Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକା ଭୋଟରଙ୍କୁ ପ୍ରଭାବିତ କରୁଛନ୍ତି ଛତିଶଗଡ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ, ବିଜେଡି କଲା ଅଭିଯୋଗ
ଆଜିର ଖବର

ଚିଲିକା ଭୋଟରଙ୍କୁ ପ୍ରଭାବିତ କରୁଛନ୍ତି ଛତିଶଗଡ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ, ବିଜେଡି କଲା ଅଭିଯୋଗ

May 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକା ଭୋଟରଙ୍କୁ ପ୍ରଭାବିତ କରୁଛନ୍ତି ଛତିଶଗଡ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ, ବିଜେଡି କଲା ଅଭିଯୋଗ

ଭୁବନେଶ୍ବର: ଛତିଶଗଡ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ବିରୋଧରେ ନିର୍ବାଚନ ଆଚରଣ ଵିଧି ଉଲଂଘନ ଅଭିଯୋଗ ଆଣିଛି ବିଜେଡି। ଏ ନେଇ ଇ-ମେଲ ଜରିଆରେ ଜାତୀୟ ନିର୍ବାଚନ କମିସନଙ୍କୁ ଅବଗତ କରିଛି ଦଳ। ଯାହାର ଏକ କପି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାଖଲ କରିଛି ବିଜେଡି।

ବିଜେଡିର ଅଭିଯୋଗ ହେଲା ଯେ, ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଗତ ଏପ୍ରିଲ 30 ରୁ ମେ 4 ମେ ପର୍ଯ୍ୟନ୍ତ ଭୁବନେଶ୍ବରରେ ଥିଲେ। ଏହା ଭିତରେ ସେ ନିଜ ଭୁବନେଶ୍ୱର ବାସଭବନରେ ଚିଲିକା ନିର୍ବାଚନ ମଣ୍ଡଳୀ ଲୋକଙ୍କୁ ନେଇ ବୈଠକ କରିବା ସହ ଫୋନ ଯୋଗେ ମଧ୍ୟ ନିଜ ପୁଅ ପୃଥ୍ୱୀରାଜ ହରିଚନ୍ଦନ ଯିଏ କି ବିଜେପିର ଚିଲିକା ପ୍ରାର୍ଥୀ ଅଛନ୍ତି ତାଙ୍କ ସପକ୍ଷରେ ଭୋଟ ଦେବାକୁ ସେ ପରୋକ୍ଷରେ ନିବେଦନ କରିଛନ୍ତି।

ଏକ ସାମ୍ବିଧାନିକ ପଦବୀରେ ରହି ଏପରି କରିବା ନିର୍ବାଚନ ଆଚରଣ ଵିଧିର ଉଲଂଘନ। ଏହାର ତଦନ୍ତ ପାଇଁ ଦାବି କରିବା ସହ ନିର୍ବାଚନ ସମୟରେ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଓଡ଼ିଶା ଆସିବା ଉପରେ ଅଙ୍କୁଶ ଲଗାଇବାକୁ ବିଜେଡି ଦାବୀ କରିଛି।

odishaelection2024 ଓଡିଶା ନିର୍ବାଚନ 2024 ନିର୍ବାଚନ ଅଧିକାରୀ ନିର୍ବାଚନ ଆଚରଣ ବିଧି ଉଲଙ୍ଘନ ବିଜେଡିର ଅଭିଯୋଗ
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ରେଳ ଷ୍ଟେସନର ଆଧୁନିକୀକରଣ କାର୍ଯ୍ୟ ପାଇଁ ଟ୍ରେନ୍ ସେବାରେ ପରିବର୍ତ୍ତନ

August 24, 2026

ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ବିଜେପି ରେ ଯୋଗଦେଲେ ଅନେକ ବିଜେଡି କର୍ମକର୍ତ୍ତା

August 24, 2026

ଆଜି ଜାରି ହେବ ନାହିଁ NEET PG 2026 ଆଡମିଟ୍ କାର୍ଡ: ବଦଳିଲା ତାରିଖ

August 24, 2026

ପ୍ରତିଷ୍ଠିତ ସାହିତ୍ୟିକ ତଥା ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ଉପସଭାପତି ଗିରି ଦଣ୍ଡସେନାଙ୍କ ପରଲୋକ

August 24, 2026
Latest News

ପୁରୀ ରେଳ ଷ୍ଟେସନର ଆଧୁନିକୀକରଣ କାର୍ଯ୍ୟ ପାଇଁ ଟ୍ରେନ୍ ସେବାରେ ପରିବର୍ତ୍ତନ

August 24, 2026

ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ବିଜେପି ରେ ଯୋଗଦେଲେ ଅନେକ ବିଜେଡି କର୍ମକର୍ତ୍ତା

August 24, 2026

ଆଜି ଜାରି ହେବ ନାହିଁ NEET PG 2026 ଆଡମିଟ୍ କାର୍ଡ: ବଦଳିଲା ତାରିଖ

August 24, 2026

ପ୍ରତିଷ୍ଠିତ ସାହିତ୍ୟିକ ତଥା ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ଉପସଭାପତି ଗିରି ଦଣ୍ଡସେନାଙ୍କ ପରଲୋକ

August 24, 2026

ଦେବୋତ୍ତର ଆଇନ ୧୯୫୧ରେ ଆବଶ୍ୟକ ସଂଶୋଧନ ନେଇ ଉଚ୍ଚସ୍ତରୀୟ ବୈଠକ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.