Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ରୋଡ ସୋ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଜାଣନ୍ତୁ କେବେ ଏବଂ କେଉଁ ସ୍ଥାନରୁ
ଆଜିର ଖବର

ଭୁବନେଶ୍ବରରେ ରୋଡ ସୋ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଜାଣନ୍ତୁ କେବେ ଏବଂ କେଉଁ ସ୍ଥାନରୁ

May 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ ରୋଡ ସୋ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଜାଣନ୍ତୁ କେବେ ଏବଂ କେଉଁଠି

ଭୁବନେଶ୍ବର: ରବିବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶାରେ ପ୍ରଚାର କରି ଫେରିଯାଇଛନ୍ତି। ତେବେ ଏହି ଗସ୍ତ ସମୟରେ ସେ ବ୍ରହ୍ମପୁର ଓ ନବରଂଗପୁରରେ ଜନସଭା କରିଛନ୍ତି। ତେବେ ସେ ଭୁବନେଶ୍ବରରେ ପ୍ରଚାର କରି ନାହାଁନ୍ତି। ଭୁବନେଶ୍ବରରେ ମୋଦୀଙ୍କର ଏକ ବିରାଟ ରୋଡ ସୋ କରାଯିବାର ଆୟୋଜନ ଚାଲିଛି। ସେଥିପାଇଁ ରାଜ୍ୟ ବିଜେପି ବେଶ ଚଳଚଞ୍ଚଳ ହୋଇପଡିଛି।

ପ୍ରଧାନମନ୍ତ୍ରୀ ମୋଦୀ ଆସନ୍ତା ୧୦ ତାରିଖ ଶୁକ୍ରବାର ଦିନ ଭୁବନେଶ୍ବରରେ ରୋଡ ସୋ କରିବେ। ସେହିଦିନ ସନ୍ଧ୍ୟା ୬ ଟା ସମୟରେ ମୋଦୀ ଭୁବନେଶ୍ବର ମାଷ୍ଟର କ୍ୟାଣ୍ଟିନରୁ ବାହାରି ବାଣୀବିହାର ପର୍ଯ୍ୟନ୍ତ ଯିବେ। ଉଭୟ ରାସ୍ତାରେ ଲୋକମାନେ ତାଙ୍କୁ ସ୍ବାଗତ କରିବା ପାଇଁ ବ୍ୟବସ୍ଥା କରାଯାଇଛି। ଏଥିରେ ଭୁବନେଶ୍ବର ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଏବଂ ଏହା ଅଧିନରେ ଥିବା ସାତଟି ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀମାନେ ସାଥିରେ ରହିବେ।

odishaelection2024 ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ ମୋଦୀଙ୍କ ରୋଡ ସୋ
Share. Facebook Twitter LinkedIn Email WhatsApp Copy Link

Related Posts

ବଙ୍ଗଳାରେ ବଡ଼ ରାଜନୈତିକ ହଲଚଲ: ବିଜେପିରେ ଯୋଗଦେଲେ ତିନି ପୂର୍ବତନ ଟିଏମସି ସାଂସଦ

July 9, 2026

କଳିଙ୍ଗ ସାହିତ୍ୟ ମହୋତ୍ସବ ପକ୍ଷରୁ ୨୦୨୬ ବୁକ୍ ଆୱାର୍ଡସ ପାଇଁ ହିନ୍ଦୀ ସର୍ଟଲିଷ୍ଟ ଘୋଷଣା

July 9, 2026

ଅଷ୍ଟ୍ରେଲିଆ-ଭାରତ ସିଇଓ ଫୋରମ୍ କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

July 9, 2026

୨୦୦୦ ଟଙ୍କିଆ ନୋଟ୍ ଉପରେ ବଡ଼ ଅପଡେଟ୍: ଜରୁରୀ ସୂଚନା ଜାରି କଲା RBI

July 9, 2026
Latest News

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026

ବଙ୍ଗଳାରେ ବଡ଼ ରାଜନୈତିକ ହଲଚଲ: ବିଜେପିରେ ଯୋଗଦେଲେ ତିନି ପୂର୍ବତନ ଟିଏମସି ସାଂସଦ

July 9, 2026

କଳିଙ୍ଗ ସାହିତ୍ୟ ମହୋତ୍ସବ ପକ୍ଷରୁ ୨୦୨୬ ବୁକ୍ ଆୱାର୍ଡସ ପାଇଁ ହିନ୍ଦୀ ସର୍ଟଲିଷ୍ଟ ଘୋଷଣା

July 9, 2026

ଅଷ୍ଟ୍ରେଲିଆ-ଭାରତ ସିଇଓ ଫୋରମ୍ କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

July 9, 2026

୨୦୦୦ ଟଙ୍କିଆ ନୋଟ୍ ଉପରେ ବଡ଼ ଅପଡେଟ୍: ଜରୁରୀ ସୂଚନା ଜାରି କଲା RBI

July 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.