Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟାଙ୍ଗୀରେ ବିଜେଡ଼ି ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ମାରାଥନ ପ୍ରଚାର
ଆଜିର ଖବର

ଟାଙ୍ଗୀରେ ବିଜେଡ଼ି ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ମାରାଥନ ପ୍ରଚାର

May 10, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ପ୍ରଚାରକୁ ଜୋରଦାର କରିଛି ବିଜେଡି। ଟାଙ୍ଗୀ ବ୍ଲକର ବଡପାରି ଓ ରାମଚନ୍ଦ୍ରପୁର ଠାରେ ମାରାଥନ ପ୍ରଚାର କରିଛି ବିଜେଡି। ବିଜେଡି ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟ ଙ୍କ ସହ ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର କୁମାର ସାହୁ ଜୋରଦାର କରିଛନ୍ତି ପ୍ରଚାର।

ଉଭୟ ପ୍ରାର୍ଥୀ ବଡପାରୀ ରେ ପହଞ୍ଚିବା ପରେ ସ୍ଥାନୀୟ ଲୋକେ ଉଭୟଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ବଡପାରୀ ର ମା ଭଗବତୀ ଦେବୀଙ୍କ ପୀଠରେ ଉଭୟ ପ୍ରାର୍ଥୀ ପହଞ୍ଚି ମାଙ୍କୁ ପ୍ରଣିପାତ କରିଥିଲେ। ଏହା ପରେ ଆରମ୍ଭ ହୋଇଥିଲା ସଭା କାର୍ଯ୍ୟ।

ନବୀନ ପଟ୍ଟନାୟକଙ୍କ ସରକାରଙ୍କ ସମସ୍ତ କାର୍ଯ୍ୟକାରୀ ଯୋଜନାର ସଫଳ ରୂପାୟନ ବିଷୟରେ ମନ୍ମଥ ବର୍ଣ୍ଣନା କରିଥିଲେ। ଗତକାଲି ନବୀନ ପଟ୍ଟନାୟକ ଘୋଷଣା କରିଥିବା ବିଜୁ ସ୍ୱାସ୍ଥ୍ୟ କାର୍ଡ ର ଅଟକଳ କୁ ବୃଦ୍ଧି କରିବାକୁ ଦେଇଥିବା ଇସ୍ତାହାର ଓ ଇଲେକ୍ଟ୍ରି ବିଲ ୧୦୦ ୟୁନିଟ୍ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଛାଡ, ମହିଳା SHG ମାନଙ୍କୁ ସୁଧ ଛାଡ ଏପରି ବହୁ ନିର୍ବାଚନୀ ଇସ୍ତାହାର ନିଜର ବକ୍ତବ୍ୟରେ ପ୍ରକାଶ କରିଥିଲେ ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟ।

ଏଥିରେ ୫୦୦ ରୁ ଅଧିକ ବିଜେଡି କର୍ମୀ ଯୋଗ ଦେଇ ତାଙ୍କର ବିଜୟ କାମନା କରିବା ସହିତ ବିପୁଳ ଭୋଟରେ ଉଭୟ ଙ୍କୁ ଜିତାଇବା ଲାଗି ଶପଥ ନେଇଥିଲେ।

ସେହିଭଳି ରାମଚନ୍ଦ୍ର ପୁର ପଞ୍ଚାୟତରେ ମଧ୍ୟ ଲୋକଙ୍କ ମଧ୍ୟରେ ନାହିଁ ନଥିବା ଉତ୍ସାହ ଦେଖିବାକୁ ମିଳିଥିଲା। ରାମଚନ୍ଦ୍ର ପୁର ଗ୍ରାମରେ ଅନୁଷ୍ଠିତ ସଭାରେ ୬୦୦ ରୁ ଅଧିକ କର୍ମୀ ଯୋଗଦେଇ ବିଜେଡିକୁ ବିପୁଳ ଭୋଟ୍ ରେ ଜିତାଇବାକୁ ଶପଥ ନେଇଥିଲେ।

ଏହି ପ୍ରଚାର କାର୍ଯ୍ୟକ୍ରମରେ ପୂର୍ବତନ ଜିଲ୍ଲା ପରିଷଦ ସଭାପତି ରାମଚନ୍ଦ୍ର ମହାପାତ୍ର, ବ୍ଳକ ଅଧ୍ୟକ୍ଷ ରିସ୍ନା ମାନ୍ଧାତା, ଉପାଧ୍ୟକ୍ଷ ଦୁର୍ଗା ପ୍ରସାଦ ନାଥ ଶର୍ମା, ଜିଲ୍ଲାପରିଷଦ ସଭ୍ୟ ବିଜୟ କୁମାର ଜେନା, ସରପଞ୍ଚ ମଧୁ ସୁଦନ ପଳାଇଙ୍କ ସହ ବହୁ ବିଜେଡି କର୍ମୀ ଓ ନେତା ସାମିଲ ହୋଇଥିଲେ।

BJD election 2024 tangi
Share. Facebook Twitter LinkedIn Email WhatsApp Copy Link

Related Posts

IAS Vacancies in Odisha: ରାଜ୍ୟରେ କେତେ ଆଇଏଏସ ପଦବୀ ଖାଲି ଅଛି ପ୍ରଶ୍ନର ଉତ୍ତର ଦେଲେ ମୁଖ୍ୟମନ୍ତ୍ରୀ

December 1, 2025

ପୂର୍ବତଟ ରେଳପଥ ମହିଳା କଲ୍ୟାଣ ସଂଗଠନ ଖୋର୍ଦ୍ଧା ରେଳମଣ୍ଡଳ ପକ୍ଷରୁ ପୁରସ୍କାର ପ୍ରଦାନ ଉତ୍ସବ

December 1, 2025

Konark Festival 2025: ଆଜି ସଂଧ୍ୟାରୁ ଆରମ୍ଭ ହେବ କୋଣାର୍କ ଉତ୍ସବ, ମୁଖ୍ୟମନ୍ତ୍ରୀ କରିବେ ଉଦଘାଟନ

December 1, 2025

IND-SA Barabati Match: ମୁଖ୍ୟମନ୍ତ୍ରୀଙ୍କୁ ବାରବାଟୀ ମ୍ୟାଚ ଟିକେଟ ପ୍ରଦାନ କଲା ଓସିଏ

December 1, 2025
Latest News

IAS Vacancies in Odisha: ରାଜ୍ୟରେ କେତେ ଆଇଏଏସ ପଦବୀ ଖାଲି ଅଛି ପ୍ରଶ୍ନର ଉତ୍ତର ଦେଲେ ମୁଖ୍ୟମନ୍ତ୍ରୀ

December 1, 2025

Winter Session 2025: ଆରମ୍ଭ ହେଲା ସଂସଦର ଶୀତ ଅଧିବେଶନ,ତା ପୂର୍ବରୁ ପ୍ରଧାନମନ୍ତ୍ରୀ କହିଲେ….

December 1, 2025

ପୂର୍ବତଟ ରେଳପଥ ମହିଳା କଲ୍ୟାଣ ସଂଗଠନ ଖୋର୍ଦ୍ଧା ରେଳମଣ୍ଡଳ ପକ୍ଷରୁ ପୁରସ୍କାର ପ୍ରଦାନ ଉତ୍ସବ

December 1, 2025

Konark Festival 2025: ଆଜି ସଂଧ୍ୟାରୁ ଆରମ୍ଭ ହେବ କୋଣାର୍କ ଉତ୍ସବ, ମୁଖ୍ୟମନ୍ତ୍ରୀ କରିବେ ଉଦଘାଟନ

December 1, 2025

IND-SA Barabati Match: ମୁଖ୍ୟମନ୍ତ୍ରୀଙ୍କୁ ବାରବାଟୀ ମ୍ୟାଚ ଟିକେଟ ପ୍ରଦାନ କଲା ଓସିଏ

December 1, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.