Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋମବାରରେ ୨୪୩ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା, ଆଶ୍ଚର୍ଯ୍ୟ ହେବେ ୩ଟି ସ୍ଥାନରେ ଅଛନ୍ତି ମାତ୍ର ୩ ଲେଖାଏଁ ପ୍ରାର୍ଥୀ
ଆଜିର ଖବର

ସୋମବାରରେ ୨୪୩ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା, ଆଶ୍ଚର୍ଯ୍ୟ ହେବେ ୩ଟି ସ୍ଥାନରେ ଅଛନ୍ତି ମାତ୍ର ୩ ଲେଖାଏଁ ପ୍ରାର୍ଥୀ

May 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୋମବାରରେ ୨୪୩ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା, ଆଶ୍ଚର୍ଯ୍ୟ ହେବେ ୩ଟି ସ୍ଥାନରେ ଅଛନ୍ତି ମାତ୍ର ୩ ଲେଖାଏଁ ପ୍ରାର୍ଥୀ

ଭୁବନେଶ୍ବର: ଆସନ୍ତାକାଲି ସୋମବାରରେ ଓଡିଶାରେ ହେବାକୁ ଥିବା ପ୍ରଥମ ନିର୍ବାଚନରେ ହେବ ନେତାଙ୍କ ଭାଗ୍ୟ ପରୀକ୍ଷା। ଏଥିରେ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ମୋଟ ୩୭ ଜଣ ପ୍ରାର୍ଥୀ ରହିଛନ୍ତି । ସେମାନଙ୍କ ମଧ୍ୟରେ ପୁରୁଷ-୩୦ ଜଣ ଥିବା ବେଳେ ମହିଳା ପ୍ରାର୍ଥୀ ୭ ଜଣ ଅଛନ୍ତି।

ଏହି ସଂସଦୀୟ କ୍ଷେତ୍ରଗୁଡ଼ିକ ଅନ୍ତର୍ଗତ ୨୮ଟି ବିଧାନସଭା କ୍ଷେତ୍ର ପାଇଁ ମୋଟ ୨୪୩ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ। ସେମାନଙ୍କ ମଧ୍ୟରେ ପୁରୁଷ ପ୍ରାର୍ଥୀଙ୍କ ସଂଖ୍ୟା ୨୧୪ ଥିବା ବେଳେ ମହିଳା ପ୍ରାର୍ଥୀ ୨୯ ଜଣ ରହିଛନ୍ତି।

କୋରାପୁଟ, କଳାହାଣ୍ଡି ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ୧୧ ଜଣ ଲେଖାଏଁ ପ୍ରାର୍ଥୀ ଏବଂ ନବରଙ୍ଗପୁରରେ ୪ ଜଣ ପ୍ରାର୍ଥୀ ରହିଛନ୍ତି। ଝରିଗାଁ, ନବରଙ୍ଗପୁର ଓ ଡେବୁଗାଁ ବିଧାନସଭା ପାଇଁ ସର୍ବନିମ୍ନ ୩ ଜଣ ଲେଖାଏଁ ପ୍ରାର୍ଥୀ ରହିଛନ୍ତି। ବ୍ରହ୍ମପୁର ବିଧାନସଭା କ୍ଷେତ୍ର ପାଇଁ ସର୍ବାଧିକ ୧୭ ପ୍ରାର୍ଥୀ ରହିଛନ୍ତି।

odishaelection2024 ପ୍ରଥମପର୍ଯ୍ୟାୟନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ଫାଇନାଲରେ ସ୍ଥାନ ସୁରକ୍ଷିତ କଲା ଭାରତ: କର ବା ମର ପରିସ୍ଥିତିରେ ଆଫଗାନିସ୍ତାନ-ଶ୍ରୀଲଙ୍କା

June 18, 2026

ଜାତୀୟ ରାଜପଥରେ ଦୁଇ ପୃଥକ ସଡ଼କ ଦୁର୍ଘଟଣା; ଦୁଇ ଜଣଙ୍କ ମୃତ୍ୟୁ

June 18, 2026

ଶିବସେନା (ୟୁବିଟି)ରେ ଫାଟ, ଓୱେସିଙ୍କ କଟାକ୍ଷ – ‘ଶିକାରୀ ନୂଆ, ଜାଲ ପୁରୁଣା’

June 18, 2026

ପୂର୍ବ ଶତ୍ରୁତାର କରୁଣ ପରିଣତି: ଭୁଜାଲି ଆକ୍ରମଣରେ ୱାର୍ଡ ସଭ୍ୟ ମୃତ, ଜଣେ ଗୁରୁତର

June 18, 2026
Latest News

ଫାଇନାଲରେ ସ୍ଥାନ ସୁରକ୍ଷିତ କଲା ଭାରତ: କର ବା ମର ପରିସ୍ଥିତିରେ ଆଫଗାନିସ୍ତାନ-ଶ୍ରୀଲଙ୍କା

June 18, 2026

ଜାତୀୟ ରାଜପଥରେ ଦୁଇ ପୃଥକ ସଡ଼କ ଦୁର୍ଘଟଣା; ଦୁଇ ଜଣଙ୍କ ମୃତ୍ୟୁ

June 18, 2026

ଶିବସେନା (ୟୁବିଟି)ରେ ଫାଟ, ଓୱେସିଙ୍କ କଟାକ୍ଷ – ‘ଶିକାରୀ ନୂଆ, ଜାଲ ପୁରୁଣା’

June 18, 2026

ପୂର୍ବ ଶତ୍ରୁତାର କରୁଣ ପରିଣତି: ଭୁଜାଲି ଆକ୍ରମଣରେ ୱାର୍ଡ ସଭ୍ୟ ମୃତ, ଜଣେ ଗୁରୁତର

June 18, 2026

ଆମେରିକା-ଇରାନ ମଧ୍ୟରେ ୧୪-ସୂତ୍ରୀ ଚୁକ୍ତି; ହର୍ମୁଜ୍ ପ୍ରଣାଳୀ ପୁନଃ ଖୋଲିବାକୁ ସମ୍ମତି

June 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.