Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ବାଚନ ପ୍ରଚାର ସମୟରେ ଅସୁସ୍ଥ ହେଲେ ବିଜେପିର କେନ୍ଦ୍ରାପଡା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା, ନେବେ ବିଶ୍ରାମ
ଆଜିର ଖବର

ନିର୍ବାଚନ ପ୍ରଚାର ସମୟରେ ଅସୁସ୍ଥ ହେଲେ ବିଜେପିର କେନ୍ଦ୍ରାପଡା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା, ନେବେ ବିଶ୍ରାମ

May 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ନିର୍ବାଚନ ପ୍ରଚାର ସମୟରେ ଅସୁସ୍ଥ ହେଲେ ବିଜେପିର କେନ୍ଦ୍ରାପଡା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା, ନେବେ ବିଶ୍ରାମ

ଭୁବନେଶ୍ବର: ବର୍ତ୍ତମାନ ଓଡିଶାର ଯେଉଁ କେତୋଟି ଲୋକସଭା ନିର୍ବାଚନ ଟକ୍କର ହେଉଛି ସେଥିମଧ୍ୟରୁ ଗୋଟିଏ ହେଉଛି କେନ୍ଦ୍ରାପଡା। ଏହି ନିର୍ବାଚନ ମଣ୍ଡଳିରେ ବିଜେପିର ଟାଣୁଆ ନେତା ବୈଜୟନ୍ତ ପଣ୍ଡାଙ୍କ ସହିତ ମୁକାବିଲା ହେଉଛି ବିଜେଡିର ଅଂଶୁମାନ ମହାନ୍ତିଙ୍କ ସହିତ। ପ୍ରଚାର ଜୋରଦାର ଚାଲିଥିବା ବେଳେ ବିଜେପି ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଅସୁସ୍ଥ ହୋଇଛନ୍ତି।

ପ୍ରଚାର ସମୟରେ ବୈଜୟନ୍ତ ହଠାତ ଆଖିରେ ଯନ୍ତ୍ରଣା ଅନୁଭବ କଲେ। ପରେ ଡାକ୍ତରଙ୍କୁ ଦେଖାଇବା ପରେ ତୁରନ୍ତ ଅପରେସନର ଆବଶ୍ୟକତା ରହିଛି ବୋଲି ପରାମର୍ଶ ଦିଆଗଲା। ସେହି ଅନୁସାରେ ଡାକ୍ତର ବୈଜୟନ୍ତ ପଣ୍ଡା ଆଖିରେ ଅପରେସନ କରିଛନ୍ତି। ସେଥିପାଇଁ ସେ କିଛିଦିନ ବିଶ୍ରାମ କରିବେ ବୋଲି ଡାକ୍ତର କହିଥିବାରୁ ସେ ପ୍ରଚାରରୁ ଦୂରେଇ ରହିବେ।

odishaelection2024 ଓଡିଶା ନିର୍ବାଚନ କେନ୍ଦ୍ରାପଡା ଲୋକସଭା ବୈଜୟନ୍ତ ପଣ୍ଡା
Share. Facebook Twitter LinkedIn Email WhatsApp Copy Link

Related Posts

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026
Latest News

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026

୩୫ ବର୍ଷର ଜମି ଜଟିଳତାର ଅନ୍ତ: କେ-୭ ପ୍ଲଟ୍‌ ନେଇ ୨ଶହରୁ ଅଧିକ ମାମଲାର ଫଇସଲା

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.