Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅକ୍ଷୟ ତୃତୀୟାରୁ ପୁରୀରେ ଆରମ୍ଭ ହେଲା ମହାପ୍ରଭୃଙ୍କ ଚନ୍ଦନ ଯାତ୍ରା
ଆଜିର ଖବର

ଅକ୍ଷୟ ତୃତୀୟାରୁ ପୁରୀରେ ଆରମ୍ଭ ହେଲା ମହାପ୍ରଭୃଙ୍କ ଚନ୍ଦନ ଯାତ୍ରା

May 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅକ୍ଷୟ ତୃତୀୟାରୁ ପୁରୀରେ ମହାପ୍ରଭୃଙ୍କ ଆରମ୍ଭ ହେଲା ଚନ୍ଦନ ଯାତ୍ରା

ପୁରୀ: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଗତକାଲି ଶ୍ରୀମନ୍ଦିରରେ ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି। ସେହିପରି ଏହି ପବିତ୍ର ଦିନରେ ରଥ ନିର୍ମାଣ କାର୍ଯ୍ୟର ମଧ୍ୟ ଶୁଭାରମ୍ଭ ହୋଇଛି। ରଥ ଖଳାରେତିନୋଟି ୧୨ ଫୁଟିଆ କାଠ ରଖାଯାଇ ପୂଜାର୍ଚ୍ଚନା ପରେ ବିଶ୍ଵକର୍ମା ମହାରଣା ସୁନା ଓ ରୂପା କୁରାଢ଼ୀ ସ୍ପର୍ଶ କରି ତିନି ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି।

ପ୍ରଥମେ ମହାପ୍ରଭୁଙ୍କ ଆଜ୍ଞାମାଳ ଆସିବା ପରେ ଚଳନ୍ତି ପ୍ରତିମା ବିମାନରେ ବିଜେ କରିବେ । ବିମାନରେ ଯିବା ସମୟରେ ରଥଖଳାରେ ତିନୋଟି ଆଜ୍ଞାମାଳ ତିନି କାଠରେ ଲାଗି କରାଯାଇଛି। ଏହାପରେ ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ହୋଇଛି। ବିମାନରେ ଚଳନ୍ତି ପ୍ରତିମା ନରେନ୍ଦ୍ର ପୁଷ୍କରିଣୀରେ ବିଜେ କରିବା ପରେ ଦିନ ଚାପ ଓ ରାତି ଚାପ ଅନୁଷ୍ଠିତ ହୋଇଛି।

ଚନ୍ଦନ ଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ବିଧାନସଭାର ଦ୍ୱିବିରୋଧୀଙ୍କ ହଟ୍ଟଗୋଳକୁ ସମାଲୋଚନା କଲେ ସରକାରୀ ଦଳର ବିଧାୟକ

September 24, 2026

ସୁପ୍ରିମକୋର୍ଟରେ ଡିଜିପି ନିଯୁକ୍ତି ଶୁଣାଣି: ଆଜି ପକ୍ଷ ରଖିବେ ରାଜ୍ୟ ସରକାର

September 24, 2026

ଆସାମର ମୋଇଦମ ଏବଂ ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 24, 2026

ଆଜି ସେପ୍ଟେମ୍ବର ୨୪ ତାରିଖରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

September 24, 2026
Latest News

ପାକିସ୍ତାନ କ୍ରିକେଟ୍‌କୁ ଝଟ୍‌କା: ବୋଲିଂ କୋଚ୍‌ ପଦ ଛାଡ଼ିବେ ଆସ୍‌ଲେ ନାଫ୍‌କେ

September 24, 2026

୩ ବର୍ଷ ପରେ ଦେଶକୁ ଫେରୁଛି IPL ନିଲାମୀ: ଡିସେମ୍ବରରେ ଗୋଆରେ ହେବ ‘ମିନି ଅକ୍ସନ୍’

September 24, 2026

ବିଧାନସଭାର ଦ୍ୱିବିରୋଧୀଙ୍କ ହଟ୍ଟଗୋଳକୁ ସମାଲୋଚନା କଲେ ସରକାରୀ ଦଳର ବିଧାୟକ

September 24, 2026

ସୁପ୍ରିମକୋର୍ଟରେ ଡିଜିପି ନିଯୁକ୍ତି ଶୁଣାଣି: ଆଜି ପକ୍ଷ ରଖିବେ ରାଜ୍ୟ ସରକାର

September 24, 2026

ଆସାମର ମୋଇଦମ ଏବଂ ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.