Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୌଦ୍ଧ-ଚମ୍ପାପୁର ରେଳ ସେକ୍ସନ ନିରୀକ୍ଷଣ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ
ଆଜିର ଖବର

ବୌଦ୍ଧ-ଚମ୍ପାପୁର ରେଳ ସେକ୍ସନ ନିରୀକ୍ଷଣ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

May 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ମହେଶ କୁମାର ବେହେରା ଆଜି ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ବୌଦ୍ଧ-ଚମ୍ପାପୁର ରେଳ ସେକ୍ସନର ନିରୀକ୍ଷଣ କରିଛନ୍ତି। ନିରୀକ୍ଷଣ ସମୟରେ ଶ୍ରୀ ବେହେରା ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ବନ୍ଧରେ ଅବଗତ ହୋଇଛନ୍ତି।

ନିର୍ମାଣ କାର୍ଯ୍ୟ ଅଗ୍ରଗତିର ସମୀକ୍ଷା କରି ପ୍ରକଳ୍ପର ଠିକ ସମୟରେ କାର୍ଯ୍ୟ ଶେଷ କରିବା ଏବଂ ପ୍ରସ୍ତାବିତ ଷ୍ଟେସନରେ ଯାତ୍ରୀଙ୍କ ସୁବିଧା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଶ୍ରୀ ବେହେରା ରେଳ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି।

ଏହି ପ୍ରକଳ୍ପର ମୋଟ ଦୈର୍ଘ୍ୟ 301 କିମି ମଧ୍ୟରୁ ମୋଟ 152.805 କିମି ରେଳ ଲାଇନ କାର୍ଯ୍ୟକ୍ଷମ ହୋଇସାରିଛି। ଏହି ପ୍ରକଳ୍ପ ଶୀଘ୍ର ଶେଷ ହେବା ପାଇଁ ରେଳବାଇ ଉଭୟ ପାର୍ଶ୍ୱରୁ ଅର୍ଥାତ୍ ଖୋର୍ଦ୍ଧା ରୋଡ୍ ଏବଂ ବଲାଙ୍ଗୀର ପାର୍ଶ୍ୱରୁ ଏହି ପ୍ରକଳ୍ପରେ ନିର୍ମାଣ କାର୍ଯ୍ୟ କରୁଛି।

ଖୋର୍ଦ୍ଧା ରୋଡରୁ ଦଶପଲ୍ଲା ପର୍ଯ୍ୟନ୍ତ 105.8 କିମି ଏବଂ ବଲାଙ୍ଗୀରରୁ ସୋନପୁର ପର୍ଯ୍ୟନ୍ତ 47 କିଲୋମିଟର ରେଳ ଲାଇନ ବର୍ତ୍ତମାନ କାର୍ଯ୍ୟକ୍ଷମ ହୋଇସାରିଛି।

ଖୋର୍ଦ୍ଧା ରୋଡ-ବଲାଙ୍ଗୀର ପ୍ରକଳ୍ପରେ ରେଳ ଲାଇନ ନିର୍ମାଣ କାର୍ଯ୍ୟ ଅଗ୍ରଗତିରେ ଅଛି।  ସୋନପୁର-ପୁରୁଣାପାଣି-ଝରମୁଣ୍ଡା-ବୌଦ୍ଧ ମଧ୍ୟରେ ପ୍ରାୟ 22 କି.ମି. ରେଳ ଲାଇନ ନିର୍ମାଣ କାର୍ଯ୍ୟ ସମାପ୍ତ ହେଇସାରିଥିବାବେଳେ ଏହି ମାର୍ଗରେ ସଫଳତାର ସହିତ ଇଞ୍ଜିନ ଗଡ଼ିବା ଏବଂ ପରୀକ୍ଷଣ କାର୍ଯ୍ୟ ମଧ୍ୟ କରାଯାଇଛି। ଏହା ବ୍ୟତୀତ, ଝରମୁଣ୍ଡା ଠାରୁ ଚମ୍ପାପୁର ପର୍ଯ୍ୟନ୍ତ ରେଳ ଲାଇନ ନିର୍ମାଣ କାର୍ଯ୍ୟ ଅଗ୍ରଗତିରେ ଅଛି।

ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ପୂର୍ବତଟ ରେଳପଥ ମହାପ୍ରବନ୍ଧକ
Share. Facebook Twitter LinkedIn Email WhatsApp Copy Link

Related Posts

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026

ପେନସନଭୋଗୀଙ୍କ ପାଇଁ ବଡ଼ ଖବର, ୫୦୦ ଟଙ୍କା ବଢ଼ିପାରେ ମାସିକ ପେନସନ

October 11, 2026

୧୫ ଅକ୍ଟୋବର ଶେଷ ତାରିଖ: PF ଜମାରେ ବିଳମ୍ବ କଲେ କମ୍ପାନୀ ଉପରେ ଲାଗିବ ସୁଧ ଓ ଜରିମାନା, ଜାଣନ୍ତୁ ECR ନିୟମ

October 11, 2026

ସିଏସ୍‌ଆର୍ ଓ ପାରିପାର୍ଶ୍ୱିକ ବିକାଶ କାର୍ଯ୍ୟର ସମୀକ୍ଷା କଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ

October 11, 2026
Latest News

Jio AI Glasses: ଏହି ଚଷମା ରେ କରିହେବ ୟୁପିଆଇ ପେମେଣ୍ଟ, ମିଳିବ ଲାଇଭ କ୍ରିକେଟ କମେଣ୍ଟ୍ରି

October 11, 2026

ପ୍ରେସକ୍ରିପସନ୍ ଔଷଧ ବିଜ୍ଞାପନ ଉପରେ କେନ୍ଦ୍ରର କଟକଣା! ଅନୁମତି ବିନା ପ୍ରଚାର କଲେ ଅଡୁଆରେ ପଡ଼ିପାରନ୍ତି ଔଷଧ ବ୍ୟବସାୟୀ

October 11, 2026

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026

ପେନସନଭୋଗୀଙ୍କ ପାଇଁ ବଡ଼ ଖବର, ୫୦୦ ଟଙ୍କା ବଢ଼ିପାରେ ମାସିକ ପେନସନ

October 11, 2026

୧୫ ଅକ୍ଟୋବର ଶେଷ ତାରିଖ: PF ଜମାରେ ବିଳମ୍ବ କଲେ କମ୍ପାନୀ ଉପରେ ଲାଗିବ ସୁଧ ଓ ଜରିମାନା, ଜାଣନ୍ତୁ ECR ନିୟମ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.