Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚୀନ୍‌ରେ ୫.୪ ତୀବ୍ରତାର ଭୂକମ୍ପ : ୧୯ ଆହତ
ଆଜିର ଖବର

ଚୀନ୍‌ରେ ୫.୪ ତୀବ୍ରତାର ଭୂକମ୍ପ : ୧୯ ଆହତ

June 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
mild Earthquake
mild Earthquake

ଚୀନ୍‌ରେ ୫.୪ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଛି। ଏହି ଭୂକମ୍ପରେ ୧୯ ଜଣ ଆହତ ହୋଇଛନ୍ତି। ରବିବାର ଦକ୍ଷିଣ ପୂର୍ବ ଚୀନ୍‌ର ସିଚୁଆନ୍‌ ପ୍ରଦେଶରେ ଏହି ପ୍ରାକୃତ୍ରିକ ତାଣ୍ଡବ ଦେଖିବାକୁ ମିଳିଛି। ଶନିବାର ରାତିରେ ଘଟିଥିବା ଏହି ଘଟଣାଟି ସିଚୁଆନ୍‌ ପ୍ରଦେଶର ଗୋଙ୍ଗକ୍ସିଆନ୍‌ରେ ବ୍ୟାପକ କ୍ଷୟକ୍ଷତି ଘଟାଇଥିଲା। ଗୋଙ୍ଗକ୍ସିଆନ୍‌ ନିକଟରୁ ୧୦ କିମି ଦୂରରେ ଭୂକମ୍ପର କେନ୍ଦ୍ର ରହିଥିଲା। ଆହତ ମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଉଲ୍ଲେଖଯୋଗ୍ୟ ଯେ, ସୋମବାର ଏକ ସମାନ ଘଟଣାରେ ୟିବିନ୍‌ ପ୍ରଦେଶରେ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦୦ରୁ ଅଧିକ ଆହତ ହୋଇଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026

ଆମ ଆଦମୀ ପାର୍ଟିର ଆଶାକୁ ଝଟକା!: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ସ୍ଥଳରେ ପହଞ୍ଚିଲେ ଅଖିଳେଶ ଯାଦବ

July 21, 2026

“ଲଢ଼େଇ ଏକପାଖିଆ ହେବ ନାହିଁ”: ଭାରତକୁ ଚେତାବନୀ ଦେଲେ  ଜିମ୍ବାୱେ ଅଧିନାୟକ

July 21, 2026

ଅଗଷ୍ଟ ୧୫ରୁ ଶ୍ରୀଲଙ୍କା ସିରିଜ: ଜାଣନ୍ତୁ କେବେ ଘୋଷଣା ହେବେ ଟିମ୍ ଇଣ୍ଡିଆ?

July 21, 2026
Latest News

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026

ଆମ ଆଦମୀ ପାର୍ଟିର ଆଶାକୁ ଝଟକା!: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ସ୍ଥଳରେ ପହଞ୍ଚିଲେ ଅଖିଳେଶ ଯାଦବ

July 21, 2026

“ଲଢ଼େଇ ଏକପାଖିଆ ହେବ ନାହିଁ”: ଭାରତକୁ ଚେତାବନୀ ଦେଲେ  ଜିମ୍ବାୱେ ଅଧିନାୟକ

July 21, 2026

ଧର୍ମେନ୍ଦ୍ର, ଶାହ ଏବଂ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା ଦାବି: ରାତି ସାରା ଧାରଣାରେ ବସିବ କଂଗ୍ରେସ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.