୍ବ

ଭୁବନେଶ୍ବର: ଆଜି ରାଜ୍ୟ ସରକାର ଆଇଏଏସ ସ୍ତରରେ ଛୋଟ ଅଦବଦଳ କରିଛନ୍ତି। ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ ପରେ ମିଶନଶକ୍ତି ସଚିବ ପଦରୁ ହଟିଛନ୍ତି ସୁଜାତା କାର୍ତ୍ତିକେୟନ। ତାଙ୍କୁ ଆଜି ସରକାର ଅର୍ଥ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ପୂର୍ବରୁ ନିର୍ବାଚନ କମିଶନର ସୁଜାତାଙ୍କୁ ଲୋକଙ୍କ ସହିତ ଜଡିତ ନ ଥିବା ବିଭାଗକୁ ବଦଳି କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।

ସେହିପରି ସ୍ବାସ୍ଥ୍ୟ ବିଭାଗର ସଚିବ ଶାଳିନୀ ପଣ୍ଡିତଙ୍କୁ ମିସନଶକ୍ତି ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି। ସେ ମଧ୍ୟ ସୁଜାତାଙ୍କ ପାଖରେ ଥିବା ଓଡିଶା ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ରହିବେ। ମିଶନଶକ୍ତିର ସଚିବ ଥିବା ସୁଜାତା କାର୍ତ୍ତିକେୟନ ହେଉଛନ୍ତି ବିଜେଡି ନେତା ତଥା ପୂର୍ବତନ ଆଇଏଏସ କାର୍ତ୍ତିକ ପାଣ୍ଡିଆନଙ୍କ ଧର୍ମପତ୍ନୀ। ସେ ବିଜେଡି ପାଇଁ କାମ କରୁଛନ୍ତି ବୋଲି ବିଜେପି ତରଫରୁ ଅଭିଯୋଗ ହୋଇଥିଲା।

odishaelection2024 ଓଡିଶାନିର୍ବାଚନ2024 ମିଶନଶକ୍ତି ସୁଜାତା କାର୍ତ୍ତିକେୟନ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.