Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ଭୁବନେଶ୍ବରରେ ମୋଦୀଙ୍କ ରୋଡ ସୋ, ଯାଞ୍ଚ କଲେ ଏସପିଜି କମାଣ୍ଡୋ, ପହଞ୍ଚିଲା ସ୍ବତନ୍ତ୍ର ଗାଡି
ଆଜିର ଖବର

ଆସନ୍ତାକାଲି ଭୁବନେଶ୍ବରରେ ମୋଦୀଙ୍କ ରୋଡ ସୋ, ଯାଞ୍ଚ କଲେ ଏସପିଜି କମାଣ୍ଡୋ, ପହଞ୍ଚିଲା ସ୍ବତନ୍ତ୍ର ଗାଡି

May 9, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
spg camando
ଆସନ୍ତାକାଲି ଭୁବନେଶ୍ବରରେ ମୋଦୀଙ୍କ ରୋଡ ସୋ, ଯାଞ୍ଚ କଲେ ଏସପିଜି କମାଣ୍ଡୋ, ପହଞ୍ଚିଲା ସ୍ବତନ୍ତ୍ର ଗାଡି

ଭୁବନେଶ୍ବର: ଆସନ୍ତାକାଲି ଭୁବନେଶ୍ବରରେ ବିଶାଳ ରୋଡ ସୋ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏଥିପାଇଁ ତାଙ୍କର ସ୍ବତନ୍ତ୍ର ଗାଡି ଭୁବନେଶ୍ବରରେ ପହଞ୍ଚି ସାରିଛି। ଏଥିସହିତ ସୁରକ୍ଷା ପାଇଁ ରାଜଧାନୀରେ ପହଞ୍ଚିଛନ୍ତି ଏସପିଜି କମାଣ୍ଡୋ। ସେମାନେ ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ପର୍ଯ୍ୟନ୍ତ ଯାଞ୍ଚ କରୁଛନ୍ତି।

ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଂଧ୍ୟାରେ ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ପର୍ଯ୍ୟନ୍ତ ରୋଡ ସୋ କରିବାର କାର୍ଯ୍ୟକ୍ରମ ରହିଛି। ସେଥିପାଇଁ ରାସ୍ତାର ଦୁଇ ପାର୍ଶ୍ବରେ ଲୋକମାନେ ଛିଡା ହୋଇ ତାଙ୍କୁ ସ୍ବାଗତ କରିବାର ବ୍ୟବସ୍ଥା ମଧ୍ୟ କରାଯାଇଛି। ଏ ନେଇ ବିଜେପି ଶିବିର ବେଶ ଚଳଚଞ୍ଚଳ ହୋଇପଡିଛି। ବିଶେଷ କରି ବିଜେପି ଲୋକସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ବେଶ ଉତ୍ସାହିତ ହୋଇପଡିଛନ୍ତି।

odishaelection2024 ଓଡିଶା ନିର୍ବାଚନ 2024 ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ ମୋଦୀଙ୍କ ରୋଡ ସୋ
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକା ଇରାନ ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଖୁସି ଖବର: ବଡ଼ ଘୋଷଣା କଲା ଏହି ଦେଶ

July 9, 2026

୨୭ ବର୍ଷ ଧରି ବ୍ରିଷ୍ଟଲରେ ଭାରତ ଅପରାଜୟ: ଆଜି କିଏ ନେବ ସଚିନ, ଦ୍ରାବିଡ ଏବଂ ରୋହିତଙ୍କ ସ୍ଥାନ?

July 9, 2026

ସମଗ୍ର ବିଶ୍ୱ ବଜାରକୁ ଦୋହଲାଇ ଦେଲା ଟ୍ରମ୍ପଙ୍କ ବୟାନ: ବଢିଲା ଅଶୋଧିତ ତୈଳ ମୂଲ୍ୟ

July 9, 2026

Vice President in Odisha: ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ଉପରାଷ୍ଟ୍ରପତି

July 9, 2026
Latest News

ଆମେରିକା ଇରାନ ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଖୁସି ଖବର: ବଡ଼ ଘୋଷଣା କଲା ଏହି ଦେଶ

July 9, 2026

୨୭ ବର୍ଷ ଧରି ବ୍ରିଷ୍ଟଲରେ ଭାରତ ଅପରାଜୟ: ଆଜି କିଏ ନେବ ସଚିନ, ଦ୍ରାବିଡ ଏବଂ ରୋହିତଙ୍କ ସ୍ଥାନ?

July 9, 2026

ସମଗ୍ର ବିଶ୍ୱ ବଜାରକୁ ଦୋହଲାଇ ଦେଲା ଟ୍ରମ୍ପଙ୍କ ବୟାନ: ବଢିଲା ଅଶୋଧିତ ତୈଳ ମୂଲ୍ୟ

July 9, 2026

Vice President in Odisha: ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ଉପରାଷ୍ଟ୍ରପତି

July 9, 2026

ମଦ୍ୟପ ଯୁବକର ଫାଉଡ଼ା ମାଡରେ ବୃଦ୍ଧଙ୍କ ମୃତ୍ୟୁ

July 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.