Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧାରେ କାର୍ତ୍ତିକ ପାଣ୍ଡିଆନଙ୍କ ରୋଡ ସୋ, ଯୋଡି ଶଙ୍ଖରେ ଭୋଟ ଦେବାକୁ କଲେ ଅନୁରୋଧ
ଆଜିର ଖବର

ଖୋର୍ଦ୍ଧାରେ କାର୍ତ୍ତିକ ପାଣ୍ଡିଆନଙ୍କ ରୋଡ ସୋ, ଯୋଡି ଶଙ୍ଖରେ ଭୋଟ ଦେବାକୁ କଲେ ଅନୁରୋଧ

May 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧାରେ କାର୍ତ୍ତିକ ପାଣ୍ଡିଆନଙ୍କ ରୋଡ ସୋ, ଯୋଡି ଶଙ୍ଖରେ ଭୋଟ ଦେବାକୁ କଲେ ଅନୁରୋଧ

ଖୋର୍ଦ୍ଧା: ଆଜି ରାତିରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଖୋର୍ଦ୍ଧା ସହରରେ ଏକ ବିଶାଳ ରୋଡ ସୋ କରିଛନ୍ତି। ଖୋର୍ଦ୍ଧା ମୁକୁନ୍ଦ ପ୍ରସାଦ ଠାରୁ ନୁଆ ବସ ଷ୍ଟାଣ୍ଡ ପର୍ଯ୍ୟନ୍ତ ଏହି ରୋଡ ସୋ କରିଛନ୍ତି। ସାଥିରେ ଥିଲେ ଭୁବନେଶ୍ୱର ବିଜେଡ଼ି ଲୋକସଭା ପ୍ରାର୍ଥୀ ମନ୍ମଥ ରାଉତରାୟ ଏବଂ ଖୋର୍ଦ୍ଧା ବିଜେଡି ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର ସାହୁ।

ଏହି ଅବସରରେ ଶ୍ରୀ ପାଣ୍ଡିଆନ ଜନସାଧାରଣଙ୍କୁ ଉଭୟ ପ୍ରାର୍ଥୀ କୁ ଜିତାଇବା ପାଇଁ ଅନୁରୋଧ କରିଥିଲେ। ସେ କହିଥିଲେ ଯେ, ନବୀନବାବୁ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ହେବେ। ଜୁନ 9 ତାରିଖରେ ଶପଥ ନେବେ। ଆପଣମାନଙ୍କ ସହଯୋଗ ଆବଶ୍ୟକ। ଲୋକସଭା ପ୍ରାର୍ଥୀ ମନ୍ମଥ ରାଉତରାୟ ଓ ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର କୁମାର ସାହୁଙ୍କୁ ଯୋଡି ଶଙ୍ଖ ରେ ଭୋଟ ଦେଇ ଜୟଯୁକ୍ତ ପାଇଁ ସେ ଆହ୍ବାନ ଦେଇଥିଲେ।

ଜୁଲାଇ ରୁ ରାଜ୍ୟର 90%ଲୋକଙ୍କୁ ବିଜୁଳି ଦର ଦେବାକୁ ପଡିବ ନାହିଁ ବୋଲି କହିଥିଲେ ପାଣ୍ଡିଆନ। ମୁକୁନ୍ଦପ୍ରସାଦ ଠାରୁ ନୂଆବସଷ୍ଟାଣ୍ଡ ପର୍ଯ୍ୟନ୍ତ ଏହି ରୋଡ ଶୋ ହୋଇଥିଲା। ପାଇକ ଆଖଡା, ସାମରିକ କଳା, ଯୋଡି ଶଙ୍ଖ, ପାରମ୍ପରିକ ବାଦ୍ୟଯନ୍ତ୍ର ରେ ଦୁଲୁକିଲା ଖୋର୍ଦ୍ଧା ସହର। ବିଜେଡିର ଶତାଧିକ କର୍ମୀ ବିଭିନ୍ନ ସ୍ଥାନରେ ଉପସ୍ଥିତ ରହି ପୁଷ୍ପ ବର୍ଷା କରିଥିଲେ।

ଓଡିଶାନିର୍ବାଚନ2024 କାର୍ତ୍ତିକ ପାଣ୍ଡିଆନ ଖୋର୍ଦ୍ଧା ମନ୍ମଥ ରାଉତରାୟ ରାଜେନ୍ଦ୍ର ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026

ଆଜିଠାରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସିଙ୍ଗାପୁର-ଜାପାନ ଗସ୍ତ

February 22, 2026
Latest News

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026

ଆଜିଠାରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସିଙ୍ଗାପୁର-ଜାପାନ ଗସ୍ତ

February 22, 2026

ସ୍କୁଲ ବ୍ୟାଗର ବୋଝକୁ କମ କରିବ ଜିଓ-ଶିକ୍ଷାର ସ୍ମାର୍ଟ କ୍ଲାସରୁମ୍ 

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.