Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତ – ଆଫଗାନିସ୍ତାନ ମୁକାବିଲା : ଆଫଗାନିସ୍ତାନ ସମ୍ମୁଖରେ 225 ରନ୍‌ର ବିଜୟ ଲକ୍ଷ୍ୟ
ଆଜିର ଖବର

ଭାରତ – ଆଫଗାନିସ୍ତାନ ମୁକାବିଲା : ଆଫଗାନିସ୍ତାନ ସମ୍ମୁଖରେ 225 ରନ୍‌ର ବିଜୟ ଲକ୍ଷ୍ୟ

June 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
afghanistan need 225 to win
afghanistan need 225 to win

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଚଳିତ ବିଶ୍ବକପ୍‌ର 28 ତମ ମ୍ୟାଚ୍‌ ଖେଳାଯାଇଛି । ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ବିରାଟ କୋହଲିଙ୍କ ଭାରତୀୟ ଦଳ ନିର୍ଦ୍ଧାରିତ ଓଭରରେ 8 ଓ୍ବିକେଟ୍‌ ହରାଇ 224 ରନ୍‌ ସଂଗ୍ରହ କରିଛି । ଭାରତ ପକ୍ଷରୁ ଅଧିନାୟକ ବିରାଟ କୋହଲି ସର୍ବାଧିକ 67 ରନ୍‌ ସଂଗ୍ରହ କରିଥିଲେ । ପିଚ୍‌ରେ ବଲ୍‌ ତଳୁଆ ଏବଂ ଅସମାନ ବାଉନ୍ସ ରହିଥିବାରୁ ବ୍ୟାଟିଂ ସହଜ ନଥିଲା । ଅନ୍ୟମାନଙ୍କ ମଧ୍ୟରେ କେଦାର ଜାଦବ 52 ରନ୍‌ ସଂଗ୍ରହ କରିଥିଲେ । କୋହଲି 63 ବଲ୍‌ରୁ 5 ଚୌକା ଜରିଆରେ 67 ରନ୍‌ ସଂଗ୍ରହ କରିଥିବା ବେଳେ ଜାଦବ 68ଟି ବଲ୍‌ରୁ 3 ଚୌକା ଏବଂ 1 ଛକ୍କା ଜରିଆରେ 52 ରନ୍‌ ସଂଗ୍ରହ କରିଥିଲେ । ଗତ ମ୍ୟାଚ୍‌ର ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ ରୋହିତ ଶର୍ମା ମାତ୍ର 1 ରନ୍‌ କରି ଆଉଟ୍‌ ହୋଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଲୋକେଶ ରାହୁଲ(30), ବିଜୟ ଶଙ୍କର(29) ଏବଂ ମହେନ୍ଦ୍ର ସିଂ ଧୋନୀ ପ୍ରମୁଖ ଭଲ ଆରମ୍ଭ ପାଇଥିଲେ ମଧ୍ୟ ଏହାକୁ ବଡ ସ୍କୋରରେ ରୂପାନ୍ତରିତ କରିବାରେ ବିଫଳ ହୋଇଥିଲେ । ଆଫଗାନ୍‌ ବୋଲରଙ୍କ ମଧ୍ୟରେ ମହମ୍ମଦ ନବି ଏବଂ ଗୁଲବାଦିନ ନାଇବ 2ଟି ଲେଖାଏଁ ଓ୍ବିକେଟ ଅକ୍ତିଆର କରିଥିଲେ । ମୁଜିବ୍‌ ଉର୍‌ ରେହମାନ ନିଜ କୋଟାରେ ମିତବ୍ୟୟୀ ବୋଲିଂ କରି ମାତ୍ର 26 ରନ୍‌ ପ୍ରଦାନ କରି ରୋହିତ ଶର୍ମାଙ୍କ ଓ୍ବିକେଟ ହାସଲ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଆପଣଙ୍କ ଆକାଉଣ୍ଟରେ ଜମା ହୋଇନାହିଁ କି ସମ୍ମାନ ନିଧି ଟଙ୍କା?: ଏଠାରେ ଦାଖଲ କରନ୍ତୁ ଅଭିଯୋଗ

March 14, 2026

ଜେଲରୁ ମୁକ୍ତ ହେବେ ସୋନମ ୱାଙ୍ଗଚୁକ: ଲଦାଖ ହିଂସା ଉପରେ ମୋଦି ସରକାରଙ୍କ ନିଷ୍ପତ୍ତି

March 14, 2026

“ପ୍ରକୃତ ପରୀକ୍ଷା ଆସିବା ବାକି ଅଛି”: ସୌରଭ ଗାଙ୍ଗୁଲିଙ୍କ ଗୌତମ ଗମ୍ଭୀରଙ୍କୁ ସ୍ପଷ୍ଟ ଚେତାବନୀ

March 14, 2026

NEET MDS 2026 ପାଇଁ ଆବେଦନ ପ୍ରକ୍ରିୟା ଜାରି: ମାର୍ଚ୍ଚ 30 ସୁଦ୍ଧା କରନ୍ତୁ ପଞ୍ଜୀକରଣ

March 14, 2026
Latest News

ଆପଣଙ୍କ ଆକାଉଣ୍ଟରେ ଜମା ହୋଇନାହିଁ କି ସମ୍ମାନ ନିଧି ଟଙ୍କା?: ଏଠାରେ ଦାଖଲ କରନ୍ତୁ ଅଭିଯୋଗ

March 14, 2026

ଜେଲରୁ ମୁକ୍ତ ହେବେ ସୋନମ ୱାଙ୍ଗଚୁକ: ଲଦାଖ ହିଂସା ଉପରେ ମୋଦି ସରକାରଙ୍କ ନିଷ୍ପତ୍ତି

March 14, 2026

ବଡ଼ ପରିବର୍ତ୍ତନ ଆଣିଲା CBSE: ଏବେ କପି କରି ଧାରା ହେଲେ ପାସ୍ ହେବା ଅସମ୍ଭବ

March 14, 2026

“ପ୍ରକୃତ ପରୀକ୍ଷା ଆସିବା ବାକି ଅଛି”: ସୌରଭ ଗାଙ୍ଗୁଲିଙ୍କ ଗୌତମ ଗମ୍ଭୀରଙ୍କୁ ସ୍ପଷ୍ଟ ଚେତାବନୀ

March 14, 2026

NEET MDS 2026 ପାଇଁ ଆବେଦନ ପ୍ରକ୍ରିୟା ଜାରି: ମାର୍ଚ୍ଚ 30 ସୁଦ୍ଧା କରନ୍ତୁ ପଞ୍ଜୀକରଣ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.