Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦଳ ବିରୋଧୀ କାର୍ଯ୍ୟ ପାଇଁ ୧୨ ଜଣ ନେତାଙ୍କୁ ଦଳରୁ ବହିସ୍କାର କଲା ବିଜେପି
ଆଜିର ଖବର

ଦଳ ବିରୋଧୀ କାର୍ଯ୍ୟ ପାଇଁ ୧୨ ଜଣ ନେତାଙ୍କୁ ଦଳରୁ ବହିସ୍କାର କଲା ବିଜେପି

May 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Chandigarh Mayor Election: ତ୍ରି-ମୁଖୀ ଲଢେଇରେ ବିଜେପି ବିଜୟୀ
Chandigarh Mayor Election: ତ୍ରି-ମୁଖୀ ଲଢେଇରେ ବିଜେପି ବିଜୟୀ

ଭୁବନେଶ୍ୱର: ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ମହିଳା ମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସାଧନା ପାଣ୍ଡେ, ବିରମିତ୍ରପୁରର ପୂର୍ବତନ କାଉନସିଲର ମହାଗଡଦେବୀ କୋଇଲି ଭଗତ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ନିହାର ରାୟ, ବିରମହାରାଜପୁରର ଆଶ୍ରୟ ମହାନନ୍ଦଙ୍କ ଦଳରୁ ବହିସ୍କାର କରାଯାଇଛି।

ସେହିପରି ଫୁଲବାଣୀର ଟିକେଶ୍ୱର କହଁର, କଂଟାମାଳର ସୁଧାଂଶୁ ଡାଙ୍ଗ, ଦଶପଲ୍ଲାର ରବିନ୍ଦ୍ରନାଥ ସେଠୀ, ନୟାଗଡ ଜିଲ୍ଲା ଉପସଭାପତି ଇନ୍ଦୁମତି ନାୟକ, ବ୍ରହ୍ମପୁରର ପୂର୍ବତନ ମେୟର ଶିବଶଂକର ଦାଶ, ମନୋଜ ପଟ୍ଟନାୟକ, କୋରାପୁଟ ଜିଲ୍ଲା ଏସସି ମୋର୍ଚ୍ଚା ସଭାପତି ଭାଗିରଥୀ ପାଟଣୀଆ ଏବଂ କୋ-ଅପରେଟିଭ ସେଲ ସଂଯୋଜକ କର୍ପୁର ହନ୍ତାଳଙ୍କୁ ମଧ୍ୟ ଦଳରୁ ବହିଷ୍କାର କରାଗଲା ବୋଲି ରାଜ୍ୟ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।

odishaelection2024 ଓଡିଶା ନିର୍ବାଚନ 2024 ବିଜେପି ବିଜେପିରୁ ବହିସ୍କୃତ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026
Latest News

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.