Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତରେ ମିଶାଇ ଦିଅ PoK!, ପାକିସ୍ତାନରେ ରାସ୍ତାକୁ ଓହ୍ଲାଇଲେ ଲୋକ, ଦେଲେ ଚେତାବନୀ
ଆଜିର ଖବର

ଭାରତରେ ମିଶାଇ ଦିଅ PoK!, ପାକିସ୍ତାନରେ ରାସ୍ତାକୁ ଓହ୍ଲାଇଲେ ଲୋକ, ଦେଲେ ଚେତାବନୀ

May 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଶନିବାର ଦିନ ପାକିସ୍ତାନ ଅଧିକୃତ କାଶ୍ମୀରରେ ବିଦ୍ୟୁତ୍ ଓ ଅଟା ମୂଲ୍ୟ ବୃଦ୍ଧି ନେଇ ବିକ୍ଷୋଭ ପ୍ରଦର୍ଶନକାରୀ ଏବଂ ପୋଲିସ ମଧ୍ୟରେ ହିଂସାତ୍ମକ ସଂଘର୍ଷ ଘଟିଛି। ପିଓକେରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ ମଧ୍ୟରେ ହୋଇଥିବା ଏହି ହିଂସାତ୍ମକ ସଂଘର୍ଷରେ ଜଣେ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଛି। ଏଥିରେ କ୍ରୋଧିତ ପ୍ରଦର୍ଶନକାରୀ ଜଣେ ପୋଲିସ କର୍ମଚାରୀଙ୍କୁ ପିଟିପିଟି ହତ୍ୟା କରିଦେଇଛନ୍ତି।

ପାକିସ୍ତାନ ଅଧିକୃତ କାଶ୍ମୀରର ରାଜଧାନୀ ମୁଜାଫରବାଦରେ ଏହି ପ୍ରଦର୍ଶନକାରୀଙ୍କୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ଲୁହବୁହା ଗ୍ୟାସ ଗୁଳି ଛାଡିଥିଲା, ଏହା ପରେ ଲୋକଙ୍କ କ୍ରୋଧ ଆହୁରି ବଢିଯାଇଥିଲା ଏବଂ ଏହି ବିରୋଧ ଏକ ହିଂସାତ୍ମକ ରୂପ ନେଇଥିଲା।

ଧର୍ମଘଟ ଭୟ ହେତୁ ପାକିସ୍ତାନ ପ୍ରଶାସନିକ କାଶ୍ମୀର ସରକାର ସଂପୂର୍ଣ୍ଣ ପିଓକେ ରେ ଧାରା ୧୪୪ ଲାଗୁ କରିଥିଲେ। ଏହା ସହିତ ୧୦ ଏବଂ ୧୧ ମଇରେ ସମସ୍ତ ବିଦ୍ୟାଳୟରେ ଛୁଟି ଘୋଷଣା କରାଯାଇଥିଲା।

ମୁଜାଫରବାଦ ଏବଂ ମିରପୁର ଡିଭିଜନର ବିଭିନ୍ନ ଅଞ୍ଚଳରେ ରାତିରେ ହୋଇଥିବା ଚଢାଉରେ ବହୁ ନେତା ଓ କର୍ମୀଙ୍କୁ ପୋଲିସ ଗିରଫ କରିଥିଲା। ଏହା ପରେ ଶୁକ୍ରବାର ଦିନ ଧର୍ମଘଟ ଡକାଯାଇଥିଲା। ବର୍ତ୍ତମାନ ପୋଲିସ ଘଟଣାକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛି।

ପିଓକେ ରେ ବଡ ବିରୋଧ ପ୍ରଦର୍ଶନ କରାଯାଉଛି ଏବଂ ଏକ ସାମରିକ ଗୁପ୍ତଚର ଗାଡିକୁ ମଧ୍ୟ ନଷ୍ଟ କରିଦିଆଯାଇଛି।

Pakistan-occupied Kashmir poster Protest protesters
Share. Facebook Twitter LinkedIn Email WhatsApp Copy Link

Related Posts

ବିମାନକୁ ବଡ଼ ଦୁର୍ଘଟଣାରୁ ରକ୍ଷା କରିଥିବା ଭାରତୀୟ ପାଇଲଟ୍‌ଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା

October 1, 2026

ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ

October 1, 2026

୫୫୪୮ କୋଟି ମୂଲ୍ୟର କୃଷିଜାତ ସାମଗ୍ରୀ କ୍ରୟକୁ କେନ୍ଦ୍ର କୃଷିମନ୍ତ୍ରୀଙ୍କ ଅନୁମୋଦନ

October 1, 2026

‘ଗ୍ରୀନ୍ ଏନର୍ଜି କରିଡର୍’ ତୃତୀୟ ପର୍ଯ୍ୟାୟକୁ କ୍ୟାବିନେଟ୍ ମଞ୍ଜୁରି

October 1, 2026
Latest News

ବିମାନକୁ ବଡ଼ ଦୁର୍ଘଟଣାରୁ ରକ୍ଷା କରିଥିବା ଭାରତୀୟ ପାଇଲଟ୍‌ଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା

October 1, 2026

ବନ୍ୟା ପ୍ରଭାବିତଙ୍କ ପାଇଁ ଦଶହରା ପୂର୍ବରୁ ସରିବ କ୍ଷତିପୂରଣ ବଣ୍ଟନ : ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

October 1, 2026

ସରକାର ଧାର୍ଯ୍ୟ କରନ୍ତୁ ଦୀପାବଳୀରେ ବାଣ ଫୁଟାଇବା ନିର୍ଦ୍ଦିଷ୍ଟ ସମୟ : ସୁପ୍ରିମକୋର୍ଟ

October 1, 2026

ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ

October 1, 2026

୫୫୪୮ କୋଟି ମୂଲ୍ୟର କୃଷିଜାତ ସାମଗ୍ରୀ କ୍ରୟକୁ କେନ୍ଦ୍ର କୃଷିମନ୍ତ୍ରୀଙ୍କ ଅନୁମୋଦନ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.