Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଳରାପତ୍ରିଆ ବାଘର ମୃତଦେହ ଉଦ୍ଧାର: ସଠିକ ତଥ୍ୟ ଦେଉନି ବନବିଭାଗ 
ଆଜିର ଖବର

କଳରାପତ୍ରିଆ ବାଘର ମୃତଦେହ ଉଦ୍ଧାର: ସଠିକ ତଥ୍ୟ ଦେଉନି ବନବିଭାଗ 

May 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢ଼ାଖୋଲ (କନ୍ଦର୍ପ ବେହେରା): ରେଢ଼ାଖୋଲ ବନଖଣ୍ଡ ନାକଟିଦେଉଳ ଅନ୍ତର୍ଗତ ଲାଣ୍ଡିମାଲ ସଂରକ୍ଷିତ ଜଙ୍ଗଲର ଚମ୍ପାଳି ନଦୀ ପାଖ ଭୀମମଣ୍ଡଳୀ ରାସ୍ତାରୁ ଏକ କଲରlପତରିଆ ବାଘର ମୃତ ଦେହ ବନ ବିଭାଗ ଠାବ କରିଛି। ସୂଚନାନୁସାରେ ଜଙ୍ଗଲରେ ବାଘ ପଡ଼ିଥିବା ଖବର ପାଇ ଘଟଣା ସ୍ଥଳକୁ ଜଙ୍ଗଲ ବିଭାଗ ଯାଇ ବାଘର ମୃତଦେହ ଠାବ କରିଥିଲେ।

ସି ସି ଏଫ, ରେଢ଼ାଖୋଲ ଡି ଏଫ ଓ ଅରବିନ୍ଦ ମହାନ୍ତି, ନାକଟିଦେଉଳ ରେଞ୍ଜର ଅଶ୍ୱିନୀ କୁମାର ବେହେରା ଏବଂ ଭୁବନେଶ୍ୱର ସାଇଣ୍ଟିଫିକ ଟିମ ଘଟଣାସ୍ଥଳକୁ ଯାଇ ଘଟଣାର ତଦନ୍ତ କରି ଶବ ବ୍ୟବଛେଦ କରି ପୋଡିଦେଇଥିଲେ। ଏ ସମ୍ପର୍କରେ ଡ଼ିଏଫଓ ଙ୍କୁ ପଚାରିବାରୁ ବାଘର ଆନୁମାନିକ ବୟସ ୧୦ ବର୍ଷ ହେବ ଏବଂ ମୃତ୍ୟୁର କାରଣ ତଦନ୍ତ ପରେ ଜଣାପଡିବ ବୋଲି କହିଥିଲେ।

ନାକଟିଦେଉଳ ବନାଞ୍ଚଳର ଲାଣ୍ଡିମାଲ ସଂରକ୍ଷିତ ଜଙ୍ଗଲରେ ବାଘ ମୃତ୍ୟ ପରେ ବି ବନବିଭାଗ ଚୁପ୍ କିନ୍ତୁ ବାଘ କୁ ଶୀକାର କରାଯାଇଛି ଏବଂ ବାଘ ଦେହରୁ ୩ଟି ଗୁଳି ବାହାରିଥିବା ଚର୍ଚ୍ଚା ହେଉଛି। ଶିକାରୀଙ୍କ ଗୁଳିମାଡରେ ବାଘର ମୃତ୍ୟ ହୋଇଥିବା ସ୍ଥାନିୟ ଅଞ୍ଚଳରେ ଚର୍ଚ୍ଚା ହେଉଛି।

ଅସୁସ୍ଥ ଅବସ୍ଥାରେ ବାଘ ରାସ୍ତା ଉପରେ ପଡିଥିବା ଦେଖିବାକୁ ପାଇଥିଲା ବନବିଭାଗ।  ବାଘଟିର ସ୍ଵାଭାବିକ ମୃତ୍ୟ ହୋଇଛି ନାଁ ଶିକାରୀ ଶିକାର କରିଛି ପ୍ରଶ୍ନବାଚୀ ସୃଷ୍ଟି କରୁଛି।  ଅପରପକ୍ଷେ ବନବିଭାଗ ଗୋଟିଏ ବନ୍ଧୁକ ସହ ଦୁଇ ଜଣଙ୍କୁ ଅଟକ ରଖିଥିବା ବିଶ୍ୱସ୍ତ ସୂତ୍ରରୁ ଜଣା ପଡିଛି।

ନାକଟିଦେଉଳ ମୃତଦେହ ଉଦ୍ଧାର ରେଢାଖୋଲ ବନଖଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026

ଅତିରିକ୍ତ ସମୟରେ ଆର୍ଜେଣ୍ଟିନାର ଦମଦାର ବିଜୟ: ସେମିଫାଇନାଲରେ ପହଞ୍ଚିଲା ମେସିଙ୍କ ଦଳ 

July 12, 2026

ନେଇ ଯାଆ..ରେ ମେଘ ମୋତେ..ଗୀତର ଗାୟିକା ଏସ ଜାନକୀ ଆଉ ନାହାଁନ୍ତି, ୮୮ ବର୍ଷ ବୟସରେ ପରଲୋକ

July 12, 2026

ଶ୍ରେଷ୍ଠତା ସଂପର୍କରେ ଜାଣିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ବତାଇଛନ୍ତି ପାଞ୍ଚୋଟି ପ୍ରସଂଗ

July 12, 2026
Latest News

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026

ଅତିରିକ୍ତ ସମୟରେ ଆର୍ଜେଣ୍ଟିନାର ଦମଦାର ବିଜୟ: ସେମିଫାଇନାଲରେ ପହଞ୍ଚିଲା ମେସିଙ୍କ ଦଳ 

July 12, 2026

ନେଇ ଯାଆ..ରେ ମେଘ ମୋତେ..ଗୀତର ଗାୟିକା ଏସ ଜାନକୀ ଆଉ ନାହାଁନ୍ତି, ୮୮ ବର୍ଷ ବୟସରେ ପରଲୋକ

July 12, 2026

ଶ୍ରେଷ୍ଠତା ସଂପର୍କରେ ଜାଣିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ବତାଇଛନ୍ତି ପାଞ୍ଚୋଟି ପ୍ରସଂଗ

July 12, 2026

ସରକାରଙ୍କ ବିଭିନ୍ନ ସଫଳତାର ଗାଥାକୁ ନେଇ ପ୍ରକାଶିତ ଦୁଇଟି ବିଶେଷ ପୁସ୍ତକ ବାଣ୍ଟିଲେ ଉପ ମୁଖ୍ୟମନ୍ତ୍ରୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.