Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ୧୪ ରେ ଓଡ଼ିଶା ଆସିବେ ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା
ଆଜିର ଖବର

ଆସନ୍ତା ୧୪ ରେ ଓଡ଼ିଶା ଆସିବେ ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା

May 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଚଳିତ ଲୋକସଭା ନିର୍ବାଚନକୁ ଦ୍ରୁଷ୍ଟିରେ ରଖି ସମସ୍ତ ରାଜନୈତିକ ଦଳଗୁଡିକ ନିର୍ବାଚନୀ ପ୍ରଚାରକୁ ଜୋରଦାର କରିଛନ୍ତି। ଓଡିଶାରେ ଉଭୟ ଲୋକସଭା ଆଉ ବିଧାନସଭା ନିର୍ବାଚନ ପାଇଁ ଦୁଇ ଜାତୀୟ ଦଳ ବିଜେପି ଆଉ କଂଗ୍ରେସ ପ୍ରଚାରକୁ ଓହ୍ଲାଇଥିବା ବେଳେ ଶାସକ ବିଜେଡ଼ି ଦଳ ମଧ୍ୟ ପୁଣିଥରେ ବାଜିମାତ କରିବା ପାଇଁ ଅଣ୍ଟା ଭିଡିଛି।

ତେବେ ବିଜେପି ଏଥର ସମସ୍ତ ଶକ୍ତି ଲଗାଇ ଓଡିଶାରେ ଡବଲ ଇଞ୍ଜିନ ସରକାର ଗଠନ କରିବ ବୋଲି ଦାବି କରିଛି। ତେଣୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମେତ ବିଜେପି ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ବହୁ କେନ୍ଦ୍ରମନ୍ତ୍ରୀଗଣ ବାରମ୍ବାର ଓଡିଶା ଗସ୍ତ କରି ବିଜେପି ପାଇଁ ଭୋଟ ମାଗୁଛନ୍ତି।

ଏହିପ୍ରରିପ୍ରେକ୍ଷୀରେ ନିର୍ବାଚନ ପ୍ରଚାରକୁ ଶାଣିତ କରିବା ପାଇଁ ଆସନ୍ତା ୧୪ ତାରିଖ ଦିନ ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା ଓଡ଼ିଶା ଆସୁଛନ୍ତି। ଶ୍ରୀ ଶର୍ମା ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ସିଧା ଅପରାହ୍ଣ ୨ଟା ୩୦ରେ ସ୍ୱସ୍ତି ପ୍ରିମିୟମ ହୋଟେଲରେ ଅନୁଷ୍ଠିତ “ବିଶେଷ ସମ୍ପର୍କ ଅଭିଯାନ”ରେ ଯୋଗ ଦେଇ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ସେ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

BJP election 2024 Lok Sabha Election Odisha ନରେନ୍ଦ୍ର ମୋଦି
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୬ ଆଇପିଏଲ: ପ୍ରଥମ ମ୍ୟାଚରେ SRHକୁ ପରାସ୍ତ କରି ବିଜୟ ଅଭିଯାନ କଲା RCB

March 28, 2026

ବିନା ଲକ୍ଷଣରେ ଦେଶର ୪୦ ପ୍ରତିଶତ ଜନସଂଖ୍ୟା ଯକ୍ଷ୍ମା ରୋଗରେ ପୀଡ଼ିତ

March 28, 2026

ଅଙ୍ଗ ପ୍ରତିରୋପଣ ଏବଂ ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ

March 28, 2026

ଦୁଇ ସାପ୍ତାହିକ ଏକ୍ସପ୍ରେସ୍ ଟ୍ରେନ ପ୍ରଚଳନ

March 28, 2026
Latest News

୨୦୨୬ ଆଇପିଏଲ: ପ୍ରଥମ ମ୍ୟାଚରେ SRHକୁ ପରାସ୍ତ କରି ବିଜୟ ଅଭିଯାନ କଲା RCB

March 28, 2026

ବିନା ଲକ୍ଷଣରେ ଦେଶର ୪୦ ପ୍ରତିଶତ ଜନସଂଖ୍ୟା ଯକ୍ଷ୍ମା ରୋଗରେ ପୀଡ଼ିତ

March 28, 2026

ପାଣିନୀଙ୍କ ଠାରୁ ଏଆଇ ଷ୍ଟାକ୍ ପର୍ଯ୍ୟନ୍ତ: ଦିଲ୍ଲୀର ଏଆଇ ମଞ୍ଚରେ ଜାତୀୟ କ୍ଷମତାର ନୂତନ ପରିଭାଷା

March 28, 2026

ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦର ପର୍ଯ୍ୟାୟ-୧ର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

March 28, 2026

ରେଳବାଇରେ ଆପତ୍ତିଜନ ବିଜ୍ଞାପନ ପ୍ରଦର୍ଶନ ନିଷିଦ୍ଧ: ଅଶ୍ୱିନୀ ବୈଷ୍ଣବ

March 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.