Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୦୨୪ ସାଧାରଣ ନିର୍ବାଚନ: ତୃତୀୟ ପର୍ଯ୍ୟାୟରେ ହେଲା ୬୫.୬୮% ମତଦାନ
ଆଜିର ଖବର

୨୦୨୪ ସାଧାରଣ ନିର୍ବାଚନ: ତୃତୀୟ ପର୍ଯ୍ୟାୟରେ ହେଲା ୬୫.୬୮% ମତଦାନ

May 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିହାର ନିର୍ବାଚନ
ଏହି ରାଜ୍ୟରେ ପରିବର୍ତ୍ତନ ହେବ ସରକାର?: ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା ବଢାଇଲା ପୋଲ ମନ୍ତ୍ରା ସର୍ଭେ

ନୂଆଦିଲ୍ଲୀ: ୭ ଏବଂ ୮ ମଇ ୨୦୨୪ରେ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଜାରି ଗଣମାଧ୍ୟମ ବିବୃତ୍ତିକୁ ବଜାୟ ରଖି ଚଳିତ ସାଧାରଣ ନିର୍ବାଚନ ୨୦୨୪ର ତୃତୀୟ ପର୍ଯ୍ୟାୟରେ ୯୩ଟି ସଂସଦୀୟ କ୍ଷେତ୍ରରେ ୬୫.୬୮% ମତଦାନ ରେକର୍ଡ କରାଯାଇଛି। ତୃତୀୟ ପର୍ଯ୍ୟାୟ ପାଇଁ ଲିଙ୍ଗଭିତ୍ତିକ ମତଦାନ ସଂଖ୍ୟା ନିମ୍ନରେ ଦିଆଯାଇଛି:

ପର୍ଯ୍ୟାୟ- ପୁରୁଷ ମତଦାନ ହାର- ମହିଳାଙ୍କ ମତଦାନ ହାର- ତୃତୀୟ ଲିଙ୍ଗୀ ମତଦାନ ହାର- ସାମଗ୍ରିକ ମତଦାନ ହାର

ତୃତୀୟ ପର୍ଯ୍ୟାୟ- ୬୬.୮୯%- ୬୪.୪୧%- ୨୫.୨% – ୬୫.୬୮%

ସୂଚନାଯୋଗ୍ୟ, ତୃତୀୟ ପର୍ଯ୍ୟାୟରେ ବିହାରର ୨ଟି ଓ ମଧ୍ୟପ୍ରଦେଶର ୪ଟି ମତଦାନ କେନ୍ଦ୍ରରେ ପୁନଃମତଦାନ ଶେଷ ହୋଇଛି। ଭୋଟର୍ ଟର୍ଣ୍ଣାଆଉଟ୍ ଆପ୍ରେ ସଂସଦୀୟ କ୍ଷେତ୍ର ଓ ବିଧାନସଭା ନିର୍ବାଚନ ମଣ୍ଡଳୀ ଭିତ୍ତିରେ ତଥ୍ୟ ମଧ୍ୟ ଉପଲବ୍ଧ ରହିଛି। ଗୋଟିଏ ନିର୍ବାଚନ ମଣ୍ଡଳୀର ପ୍ରତ୍ୟେକ ମତଦାନ କେନ୍ଦ୍ର ପାଇଁ ଫର୍ମ ୧୭ସିର ନକଲ ମଧ୍ୟ ପ୍ରାର୍ଥୀଙ୍କୁ ସେମାନଙ୍କ ପୋଲିଂ ଏଜେଣ୍ଟଙ୍କ ମାଧ୍ୟମରେ ପ୍ରଦାନ କରାଯାଏ। ଫର୍ମ ୧୭ ସିର ବାସ୍ତବ ତଥ୍ୟ ବଳବତ୍ତର ରହିବ ଯାହା ପୂର୍ବରୁ ପ୍ରାର୍ଥୀମାନଙ୍କୁ ପ୍ରଦାନ କରାଯାଇଛି।

ପୋଷ୍ଟାଲ ବାଲଟ୍ ଗଣତି ଏବଂ ମୋଟ ଭୋଟ୍ ଗଣତିରେ ଏହାକୁ ଯୋଡ଼ିବା ସହିତ ଚୂଡ଼ାନ୍ତ ମତଦାନ କେବଳ ଗଣତି ପରେ ଉପଲବ୍ଧ ହେବ। ପୋଷ୍ଟାଲ ବାଲଟ୍ ରେ ସର୍ଭିସ ଭୋଟର, ଅନୁପସ୍ଥିତ ଭୋଟର (୮୫+ ବର୍ଷରୁ ଅଧିକ, ଭିନ୍ନକ୍ଷମ, ଅତ୍ୟାବଶ୍ୟକ ସେବା ଇତ୍ୟାଦି) ଏବଂ ନିର୍ବାଚନ ଡ୍ୟୁଟିରେ ଥିବା ଭୋଟରଙ୍କୁ ଦିଆଯାଇଥିବା ପୋଷ୍ଟାଲ ବାଲଟ୍ ଅନ୍ତର୍ଭୁକ୍ତ । ବୈଧାନିକ ବ୍ୟବସ୍ଥା ଅନୁଯାୟୀ ଦୈନିକ ପ୍ରାପ୍ତ ପୋଷ୍ଟାଲ ବାଲାଟ୍ ର ହିସାବ ସମସ୍ତ ପ୍ରାର୍ଥୀଙ୍କୁ ପ୍ରଦାନ କରାଯାଏ।

eci election 2024 Lok Sabha Election voting
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026
Latest News

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.